ଶିଶୁପୁତ୍ରଙ୍କୁ ଘରେ ତାଲା ପକାଇ ପଳାଇଲେ ମା’, ଉଦ୍ଧାର କଲା ଚାଇଲ୍ଡଲାଇନ୍‌

କଟକ ଅଫିସ,୨୭।୬: କଟକ ଜିଲା ବିଡ଼ାନାସୀ ଥାନା ଅଧୀନରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏକ ବନ୍ଦ ଘରୁ ୪ ବର୍ଷର ଶିଶୁପୁତ୍ରଙ୍କୁ ଉଦ୍ଧାର କରାଯାଇଛି। ତେବେ ଶିଶୁଙ୍କୁ ଘରେ ଭିତରେ ରଖି ବାହାରୁ ତାଲା ପକାଇ ମା’ କେଉଁଆଡେ ଚାଲିଯାଇଥିବା ଜଣାପଡ଼ିଛି।

ଶିଶୁଜଣଙ୍କ ବିଷୟରେ ଖବର ପାଇ ଚାଇଲ୍ଡ ଲାଇନ୍‌, ଜିଲା ଶିଶୁ ମଙ୍ଗଳ କମିଟି ଓ ଶିଶୁ ସୁରକ୍ଷା ୟୁନିଟ୍‌ର କର୍ମକର୍ତ୍ତାମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ। ପ୍ରଥମେ ଉକ୍ତ ଘରର ତାଲା ଭାଙ୍ଗିବାକୁ ଚେଷ୍ଟା କରାଯାଇଥିଲା। ଶେଷରେ ତାଲା ଭାଙ୍ଗିବା ପରେ ଶିଶୁଟି ଘର ବାହାରକୁ ଧାଇଁ ଆସିଥିଲେ। ତେବେ ଭୟଭୀତ ଅବସ୍ଥାରେ ଥିବା ଶିଶୁଙ୍କୁ କର୍ମକର୍ତ୍ତାମାନେ ଉଦ୍ଧାର କରିଥିଲେ। ତାଙ୍କୁ ଏବେ ବସୁନ୍ଧରା ମୁକ୍ତାଶ୍ରୟ କେନ୍ଦ୍ରରେ ରଖାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ରାଜ୍ୟସ୍ତରୀୟ ଓପନ୍ ଟ୍ରାପ୍ ସୁଟିଂ ଚାମ୍ପିୟନସିପ୍-୨୦୨୬: ସ୍ୱର୍ଣ୍ଣ ପଦକ ଜିତିଲେ ଥୁଆମୂଳ ରାମପୁରର ଶୁଭମ

ଥୁଆମୂଳ ରାମପୁର,୨୨ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ୍ ପାଇଁ ଗୌରବ । ଅନୁଗୁଳ ଜିଲା ତାଳଚେରସ୍ଥିତ ‘ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସ’ଠାରେ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଲେ ସୋନମ ୱାଙ୍ଗଚୁକ୍, ଅନଶନ ସମାପ୍ତ କରିବାକୁ ରଖିଲେ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଛନ୍ତି ସୋନମ ୱାଙ୍ଗଚୁକ୍ । ଅନଶନ ସମାପ୍ତ କରିବା ପାଇଁ କେତେକ ଦାବି ଉପସ୍ଥାପନ କରିଛନ୍ତି । ଆତ୍ମହତ୍ୟା ଦ୍ୱାରା ମୃତ୍ୟୁବରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri