ଶିଶୁପୁତ୍ରକୁ ୧୦ହଜାର ଟଙ୍କାରେ ବିକ୍ରି କରିବା ଘଟଣା: ବାପାଙ୍କ ସହ ୪ ଗିରଫ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ଖଣ୍ଡଗିରି ଥାନା ଅନ୍ତର୍ଗତ ଭରତପୁର ବସ୍ତିରେ ଅଭାବ ଅନଟନରେ ଦିନ କାଟୁଥିବା ଜଣେ ମା’ ନିଜର ୧୯ ଦିନର ଶିଶୁପୁତ୍ରକୁୁ ବିକ୍ରି କରିଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ପୋଲିସ ଶିଶୁର ବାପା ଓ ବିକ୍ରିରେ ମଧ୍ୟସ୍ଥତା କରିଥିବା ୨ଜଣଙ୍କୁ ଗିରଫ କରିଛି। ପୂର୍ବରୁ ଶିଶୁକୁ କ୍ରୟ କରିଥିବା ବ୍ୟକ୍ତିଙ୍କୁ ପୋଲିସ ଗିରଫ କରିଥିବା ବେଳେ ଶୁକ୍ରବାର ଆଉ ୩ ଜଣଙ୍କୁ ଗିରଫ କରିଥିବା ସୂଚନା ମିଳିଛି।

ପ୍ରକାଶ ଯେ, ଖଣ୍ଡଗିରି ଥାନାରେ ଅଭିଯୋଗ ହେବା ପରେ ପୋଲିସ ଶିଶୁପୁତ୍ରର ମା’ବାପାଙ୍କୁ ଅଟକ ରଖି ପଚରାଉଚରା କରିଥିଲା। ସନ୍ଧ୍ୟାରେ ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ରଙ୍ଗମାଟିଆରୁ ଶିଶୁପୁତ୍ରକୁୁ ଉଦ୍ଧାର କରାଯାଇଥିଲା। ପରେ କ୍ୟାପିଟାଲ ହସ୍‌ପିଟାଲରେ ତା’ର ଚିକିତ୍ସା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜୟପୁର ଚିଲ୍‌ଡ୍ରେନ୍ସ ହୋମ୍‌ରେ ନାବାଳକଙ୍କ ଆତ୍ମହତ୍ୟା

ଜୟପୁର,୨୩ା୭(ଡି.ଏନ.ଏ./ନି.ପ୍ର.)-କୋରାପୁଟ ଜିଲା ଜୟପୁରସ୍ଥିତ ସରକାରୀ ଚିଲ୍‌ଡ୍ରେନ୍ସ ହୋମ୍‌ (ଶିଶୁ ଯତ୍ନ ଭବନ)ରେ ଜଣେ ଛାତ୍ର ଆତ୍ମହତ୍ୟା କରିଛନ୍ତି। ତାଙ୍କ ନାମ ଜଗନ୍ନାଥ ପରଜା(୧୨)। ସେ ବାଥ୍‌ରୁମ୍‌ର...

କମିବାର ନାଁ ନେଉନି: ପୁଣି ରାଜ୍ୟରେ ୧୫ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୮।୧୧(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୧୫ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪୨୫ ରେ ପହଞ୍ଚିଥିବା...

ସୁରେଶ ଖୋଲିଲେ ଗୁମର, ସ୍କାନରରେ ନେତା

ଭୁବନେଶ୍ୱର,୭।୨(ବ୍ୟୁରୋ): ଭୁବନେଶ୍ୱର ପଳାଶପଲ୍ଲୀସ୍ଥିତ ନିଖିଳ ଉକତ୍ଳ ଶାରୀରିକ ଭିନ୍ନକ୍ଷମ କଲ୍ୟାଣ ମହାସଂଘ ତାଲିମ କେନ୍ଦ୍ରରେ ଯୌନ ଶୋଷଣ ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ତଥା ସଂଘ...

ମିଳୁନି ଆବଶ୍ୟକ କୋଇଲା:ଟିଟିପିଏସ୍‌ର ୩ ୟୁନିଟ୍‌ ବନ୍ଦ

ତାଳଚେର,୧୭-୯(ନି.ପ୍ର.):ଆବଶ୍ୟକ କୋଇଲା ଅଭାବରୁ ଏନ୍‌ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ (ଟିଟିପିଏସ୍‌)ର ୩ ଗୋଟି ୟୁନିଟ୍‌ ରବିବାର ସନ୍ଧ୍ୟାଠାରୁ ବନ୍ଦ ରହିଛି। ଫଳରେ ଉକ୍ତ ପ୍ରକଳ୍ପରୁ ବିଦ୍ୟୁତ୍‌...

ନିଜ ସର୍ଭିସ ବନ୍ଧୁକରୁ ଗୁଳି ଫୁଟାଇ ଆତ୍ମହତ୍ୟା କଲେ ବିଏସ୍‌ଏଫ୍‌ ଯବାନ

କୋରାପୁଟ,୬।୩(ସ୍ବ.ପ୍ର.): କୋରାପୁଟ ଜିଲାର ଜଲାପୁଟସ୍ଥିତ ବିଏସ୍‌ଏଫ୍‌ ୧୫ ବାଟାଲିଅନରେ କାର୍ଯ୍ୟରତ ଯବାନ ଶନିବାର ନିଜ ସର୍ଭିସ ବନ୍ଧୁକରୁ ଗୁଳିଫୁଟାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତ ଯବାନଙ୍କ...

ବଙ୍ଗଳା ଫିଲ୍ମରେ ‘ରଙ୍ଗବତୀ’

ଭୁବନେଶ୍ୱର,୧୬।୭(ବ୍ୟୁରୋ): ହିନ୍ଦୀ ପରେ ବଙ୍ଗଳା ସିନେମାରେ ସ୍ଥାନ ପାଇଛି ଲୋକପ୍ରିୟ ସମ୍ବଲପୁରୀ ଗୀତ ରଙ୍ଗବତୀ। ୭୦ ଦଶକର ପ୍ରସିଦ୍ଧ ଏହି ଗୀତକୁ ଶ୍ରୋତାମାନେ ତେଲୁଗୁ ଓ...

ଜେଲ କର୍ମଚାରୀଙ୍କୁ ମୋବାଇଲ ମନା

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ଝାରପଡ଼ା ସ୍ବତନ୍ତ୍ର ଜେଲ କର୍ମଚାରୀଙ୍କ ପାଇଁ କଡ଼ା ନିୟମ ଗ୍ରହଣ କରାଯାଇଛି। କାରାଗାର ଅଧିକ୍ଷକ, ଜେଲରଙ୍କ ବ୍ୟତୀତ ଅନ୍ୟ କର୍ମଚାରୀମାନେ ଡ୍ୟୁଟି ସମୟରେ ଜେଲ...

ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ: ପତାକା ଉତ୍ତୋଳନ କଲେ ରାଜ୍ୟପାଳ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବ ଓ ପରେଡ୍‌ ରବିବାର ମହାତ୍ମାଗାନ୍ଧି ମାର୍ଗରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଅଭିବାଦନ ଗ୍ରହଣ...

Advertisement


Archives

Model This Week