ଶିଶୁ ଉଦ୍ୟାନ ହେଲାଣି ନିଶାଡ଼ିଙ୍କ ଆଡ୍ଡା: ଖୋଲାଖୋଲି ଚାଲିଛି ସିରପ୍‌ ନିଶା କାରବାର

ଅନୁଗୋଳ ଅଫିସ, ୧୦।୧ – ଅନୁଗୋଳ ସହରରେ ସିରପ୍‌ ନିଶା କାରବାର ବେଶ୍‌ ବଢ଼ିଯାଇଛି। ସହରରେ ଥିବା ବିଭିନ୍ନ ପାର୍କରେ ଦୈନିକ ପୁଳା ପୁଳା ସିରପ୍‌ ବୋତଲ ପଡ଼ୁଥିବା ଦେଖିବାକୁ ମିଳୁଛି। ଶସ୍ତା ହେଉଥିବାରୁ ବିଶେଷକରି ଯୁବ ପିଢ଼ି ଏହି ନିଶା ଜାଲରେ ପଡ଼ୁଥିବା ଚର୍ଚ୍ଚା ହେଉଛି। କିନ୍ତୁ ଏ ନେଇ ଅନୁଗୋଳ ପୋଲିସ ନିକଟରେ କୌଣସି ସୂଚନା ନ ଥିବାରୁ ପାର୍କକୁ ଯାଉଥିବା ବରିଷ୍ଠ ନାଗରିକମାନେ ଅସନ୍ତୋଷ ପ୍ରକାଶ କରୁଛନ୍ତି।
ଅନୁଗୋଳ ସହର ଅମଲାପଡ଼ାରେ ଥିବା ଶିଶୁ ଉଦ୍ୟାନ ଏବେ ଏପରି ନିଶାଡ଼ିଙ୍କ ଆଡ୍ଡାସ୍ଥଳୀରେ ପରିଣତ ହୋଇଥିବା ଅଭିଯୋଗ ହେଉଛି। ସକାଳୁ ଏହି ପାର୍କକୁ ଯାଉଥିବା ଲୋକମାନେ ଏତେତେଣେ ସିରପ୍‌ ବୋତଲ ପଡ଼ିଥିବା ଦେଖିବାକୁ ପାଉଛନ୍ତି। କିନ୍ତୁ କାହା ପାଖରେ ଅଭିଯୋଗ କରିବେ ତାହା ସେମାନେ ଜାଣିପାରୁନାହାନ୍ତି। କେବଳ ଏହି ଗୋଟିଏ ପାର୍କ ନୁହେଁ ସହରରେ ଥିବା ଅନ୍ୟ ପାର୍କଗୁଡ଼ିକରେ ମଧ୍ୟ ସମାନ ଅବସ୍ଥା। ହେଲେ ଏ ନେଇ ପୌର କର୍ତ୍ତୃପକ୍ଷଙ୍କ ନିକଟରେ ସୂଚନା ନ ଥିବାବେଳେ ପୋଲିସ ମଧ୍ୟ ବେଫିକର। ସେହିପରି ଅମଲାପଡ଼ା ଦୁର୍ଗାମନ୍ଦିର ନିକଟରେ ଥିବା ଶିଶୁ ଉଦ୍ୟାନରୁ ଏପରି ସିରପ୍‌ ବୋତଲ ପୁଳା ପୁଳା ବାହାରୁ ଥିବା ଅଭିଯୋଗ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାଜପୁରରେ ଗାଡ଼ି, ଗଜପତିରୁ ଆସିଲା ଚାଲାଣ

ବ୍ରହ୍ମବରଦା,୧୫୪(ଡି.ଏନ.ଏ.):  ରାଜ୍ୟରେ ଦିନକୁଦିନ ବଢ଼ିଚାଲିଛି ଚୋରି ଓ ରାହାଜାନି। ଦୁଇଚକିଆ ଯାନର ଅହେତୁକ ବୃଦ୍ଧି ଯୋଗୁ କିଛିଲୋକ ନିଶା କାରବାର ଓ ଅସାମାଜିକ କାର୍ଯ୍ୟରେ ବ୍ୟବହାର...

ଗ୍ରୀଷ୍ମ ଆରମ୍ଭରୁ ଜଳକଷ୍ଟ

ବିନିକା,୧୩ା୩(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ମହାଦେବପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସଂସାମୁରା ଗାଁରେ ଗ୍ରୀଷ୍ମ ଆରମ୍ଭରୁ ଜଳକଷ୍ଟ ଦେଖାଦେଲାଣି। ୨ଟି ଓ୍ବାର୍ଡରେ ବିଶିଷ୍ଟ ଏହି...

ସରିଲା ମତଦାନ: ଇଭିଏମରେ ସିଲ୍‌ ହେଲା ପ୍ରାର୍ଥୀଙ୍କ ଭାଗ୍ୟ

ଭଦ୍ରକ ଅଫିସ, ୩।୧୧: ଧାମନଗର ଉପନିର୍ବାଚନ ପାଇଁ ସରିଲା ମତଦାନ ପ୍ରକ୍ରିୟା। ଇଭିଏମରେ ସିଲ୍‌ ହୋଇଛି ପ୍ରାର୍ଥୀଙ୍କ ଭାଗ୍ୟ । ମୋଟ ୬୬.୬୩ ପ୍ରତିଶତ ମତଦାନ...

କାଳବୈଶାଖୀରେ ଗଛ ପଡ଼ି ତାର ଛିଣ୍ଡିଲା, ବିଦ୍ୟୁତ୍‌ ସେବା ବ୍ୟାହତ

ଦାରିଙ୍ଗବାଡ଼ି,୬ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ବୁଧବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଦାରିଙ୍ଗବାଡ଼ିର ରାଇକିଆଠାରୁ ବାଡାବାଙ୍ଗା ମଧ୍ୟରେ ବଡ଼ବଡ଼ ଗଛ ଭାଙ୍ଗିବା...

୨୨ରେ ସବୁ ଅଙ୍ଗନୱାଡ଼ି କେନ୍ଦ୍ର ବନ୍ଦ

ନନ୍ଦପୁର, ୧୯ା୯(ଶଙ୍କର ପୂଜାରୀ): ଅଲ ଓଡ଼ିଶା ଅଙ୍ଗନୱାଡ଼ି ଲେଡିସ ୱାର୍କର୍ସ ଆସୋସିଏସନର ଜିଲା ଓ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟଙ୍କ ନିଷ୍ପତ୍ତି ଅନୁସାରେ ଆସନ୍ତା ୨୨ ତାରିଖରେ...

ପୁଣି ଥରିବ କଣ୍ଟିପାଳର କୁଆମରା ହୁଡ଼ି

ଆନନ୍ଦପୁର,୨୯। ୭(ସ୍ବ.ପ୍ର.)- ଆନନ୍ଦପୁର ବ୍ଲକ କଣ୍ଟିପାଳରେ ଥିବା କୁଆମରା ହୁଡିରେ ପୁଣି ବ୍ଲାଷ୍ଟିଂ ହେବାର ସମ୍ଭାବନା ସୃଷ୍ଟି ହୋଇଛି। ବର୍ଷକ ତଳୁ କୁଆମରା ହୁଡିରେ ଆବଶ୍ୟକ...

ଯାଞ୍ଚ ସରିଲା, ପ୍ରଚାର ଜୋରଦାର

ବରଗଡ଼ ଅଫିସ୍‌,୧୯।୧୧: ପଦ୍ମପୁର ଉପନିର୍ବାଚନ ପାଇଁ ଆସନ୍ତା ଡିସେମ୍ବର ୫ତାରିଖରେ ଭୋଟ ଗ୍ରହଣ ହେବ। ଶୁକ୍ରବାର ଏଥିପାଇଁ ପ୍ରାର୍ଥିପତ୍ର ଯାଞ୍ଚ ପ୍ରକ୍ରିୟା ସରିଛି। ଏହାପରେ ନିର୍ବାଚନ...

୧୬୮ ଛାତ୍ରୀଛାତ୍ରଙ୍କୁ ଜ୍ୟୋତି ଶିକ୍ଷାବୃତ୍ତି

ବାଲେଶ୍ୱର ଅଫିସ,୧୭।୩: ବାଲେଶ୍ୱର ଜିଲା ବାଲିଆପାଳସ୍ଥିତ ବାଲିଆପାଳ କଲେଜ ଅଫ୍‌ ଫିଜିକାଲ୍‌ ଏଜୁକେଶନ ପରିସରରେ ଟାଟା ଷ୍ଟିଲ୍‌ ଫାଉଣ୍ଡେଶନ (ଟିଏସ୍‌ଏଫ୍‌) ପକ୍ଷରୁ ଦୁଇ ଦିନିଆ ଗୋଷ୍ଠୀ...

Advertisement
Archives

Model This Week