କେନ୍ଦୁଝର, ୨୪ା୪(ସ୍ବ.ପ୍ର.)-କେନ୍ଦୁଝର ବଣିଆପାଟ ଶିଶୁ ଅନୁଷ୍ଠାନ ମୁକ୍ତାଶ୍ରୟ କେନ୍ଦ୍ରକୁ ଅତିରକ୍ତ ଜିଲା ଦୌରାଜଜ୍(ଏଡିଜେ) ଲୋକନାଥ ସାହୁ ବୁଧବାର ପରିଦର୍ଶନ କରି ସେଠାରେ ରହୁଥିବା ପିଲାମାନଙ୍କର ସମ୍ପର୍କରେ ଯାଞ୍ଚ କରିଛନ୍ତି। ଲକଡାଉନ ସମୟରେ ଅନୁଷ୍ଠାନ ପରିଚାଳନା ବ୍ୟବସ୍ଥାକୁ ଅନୁଧ୍ୟାନ କରିବା ବେଳେ ସେ କେନ୍ଦ୍ରରେ ଅବସ୍ଥାପିତ ହେଇଥିବା ୭ଜଣ ବାଳିକାଙ୍କ ସମେତ ୧୨ଜଣ ଶିଶୁଙ୍କ ସ୍ବାସ୍ଥ୍ୟ ପରୀକ୍ଷା, ବ୍ୟକ୍ତିଗତ ପରିଚ୍ଛନ୍ନତା, ଦୈନନ୍ଦିନ ଖାଦ୍ୟ ଆଦି ବିଷୟରେ ପଚାରି ବୁଝିଥିଲେ। ପିଲାମାନଙ୍କୁ କିଭଳି ବିଭିନ୍ନ ସୃଜନାତ୍ମକ ଓ ଶିକ୍ଷଣୀୟ କାର୍ଯ୍ୟରେ ନିୟୋଜିତ କରାଯାଉଛି ସେ ବିଷୟରେ ଅନୁଷ୍ଠାନର ସମ୍ପାଦକ ବିପ୍ଳବ ମିଶ୍ର ଓ ମୁକ୍ତାଶ୍ରୟ କେନ୍ଦ୍ରର ସଂଯୋଜକ ସରୋଜ ପଟ୍ଟନାୟକଙ୍କ ସହ ଆଲୋଚନା କରିଥିଲେ। ଶିଶୁମାନଙ୍କୁ ଜୀବନକୌଶଳ ତାଲିମ, ଏକକ ଅଭିନୟ, ଯୋଗ, ସୃଜନାତ୍ମକ ଶିକ୍ଷା, ଚିତ୍ରାଙ୍କନ, ଗଳ୍ପ, ପ୍ରଶ୍ନୋତ୍ତର ପ୍ରତିଯୋଗିତା, ନୃତ୍ୟ ଓ ସଙ୍ଗୀତ, ଆତ୍ମରକ୍ଷା ତାଲିମ ଏଂ ମନୋରଞ୍ଜନ କାର୍ଯ୍ୟକ୍ରମ କରାଯାଉଛି ସେନେଇ ଅବଗତ କରାଯାଇଥିଲା। ।
Posted inଆମ ଜିଲା ଖବର, କେନ୍ଦୁଝର View All

ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟ ବନ୍ଦ ଆନ୍ଦୋଳନ
ବଲାଙ୍ଗୀର ଅଫିସ, ୧୭।୬: ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଜିଲା ଓକିଲ ସଂଘ ପକ୍ଷରୁ ସୋମବାରଠାରୁ ୪ ଦିନିଆ ଜିଲାପାଳ କାର୍ଯ୍ୟାଳୟ ବନ୍ଦ...

ଦଳୀୟ ପ୍ରାର୍ଥୀଙ୍କୁ ଅସନ୍ତୁଷ୍ଟ ଅଡୁଆ
କେନ୍ଦ୍ରାପଡ଼ା ଅଫିସ, ୨୫ା୧: ମଙ୍ଗଳବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ ଶେଷ ଦିନ। ତେବେ ଅସନ୍ତୁଷ୍ଟ ପ୍ରାର୍ଥୀଙ୍କ ମଧ୍ୟରୁ କାହାର ଫୋନ ସୁଇଚ ଅଫ ତ ଆଉ...

ନାଲ୍କୋ କ୍ୟାଣ୍ଟିନରେ ସ୍ପେଶାଲ ଲଞ୍ଚ, ଡିନର : ବ୍ୟବସ୍ଥାକୁ ନେସ୍ର ନାପସନ୍ଦ
ବଅଁରପାଳ, ୧୨।୫ (ଡି.ଏନ୍.ଏ.)- ସାମୁଦ୍ରିକ ଝଡ଼ ଫନୀ ରାଜ୍ୟରେ ବଡ଼ ବିପର୍ଯ୍ୟୟ ସୃଷ୍ଟି କରିଛି। ପୁରୀ ସମ୍ପୂର୍ଣ୍ଣ ଛାରଖାର ହୋଇଯାଇଛି। ଖାଦ୍ୟ, ପାନୀୟ ଅଭାବରୁ ସେଠାରେ...

୧୪ରୁ କାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ପହଞ୍ଚତ୍ଲେ ହବିଷିଆଳି
ପୁରୀ ଅଫିସ, ୧୨।୧୦: ଆସନ୍ତା ୧୩ ତାରିଖରେ ଆଶ୍ୱିନ ପୂର୍ଣ୍ଣିମା ବା କୁମାର ପୂର୍ଣ୍ଣିମା। ଏହା ପରଦିନ ଅର୍ଥାତ୍ ୧୪ ତାରିଖରୁ ଆରମ୍ଭ ହେବ ଧର୍ମ...

୧୫ ଜଣଙ୍କୁ କାରଣଦର୍ଶାଅ ନୋଟିସ: ନିର୍ବାଚନ କାର୍ଯ୍ୟରେ ଯୋଗଦେଇନାହାନ୍ତି ସରକାରୀ କର୍ମଚାରୀ
ଛତ୍ରପୁର,୧୭।୨(ଡି.ଏନ.ଏ): ନିର୍ବାଚନ କାର୍ଯ୍ୟ ଏକ ସାମ୍ବିଧାନିକ କାର୍ଯ୍ୟ। ଏହି କାର୍ଯ୍ୟ ସମ୍ପାଦନ ସକାଶେ ନିର୍ଦ୍ଦେଶ ପାଇଥିବା ପ୍ରତ୍ୟେକ ସରକାରୀ କର୍ମଚାରୀ ଏଥିରେ ସହଯୋଗ କରିବା ଆବଶ୍ୟକ।...

ଏସ୍ସିବି ଲାଗି ୧୦ ପରାମର୍ଶଦାତା ନିଯୁକ୍ତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧।୩(ବ୍ୟୁରୋ): କଟକ ଏସ୍ସିବି ମେଡିକାଲକୁ ବିଶ୍ୱସ୍ତରୀୟ ମେଡିକାଲ କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ୧୦ଜଣ ବିଶିଷ୍ଟ ଚିକିତ୍ସାବିତ୍ଙ୍କୁ...

ସ୍ଥିତି ନିୟନ୍ତ୍ରଣ ପାଇଁ ସଜବାଜ
ଅନୁଗୋଳ ଅଫିସ, ୧୨।୪: ଅନୁଗୋଳ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଯେପରି ବୃଦ୍ଧି ପାଇବାରେ ଲାଗିଛି ଆଗାମୀ ଦିନରେ ସ୍ଥିତି ହାତରୁ ଖସିଯାଇପାରେ। ତେଣୁ ଏପରି ସମ୍ଭାବନାକୁ...

ପୈଠ ହୋଇନି ବିଲ୍, ବିଦ୍ୟୁତ୍ କାଟିଲା ବିଭାଗ
ଫୁଲବାଣୀ ଅଫିସ, ୨୪।୧: ବାତ୍ୟା ଜୱାଦ ଓ ପରେ ଅଦିନିଆ ବର୍ଷାରେ ଧାନ ଫସଲ ଉଜୁଡିଗଲା ା ଚାଷୀକୂଳ ହତାଶ ହୋଇ ପରିବା ଚାଷ ଆରମ୍ଭ...