ଶୀତଦିନେ ପାଦ ଓ ଆଙ୍ଗୁଳି ପୋଡ଼ାଜଳାରୁ ଦୂରେଇ ରହିବା ପାଇଁ କରନ୍ତୁ ଏପରି …

ନୂଆଦିଲ୍ଲୀ: ଶୀତଦିନେ ପରିବେଶ ଶୁଷ୍କ ଏବଂ ଥଣ୍ଡା ରହିଥାଏ। ଫଳରେ ଶରୀରର ନିମ୍ନ ଅଂଶରେ ରକ୍ତ ସଞ୍ଚାଳନ କମ ହୋଇଥାଏ। ତେଣୁ କେତେକଙ୍କଠାରେ ପାଦ ଓ ଆଙ୍ଗୁଳି ପୋଡ଼ାଜଳା ଦେଖାଦେଇଥାଏ। ଏଥିରୁ ଦୂରେଇ ରହିବା ପାଇଁ କିଛି ଘରୋଇ ଉପାୟ ଅବଲମ୍ବନ କଲେ ସୁଫଳ ମିଳିଥାଏ ବୋଲି ଚିକିତ୍ସା ବିଜ୍ଞାନୀ ପରାମର୍ଶ ଦେଇଥାନ୍ତି। ପାଦ ଏବଂ ଆଙ୍ଗୁଳିରେ ଆଳୁ ରସ ଲଗାଇଲେ ପୋଡ଼ାଜଳା ଦୂର ହୋଇଥାଏ। ସେହିପରି ଲେମ୍ବୁ ରସ ଲଗାଇଲେ ମଧ୍ୟ ସୁଫଳ ମିଳିଥାଏ। ରାତିରେ ଶୋଇବା ପୂର୍ବରୁ ଏପରି କଲେ ଏହାର ସକାରାତ୍ମକ ପ୍ରଭାବ ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଅଧିକ ପେନ୍‌କିଲର କିଡ୍‌ନୀ ପାଇଁ ବିପଦ

ଆଜିକାଲି ଘରେ ଘରେ ଲୋକେ ବିଭିନ୍ନ ପ୍ରକାର ରୋଗରେ ପୀଡ଼ିତ ଥିବା ଦେଖିବାକୁ ମିଳୁଛି। ସେମାନଙ୍କ ମଧ୍ୟରେ କିଡ୍‌ନୀ ରୋଗୀ ବି ଅଧିକ। ତେବେ କିଡ୍‌ନୀ...

ସୁଗାର ଫ୍ରି ମିଠା ଖାଇବା ଉଚିତ ନୁହେଁ: ଡା. ଅଭୟ କୁମାର ସାହୁ

ଆଜିକାଲି ଆମ ଜୀବନଶୈଳୀ ଏପରି ହୋଇଯାଇଛି ଯେ ଆମେ ବିଭିନ୍ନ ରୋଗରେ ପୀଡ଼ିତ ହେଉଛନ୍ତି। ଆଉ କିଛି ରୋଗ ଅଛି, ଯାହା ଅନେକଙ୍କ କ୍ଷେତ୍ରରେ ଦେଖାଯାଏ।...

ଶ୍ମଶାନ ସମାନ ହୋଇଥାଏ ଏହି ଘର…

ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଅନେକ କିଛି ବର୍ଣ୍ଣନା କରିଛନ୍ତି। ଏହା ଜୀବନର ପ୍ରତ୍ୟେକ ସମସ୍ୟାର ସମାଧାନ କରିଥାଏ। ଯାହାକୁ ଆପଣାଇ ଜଣେ ଖୁସିରେ ଜୀବନ ଅତିବାହିତ...

ଏହି ମାସରେ ଜନ୍ମିତ ବ୍ୟକ୍ତି ହୋଇଥାନ୍ତି ଭାଗ୍ୟଶାଳୀ

ଜଣେ ବ୍ୟକ୍ତିର ସ୍ବଭାବ ତା’ର ନାମ ଏବଂ ଜନ୍ମ ବେଳାରୁ ଜଣାପଡ଼ିଥାଏ। ତେବେ ନଭେମ୍ବର ମାସରେ ଜନ୍ମ ହୋଇଥିବା ଲୋକମାନେ ସବୁଠାରୁ ଅଧିକ ଭାଗ୍ୟଶାଳୀ ହୋଇଥାନ୍ତି।...

ମେଦବହୁଳତାରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଅଧାଗ୍ଲାସେ…

ଥଣ୍ଡା କ୍ଷୀର ପିଇଲେ ଅନେକ ସୁଫଳ ମିଳିଥାଏ। ଏହା ଦ୍ୱାରା ଗ୍ୟାସ୍‌ଟ୍ରିକ୍‌ ସମସ୍ୟା ଦୂର ହୁଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ଅଛି। ମେଦବହୁଳ ରୋଗୀଙ୍କ ପାଇଁ...

ହେପାଟାଇଟିସ୍‌ ‘ସି’ର ଇତିବୃତ୍ତ

କିଏ ପାଇଛନ୍ତି : ୨୦୨୦ ମସିହାର ଶରୀର ବିଜ୍ଞାନ, ଭେଷଜ ବିଜ୍ଞାନ କିମ୍ବା ଚିକିତ୍ସା ବିଜ୍ଞାନ ନୋବେଲ ପୁରସ୍କାର ପାଇବାର ଗୌରବ ଅର୍ଜନ କରିଛନ୍ତି ତିନି...

ଆପଣଙ୍କ ସ୍ବାମୀ ରାଗି କି…

ବୈବାହିକ ଜୀବନରେ ସାମାନ୍ୟ କଥାକୁ ନେଇ ସୃଷ୍ଟି ହେଉଥିବା ମନୋମାଳିନ୍ୟ ଏକ ସାଧାରଣ କଥା। ତେବେ ଏହି କାରଣ ନେଇ ଯଦି ସ୍ବାମୀ ରାଗିଯାଆନ୍ତି ଆଉ...

ଦିନସାରା ଫ୍ରେଶ୍‌ ଲାଗିବା ପାଇଁ କରନ୍ତୁ ଏପରି…

ଗାଧୋଇବା ପରେ ପୁରା ଦିନ ଫ୍ରେଶ୍‌ ଲାଗେ ବୋଲି ଅଧିକାଂଶ ଲୋକଙ୍କର ରହିଛି ବିଶ୍ୱାସ। ତେବେ କିଛି ଲୋକ ଗାଧୋଇବା ପରେ ମଧ୍ୟ ଫ୍ରେଶ୍‌ ଅନୁଭବ...

Advertisement
Archives

Model This Week