ଶିଶୁକନ୍ୟାଙ୍କୁ ବଳାତ୍କାର ଅଭିଯୋଗ

ବଲାଙ୍ଗୀର ଅଫିସ, ୨୦ା୪ : ବଲାଙ୍ଗୀର ସଦର ଥାନା ଅଞ୍ଚଳର ଜଣେ ୩ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଶିଶୁକନ୍ୟାଟି ନିଜ ସାଙ୍ଗମାନଙ୍କ ସହ ଖେଳୁଥିବା ବେଳେ ପଡ଼ୋଶୀ ଘରର ଜଣେ ୧୪ ବର୍ଷର ନାବାଳକ ସେଠାକୁ ଆସି  ଶିଶୁକନ୍ୟାକୁ ନିଜ ପାଇଖାନାକୁ ନେଇଯାଇ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଶିଶୁକନ୍ୟାଙ୍କୁ ବଳାତ୍କାର କରିଥିବା ଜାଣିବା ପରେ ପରିବାର ଲୋକେ ଶିଶୁକନ୍ୟାକୁ ବଲାଙ୍ଗୀର ସରକାରୀ ମେଡିକାଲ କଲେଜ ଡାକ୍ତରଖାନାକୁ ଆଣି ଚିକିତ୍ସା କରିଛନ୍ତି। ଘଟଣା ସମ୍ପର୍କରେ ଜାଣିବା ପରେ ଚାଇଲ୍ଡ ଲାଇନ ସଦସ୍ୟମାନେ ଓ ସଦରଥାନା ପୋଲିସ ଡାକ୍ତରଖାନାରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚରମାଳ ଅଞ୍ଚଳରେ ମାଓବାଦୀ ସକ୍ରିୟ, ଜାରି ରହିଛି ସର୍ଚ୍ଚ ଅପରେଶନ

ସମ୍ବଲପୁର,୭ା୬(ପ୍ରମୋଦ ବହିଦାର): ବହୁଦିନର ନୀରବତା ପରେ ସମ୍ବଲପୁର ଜିଲାରେ ପୁଣିଥରେ ମାଓବାଦୀ ସକ୍ରିୟ ହୋଇଉଠିଥିବା ଅନୁମାନ କରାଯାଉଛି। ସୋନପୁର, ବୌଦ୍ଧ, ରେଢ଼ାଖୋଲ ଅଞ୍ଚଳର ଠେଙ୍ଗୋ ଡ୍ୟାମ...

ଅବ୍ୟବସ୍ଥା ମଧ୍ୟରେ ଚାଲିଛି ଧାନ ସଂଗ୍ରହ: ଚାଷୀ ହେଉଛନ୍ତି ହଟହଟା

ସମ୍ବଲପୁର,୭ା୬(ପ୍ରମୋଦ ବହିଦାର):ସମ୍ବଲପୁର ଜିଲାରେ ଅତ୍ୟନ୍ତ ଅବ୍ୟବସ୍ଥା ମଧ୍ୟରେ ଚାଲିଛି ଧାନ ସଂଗ୍ରହ। ଧାନ ସଂଗ୍ରହ ପାଇଁ ଜିଲାରେ ପ୍ରଥମ ପର୍ଯ୍ୟାୟରେ ଧାର୍ଯ୍ୟ ହୋଇଥିବା ଲକ୍ଷ୍ୟ ପୂରଣ...

ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ: କନଷ୍ଟେବଲଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର,୪ା୬(ପ୍ରମୋଦ ବହିଦାର):ସମ୍ବଲପୁର ବରେଇପାଲି ଥାନା ଅଞ୍ଚଳର ଜଣେ ୧୪ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ କରି ଗିରଫ ହୋଇଛନ୍ତି ଜଣେ ଓଏପିଏଫ୍‌ କନଷ୍ଟେବଲ। ସେ ହେଉଛନ୍ତି...

ସମ୍ବଲପୁର ଶୀତଳ ଷଷ୍ଠୀ ପାଇଁ ୫୦ ଲକ୍ଷ ଟଙ୍କା ଅନୁଦାନ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯ା୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବଲପୁର ସହରରେ ପ୍ରତିବର୍ଷ ପାଳିତ ହେଉଥିବା ଶୀତଳ ଷଷ୍ଠୀ ଉତ୍ସବ ପାଇଁ ୫୦ ଲକ୍ଷ ଟଙ୍କାର ଆର୍ଥିକ ଅନୁଦାନ...

କୋଟିପତି ଯନ୍ତ୍ରୀ: ସମ୍ବଲପୁରରେ ରହିଛି ୨ ପ୍ଲଟ୍‌, ନଗଦ ୫୦ ଲକ୍ଷ ଟଙ୍କା ସହ ଘରୁ ବାହାରିଲାଣି ୧୦ ଭରି ସୁନା

ରାୟଗଡ଼ା,୨୯ା୫(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜନସ୍ବାସ୍ଥ୍ୟ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ସହଦେବ କିଷାନ ଭିଜିଲାନ୍ସରେ ଧରା ପଡ଼ିଥିଲେ। ଯନ୍ତ୍ରୀ କିଷାନ ରାତି ପ୍ରାୟ ୭.୩୦ରେ ଜଣେ...

ମନ୍ଦିର ରୋଷ ଘରେ ନାବାଳିକାଙ୍କୁ ବଳାତ୍କାର କଲେ ପୂଜକ: ପ୍ରବଳ ରକ୍ତସ୍ରାବ ହେବାରୁ…

ଜମନକିରା,୨୬ା୫(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ସଦର ମହକୁମାସ୍ଥିତ ବାବା ମୁକ୍ତେଶ୍ୱର ମନ୍ଦିର ରୋଷେଇ ଗୃହରେ ରବିବାର ମଧ୍ୟାହ୍ନ ପ୍ରାୟ ସାଢ଼େ ୧୨ଟାରେ...

ଜେସିବିରେ କାମ କରିବା ବେଳେ ମାଟି ପଡ଼ିଗଲା, ଚାଷଜମିରେ ଗୋଡ଼ାଇ ଗୋଡ଼ାଇ ହାଣିଦେଲେ

ରେଢାଖୋଲ ୨୪।୫(ଅଚ୍ୟୁତାନନ୍ଦ ପୁରୋହିତ): ସମ୍ବଲପୁର ଜିଲା ରେଢାଖୋଲ ଥାନା ବୁର୍ଡା ପଞ୍ଚାୟତର ବଡ଼ମାଳ ଗ୍ରାମରେ ଜମିବାଡି ବିବାଦରୁ ଏକ ହତ୍ୟାକାଣ୍ଡ ଘଟିଛି। ବଡମାଳ ଗ୍ରାମର ପ୍ରଫୁଲ୍ଲ...

ମାଲ୍‌ଖାନାରୁ କଫ୍‌ ସିରପ ଚୋରି କରି ASI ନିଲମ୍ବିତ

ସମ୍ବଲପୁର,୨୩ା୫: ମାଲ୍‌ଖାନାରୁ କଫ୍‌ ସିରପ୍‌ ଚୋରି କରି ଜଣେ ASI ନିଲମ୍ବିତ ହୋଇଛନ୍ତି। ତେବେ ଟାଉନ ଥାନାରେ କାର୍ଯ୍ୟରତ ଏଏସ୍‌ଆଇ ବିଦ୍ୟୁତ୍‌ ପଣ୍ଡାଙ୍କୁ ନିଲମ୍ବନ କରିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri