ଶିଶୁ ଓ ମହିଳାଙ୍କ ସୁରକ୍ଷା ଦାବିରେ ବିକ୍ଷୋଭ

ବାରିପଦା ଅଫିସ,୨୫।୭- ରାଜ୍ୟରେ କ୍ରମାଗତ ଭାବେ ଶିଶୁ, ନାବାଳିକା ଓ ନାରୀ ନିର୍ଯାତନା, ବଳାତ୍କାର, ଅପହରଣ ଓ ନିଖୋଜ ଘଟଣା ବଢ଼ି ଚାଲିିଛି। ଏହାର ପ୍ରତିବାଦରେ ତଥା ଶିଶୁ ଓ ମହିଳାଙ୍କ ସୁରକ୍ଷା ଦାବିରେ ରାଜ୍ୟ କଂଗ୍ରେସର ନିର୍ଦ୍ଦେଶ କ୍ରମେ ମୟୂରଭଞ୍ଜ ଜିଲା କଂଗ୍ରେସ ପକ୍ଷରୁ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଜିଲା ସଭାପତି ହେମନ୍ତ ଦାସଙ୍କ ନେତୃତ୍ୱରେ ବିଜନ ଦାସ, ସରସ୍ବତୀ ହେମ୍ବ୍ରମ, ଯୋଗେଶ ଅଗରୱାଲା, ଅରବିନ୍ଦ ଦାସ, ସୁସ୍ମିତା ଘୋଷାଲ, ଅଶୋକ ଅଧିକାରୀ, ବିଜୟ ସିଂ, ଅଜୟ ମହାପାତ୍ର, ଇତିଶ୍ରୀ ମିଶ୍ର, ଶାନ୍ତନୁ ପାଲବାବୁ ଓ ସ୍ବରୂପ ମିଶ୍ର ପ୍ରମୁଖ ଉପସ୍ଥିତ ରହି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପରେ ଜିଲା ପ୍ରଶାସନ ଜରିଆରେ ରାଜ୍ୟପାଳଙ୍କ ନିକଟକୁ ଏକ ଦାବିପତ୍ର ପଠାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱର ଜିଲାରେ ସ୍ବାସ୍ଥ୍ୟସେବା ଏମିତି: ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି

ବାଲେଶ୍ୱର ଅଫିସ, ୬।୭-ବାଲେଶ୍ୱର ଜିଲା ସ୍ବାସ୍ଥ୍ୟ ବିଭାଗ ପାଇଁ ସରକାର ଯେତିକି ଡାକ୍ତର ପଦବୀ ମଞ୍ଜୁର କରିଛନ୍ତି ସେଥିରୁ ଅଧାରୁ ଅଧିକ ପଦବୀ ଖାଲିପଡିଛି। ଏମିତି...

ଲଞ୍ଚ ଘାଟରେ ନଦୀକୁ ଡେଇଁ ଯୁବକ ନିଖୋଜ:ଉଦ୍ଧାର କାର୍ଯ୍ୟରେ ଅବହେଳା ନେଇ ଉତ୍ତେଜନା, ଭଙ୍ଗାରୁଜା

ଚାନ୍ଦବାଲି, ୧୬।୬ (ଡି.ଏନ.ଏ) – ଭଦ୍ରକ ଜିଲା ଚାନ୍ଦବାଲି ସହର ନିକଟ ବୈତରଣୀ ଲଞ୍ଚ ଘାଟରେ ଶନିବାର ଅପରାହ୍ନରେ ଜିତୁନ ଦାସ(୨୫) ନାମକ ଜଣେ ଯୁବକ...

ଜିଲାର ଉନ୍ନତି ପାଇଁ ପ୍ରସ୍ତୁତ ହେଲା ଭିଜନ ବାଲେଶ୍ୱର ୨୦୩୦

ବାଲେଶ୍ୱର ଅଫିସ, ୧୨।୬ ବାଲେଶ୍ୱର ସହରସ୍ଥିତ ଟେକ୍‌ନିକାଲ ପଡିଆ ଛକରେ ଥିବା ଏକ ଘରୋଇ ହୋଟେଲ ସମ୍ମିଳନୀ କକ୍ଷରେ ସାମାଜିକ ସଙ୍ଗଠନ ଫ୍ୟୁଚର ବାଲେଶ୍ୱର ପକ୍ଷରୁ...

ରୂପ୍‌ସାରେ ଲୁଟେରା ସକ୍ରିୟ: ଗ୍ରାମ୍ୟ ବ୍ୟାଙ୍କରୁ ଚୋରି ଉଦ୍ୟମ

ରୂପ୍‌ସା, ୨୮।୬(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ରୂପ୍‌ସାସ୍ଥିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ଚୋରି ଉଦ୍ୟମ ନେଇ ଥାନାରେ ଅଭିଯୋଗ ହୋଇଛି। ଶୁକ୍ରବାର ରୂପ୍‌ସା ଥାନାଧିକାରୀ ସୁଚନ୍ଦ୍ର...

ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ: ଉଠାଦୋକାନୀ ସଂଘ ପକ୍ଷରୁ ବିରୋଧ

ବାଲେଶ୍ୱର ଅଫିସ, ୯।୧: ବାଲେଶ୍ୱର ସହରର ମୁଖ୍ୟ ରାସ୍ତା ବିବେକାନନ୍ଦ ରୋଡ୍‌ର ସିନେମା ଛକଠାରୁ ପାଣି ଟାଙ୍କି ପର୍ଯ୍ୟନ୍ତ ରାସ୍ତାର ଦୁଇପାର୍ଶ୍ୱରେ ଥିବା ଉଠାଦୋକାନୀ ଓ...

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଚାଷୀଙ୍କ ଜୀବନ ଗଲା

ଭୋଗରାଇ,୨।୨(ଡି.ଏନ.ଏ.)- ବାଲେଶ୍ୱର ଜିଲା ତାଳସାରୀ ମେରାଇନ୍‌ ଥାନା ଅଧୀନ ବରବରିଆ ଗ୍ରାମର ଜୟରାମ ପ୍ରଧାନ (୩୮) ନାମକ ଚାଷୀ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ମୃତ୍ୟୁବରଣ କରିଛନ୍ତି।...

ନିର୍ମାଣାଧୀନ ରାସ୍ତାକୁ ହାଣି ଖେଳାଇବା ନେଇ ଉତ୍ତେଜନା

ବାହାନଗା, ୧୮ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖରାସାହାପୁର ପଞ୍ଚାୟତ ଅଠିଲାବାଜ ଗ୍ରାମରେ ଏମଜିଏନଆର୍‌ଇଜିଏସ୍‌ରେ ନିର୍ମାଣାଧୀନ ରାସ୍ତାକୁ ହାଣି ଜମି ସହିତ ମିଶାଇ ଦିଆଯାଇଥିବା ଅଭିଯୋଗ ହୋଇଛି।...

ଚାଷୀଙ୍କ ସହ ମିଶି ଧାନତଳି ରୋଇଲେ ବିଧାୟକ

ଖଇରା,୨୪।୮(ଡି.ଏନ.ଏ.): ପୂର୍ବତନ ମନ୍ତ୍ରୀ ତଥା ସିମୁଳିଆ ନିର୍ବାଚନ ମଣ୍ଡଳୀର ବିଧାୟକ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ନିଜର ନିଆରା ଢଙ୍ଗର କାର୍ଯ୍ୟଶୈଳୀକୁ ନେଇ ବିଭିନ୍ନ ସମୟରେ ଚର୍ଚ୍ଚାରେ...

Advertisement
Archives

Model This Week