ଶୀତଦିନେ ଗୁଡ ଖାଇଲେ ମିଳେ ଏସବୁ ଫାଇଦା

ଶୀତ ଆରମ୍ଭ ହେଲେ ଖାଦ୍ୟରେ ଗୁଡ଼ ସାମିଲ କରିବା ନିହାତି ଆବଶ୍ୟକ। କାରଣ ଏହା ଆମକୁ ଅନେକ ରୋଗଠାରୁ ଦୂରେଇ ରଖିଥାଏ। ସାଧାରଣତଃ ଶୀତ ଦିନ ଆସିବା ମାତ୍ରେ କିଛି ବ୍ୟକ୍ତିଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡି ଯାଏ। ଜ୍ୱର, ଥଣ୍ଡା ଏବଂ କାଶ ଆଦି ଲାଗି ରହେ। ଏଥିରୁ ଉପଶମ ପାଇବା ପାଇଁ ଗୁଡ ବେଶ୍‌ ଉପଯୋଗୀ । ଏଥିରେ ପ୍ରଚୁର ପରିମାଣର ଗ୍ଲୁକୋଜ, ଫ୍ରକ୍ଟୋଜ ଏବଂ କ୍ୟାଲସିୟମ ରହିଛି। ଯାହା ଶରୀରରେ ରକ୍ତ ସଂଚାଳନକୁ ରୋକିବାକୁ ଦିଏ ନାହିଁ ଏବଂ ଏଥିପାଇଁ ଥଣ୍ଡା ମଧ୍ୟ ହୁଏ ନାହିଁ। ଶୀତଦିନେ ଗୁଡ ଖାଇଲେ ଶରୀରରେ ରକ୍ତ ସଂଚାଳନ ଠିକ ଭାବେ ହୋଇଥାଏ ଏବଂ ତ୍ୱଚାରେ ଚମକ ଆସିଥାଏ।
ଶୀତଦିନେ ହାଡ ସମସ୍ୟା ବେଶୀ ଦେଖାଯାଏ। ତେଣୁ ଗୁଡ଼ ସହ ଅଦା ମିଶାଇ ଖାଇଲେ ଏଥିରୁ ଉପଶମ ମିଳିଥାଏ। କାରଣ ଗୁଡ଼ରେ ପ୍ରଚୁର ପରିମାଣର କ୍ୟାଲସିୟମ ସହ ଫସ୍‌ଫରସ ରହିଛି। ଯାହା ହାଡ ପାଇଁ ଲାଭଦାୟକ। ଗୁଡ଼ ସେବନ କଲେ ଏସିଡିଟି, ଗ୍ୟାସ ଅବା ଆମ୍ବିଳ ହାକୁଡିରୁ ମୁକ୍ତି ମିଳେ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତଦିନେ ମଧୁମେହ ରୋଗୀ ପାଇଁ ଏସବୁ ବରଦାନ ସଦୃଶ

ସାରା ବିଶ୍ୱରେ ମଧୁମେହ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ନିୟନ୍ତ୍ରଣ କରିବା ପାଇଁ ରୋଗୀକୁ ଅନେକ କିଛି କରିବାକୁ ପଡ଼ିଥାଏ। କେତେବେଳେ...

ଏମ୍‌. ଆଇ. ହେଲିକପ୍ଟର

ନିକଟରେ ଭାରତର ପୂର୍ବତନ ସେନାଧ୍ୟକ୍ଷ ବିପିନ ରାୱତଙ୍କ ସମେତ ସେନାର କିଛି କର୍ମଚାରୀଙ୍କୁ ନେଇ ଯାଉଥିବା ସେନାର ଏକ ହେଲିକପ୍ଟର ତାମିଲନାଡୁ ନୀଳଗିରିର ଦୁର୍ଗମ ଜଙ୍ଗଲ...

ଗର୍ଭାବସ୍ଥାରେ ମହିଳାମାନେ କେମିତି ଶୋଇବା ଉଚିତ୍‌ ଜାଣନ୍ତୁ

ସାଧାରଣତଃ ଗର୍ଭାବସ୍ଥାରେ ମହିଳାମାନଙ୍କର ବିଶେଷ ଯତ୍ନ ନେବାକୁ ପଡ଼ିଥାଏ। ଗର୍ଭବତୀ ମହିଳା ନିଜକୁ ସାମାନ୍ୟ ଅଣଦେଖା କଲେ ଏହାର କୁପ୍ରଭାବ ଉଭୟ ମାଆ ଓ ଗର୍ଭସ୍ଥ...

ଉପକାରୀ ଆଲୋଭେରା

ଆକର୍ଷଣୀୟ ଚେହେରା ପାଇବାକୁ କାହାର ବା ଇଚ୍ଛା ନୁହେଁ। ସେଥିପାଇଁ କିଏ କେତେ ପ୍ରକାରର ପ୍ରସାଧନ ସାମଗ୍ରୀର ବ୍ୟବହାର କରିଥାନ୍ତି। କିନ୍ତୁ ଜାଣନ୍ତି କି ସାମାନ୍ୟ...

କରୋନା ଛଡ଼ାଉଛି ଆଘ୍ରାଣ କ୍ଷମତା

ପ୍ୟାରିସ,୭ା୭: ମହାମାରୀ କରୋନା ଯୋଗୁ ସାରା ବିଶ୍ୱବାସୀ ଦୁର୍ଦ୍ଦଶାରେ ଜିଉଁଛନ୍ତି। ଅଦ୍ୟାବଧି ୧.୧୬ କୋଟିରୁ ଊର୍ଦ୍ଧ୍ୱ ଲୋକ ସଂକ୍ରମିତ ହୋଇଥିବାବେଳେ ପ୍ରାୟ ୫ ଲକ୍ଷ ୪୦...

ଲିଭର ନଷ୍ଟ ହେଲେ ଜାଣିବେ କେମିତି

ନିଶା ସେବନ ଦ୍ୱାରା ଲିଭର ନଷ୍ଟ ହୋଇଥାଏ ବୋଲି ଅନେକଙ୍କ ଧାରଣା ରହିଛି। ମାତ୍ର ଏହା ସବୁକ୍ଷେତ୍ରରେ ହୋଇ ନ ଥାଏ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ...

କଫି ପିଇଲେ ଦେଖାଦେଇପାରେ ଏହି ସମସ୍ୟା

ଯେଉଁମାନେ ଦୈନନ୍ଦିନ ଦୁଇ କପ୍‌ କଫି ପିଅନ୍ତି, ସେମାନଙ୍କଠାରେ ଭବିଷ୍ୟତରେ ନିଦ୍ରାହୀନତା ସମସ୍ୟା ଦେଖାଦେଇପାରେ ବୋଲି ଏକ ଗବେଷଣାରୁ ଜଣାପଡ଼ିଛି। ଗବେଷଣା ଅନୁସାରେ, କଫି ପିଇବା...

ଭାକ୍ସିନ୍‌ ନେଲେ ବି ମାସ୍କ୍‌ ପିନ୍ଧିବା-ସାମାଜିକ ଦୂରତା ଜରୁରୀ…

ଓ୍ବାଶିଂଟନ,୭।୬: ପୃଥିବୀରେ କରୋନା ମହାମାରୀ ତାଣ୍ଡବ ରଚିଛି। ଏପରିସ୍ଥଳେ ଆମେରିକାର ନର୍ଥ କାରୋଲିନା ବିଶ୍ୱବିଦ୍ୟାଳୟର ଗବେଷକ ଭାକ୍ସିନ୍‌ ନେବା ପରେ କରୋନା ସଂକ୍ରମଣର ଆଶଙ୍କା ଦୂର...

Advertisement
Archives

Model This Week