Posted inଫୁରସତ

ଶୀଘ୍ର ତରଳୁଛି ପାଣି ତଳେ ଥିବା ଗ୍ଲାସିୟର

ଗ୍ରୀନ୍‌ଲାଣ୍ଡ,ଆଲାସ୍କା ଓ ଆଣ୍ଟାର୍କଟିକାରେ ଭାସମାନ ବିରାଟକାୟ ଗ୍ଲାସିୟର ଏବେ ଦ୍ରୁ୍ରୁତ ଗତିରେ ତରଳିବାରେ ଲାଗିଛି । ଏହା ଫଳରେ ସମୁଦ୍ର ପତ୍ତନ ବି ବୃଦ୍ଧି ପାଇବ ବୋଲି ର୍ୟୁଟଗର୍ସ ବିଶ୍ୱବିଦ୍ୟାଳୟର ଗବେଷକମାନେ ଆଶଙ୍କା ପ୍ରକଟ କରିଛନ୍ତି । ଏସମ୍ପର୍କିତ ତଥ୍ୟ ସାଇନ୍ସ ଜର୍ନାଲରେ ପ୍ରକାଶ ପାଇଛି। ଗବେଷକମାନେ ପାଣି ଭିତରେ ରହିଥିବା ଗ୍ଲାସିୟରର ଅଂଶକୁ ସୋନାର ଟେକ୍‌ନିକ ମାଧ୍ୟମରେ ସ୍କାନ୍‌ କରିଥିଲେ । ପାଣି ଉପରେ ରାଡାର ଦ୍ୱାରା ଗ୍ଲାସିୟରର ବେଗକୁ ମଧ୍ୟ ମାପ କରିଥିଲେ । ଏହାବାଦ ଟାଇମ୍‌ଲାପ୍ସ ଫଟୋଗ୍ରାଫି ମାଧ୍ୟମରେ ପାଣି ତଳେ ଗ୍ଲାସିୟରରୁ ଖଣ୍ଡ ବିଖଣ୍ଡିତ ହେଉଥିବା ବରଫ ଖଣ୍ଡକୁ ଠାବ କରାଯାଇଥିଲା। ଓ୍ବେଦର ଷ୍ଟେଶନର ତଥ୍ୟକୁ ବି ବିଶ୍ଳେଷଣ କରାଯାଇ ଏହାର ପୃଷ୍ଠଭାଗରେ ଥିବା ବରଫ କେତେ ତରଳୁଛି ତାହାକୁ ୨୦୧୬-୨୦୧୮ ମଧ୍ୟରେ ଅନୁଧ୍ୟାନ କରାଯାଇଥିଲା । ଏହାପରେ ଦେଖାଯାଇଥିଲା ଯେ ପାଣି ତଳେ ଥିବା ବରଫ ପୂର୍ବାପେକ୍ଷା ଶୀଘ୍ର ତରଳୁଛି ଓ କେତେକ କ୍ଷେତ୍ରରେ ଏହା ୧୦୦ ଗୁଣ ଅଧିକ ବେଗରେ ତରଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ

ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍‌ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ…

ବଡ଼ଧରଣର ବ୍ରାଉନ ସୁଗାର ନେଟ୍‌ୱର୍କ ଠାବ: ବେପାରୀଙ୍କ ଟାର୍ଗେଟରେ ଥିଲେ ଛାତ୍ରୀଛାତ୍ର

ରାଉରକେଲା,୨୪।୫(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା ଅନ୍ତର୍ଗତ ପ୍ଲାଣ୍ଟସାଇଟ୍‌ ଥାନା ଅଧୀନ ମୀନାପଡ଼ା ଅଞ୍ଚଳରେ  ଚଢାଉ କରି ଏକ ବଡ଼ଧରଣର ବ୍ରାଉନସୁଗାର ନେଟୱର୍କ ଠାବ କରାଯାଇଛି। ଏହି…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri