ଶିଶୁକନ୍ୟାଙ୍କୁ ବଳାତ୍କାର କରି ବୃଦ୍ଧ ଗିରଫ

ଦଶରଥପୁର,୧୯।୯ (ଡିଏନ୍‌ଏ): ଦଶରଥପୁର ବ୍ଲକ ଚମ୍ପେଇପାଳ ପଞ୍ଚାୟତ କୁଆଁରପୁର ଗ୍ରାମର ୫ ବର୍ଷର ଶିଶୁକନ୍ୟାକୁ ଜଣେ ବୃଦ୍ଧ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଉକ୍ତ ଗ୍ରାମର ବିଜୟ ପାଢ଼ୀ(୬୫)। ଶିଶୁକନ୍ୟା ଜଣକ ସାଙ୍ଗମାନଙ୍କ ସହିତ ଖେଳୁଥିଲେ। ଏହି ସମୟରେ ଉକ୍ତ ଗ୍ରାମର ବିଜୟ ତାଙ୍କୁ ଚକୋଲେଟ୍‌ ଦେବାକୁ କହି ନିଜ ଘରକୁ ଡାକିନେଇ ସେଠାରେ ବଳାତ୍କାର କରିଥିଲେ। ଏ ସମ୍ପର୍କରେ ନାବାଳିକାଙ୍କ ମା’ ବୁଧବାର ମଙ୍ଗଳପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ପାଇବା ପରେ ପୋଲିସ ବୃଦ୍ଧଙ୍କୁ ଗିରଫ କରି ଥାନାକୁ ଆଣି ଏକ ମାମଲା(ନଂ. ୨୫୪/୧୯) ରୁଜୁ କରିଥିବାବେଳେ ଗୁରୁବାର ତାଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଥାନାଧିକାରୀ ଅସିତ୍‌ ରଞ୍ଜନ ମହାନ୍ତି ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଏସି ବାସୀ ପିଉଛନ୍ତି ଗୋଳିଆ ପାଣି

ଚମ୍ପୁଆ,୫।୮(ଡି.ଏନ.ଏ)- ଜନସ୍ବାସ୍ୟ ବିଭାଗ ପକ୍ଷରୁ ଚମ୍ପୁଆ ଏନଏସି ବାସୀଙ୍କୁ ଗୋଳିଆ ପାନୀୟ ଜଳ ଯୋଗାଇ ଦିଆଯାଉଥିବାରୁ ଅସନ୍ତୋଷ ଦେଖାଦେଇଛି। ନିୟମିତ ଭାବେ ଏହି ପାନୀୟ ଜଳ...

ଜେଏସ୍‌ଡବ୍ଲ୍ୟୁକୁ ମିଳିଲା ଜଜାଙ୍ଗ ଖଣି

ଭୁବନେଶ୍ୱର,୭।୨(ବ୍ୟୁରୋ): ସଜ୍ଜନ ଜିନ୍ଦଲ ପରିଚାଳିତ ଜେଏସଡବ୍ଲ୍ୟୁ ଷ୍ଟିଲ କେନ୍ଦୁଝର ଜିଲାରେ ଥିବା ଜଜାଙ୍ଗ ଲୁହାପଥର ଖଣି ହାତେଇବାରେ ସଫଳ ହୋଇଛି। ଏହି ଖଣି ପାଇଁ ଜେଏସ୍‌ଡବ୍ଲ୍ୟୁ...

ହଜାରରୁ ଊର୍ଦ୍ଧ୍ୱ ଲୋକ ଦେଖିଲେ ଯୁଦ୍ଧ ଜାହାଜ

ପାରାଦୀପ,୨୫।୧୧(ସ୍ବ.ପ୍ର.): ପ୍ରତିବର୍ଷ ପରି ଚଳିତବର୍ଷ ରବିବାର ପାରାଦୀପ ବନ୍ଦରରେ ସର୍ବଧାରଣଙ୍କ ପାଇଁ ଲାଗିଛି ଭାରତୀୟ ନୌସେନାର ୨ଟି ଯୁଦ୍ଧ ଜାହାଜ ଆଇଏନ୍‌ଏସ୍‌ ଘଡ଼ିଆଳ ଓ ରାଣା।...

ନିଲାମ ଘାଟରୁ ବେଆଇନ ବାଲି ଚାଲାଣ

ରସୁଲପୁର,୧୧।୧୦(ଡି.ଏନ୍‌.ଏ.): ରସୁଲପୁର ତହସିଲ ଅଧିନରେ ଥିବା ବ୍ରାହ୍ମଣୀ ନଦୀର ଅଧିକାଂଶ ନିଲାମ ବାଲି ଘାଟରେ ପାଣି ପଶିି ଯାଇଛି। ତେଣୁ ବାଲି ଉତ୍ତୋଳନ ଓ ପରିବହନ...

ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଆଜିଠୁ ପୁଣି ଉଚ୍ଛେଦ

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାଶର୍‌ବରୁ ଉଚ୍ଛେଦ ପ୍ରକ୍ରିୟା ଜାରି ରହିବ। ଯେପର୍ଯ୍ୟନ୍ତ ସମସ୍ତ ଚିହ୍ନଟ ଜବରଦଖଲଗୁଡ଼ିକୁ ହଟା ନ ଯାଇଛି ସେପର୍ଯ୍ୟନ୍ତ ଉଚ୍ଛେଦ କରାଯିବ ବୋଲି...

ବିଧାନସଭା ଅଧିବେଶନ: ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଡିଜିପି ଆନ୍ଦୋଳନକାରୀଙ୍କ ଉପରେ କଡ଼ା ନଜର

ଭୁବନେଶ୍ୱର,୧୩।୧୧(ବ୍ୟୁରୋ):ବୁଧବାରଠାରୁ ବିଧାନସଭାର ଷୋଡ଼ଶ ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ...

ନିଃଶୁଳ୍କ ଟେଲିଫୋନ ସେବା ଆରମ୍ଭ କଲା ଓଏସ୍‌ଆରଟିସି

ଭୁବନେଶ୍ୱର,୩।୧୦(ବ୍ୟୁରୋ)-ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ(ଓଏସ୍‌ଆରଟିସି) ପକ୍ଷରୁ ନିଃଶୁଳ୍କ ଟେଲିଫୋନ ସେବା ଆରମ୍ଭ କରିଛି ା ଏହି ଟେଲିଫୋନ ନମ୍ବରଟି ହେଉଛି ୧୮୦୦-୩୪୫-୧୧୨୨ । ଟେଲିଫୋନରେ...

ବେଉସା ବଞ୍ଚାଇବା ଚିନ୍ତାରେ ଟସର କାରିଗର

କେନ୍ଦୁଝର, ୩।୬ (ସ୍ବ.ପ୍ର.)-କରୋନା ମହାମାରୀ ଯୋଗୁ ବୁଣାକାର ପରିବାର ବିଶେଷ ଭାବେ ପ୍ରଭାବିତ ହୋଇଛନ୍ତି। ସେମାନଙ୍କ ଜୀବନଜୀବିକାରେ ଯେପରି ବ୍ରେକ ଲାଗିଯାଇଛି। ବୁଡ଼ିବାକୁ ବସିଲାଣି ସେମାନଙ୍କ...

Coronavirus Update


Archives

Model This Week

Why Dharitri