ଶୀତଦିନେ ପାଦ ଫାଟୁଥିଲେ କରିବେ କ’ଣ…

ଶୀତଦିନେ କେତେକଙ୍କର ପାଦ ଫାଟିଥାଏ। ପରିବେଶ ଶୁଷ୍କ ହେବାରୁ ଏହାର ପ୍ରଭାବ ଶରୀର ଉପରେ ପଡ଼ି ଏପରି ହୋଇଥାଏ। ପାଚନ କ୍ରିୟାରେ ଅନିୟମିତତା ଏହାର ମୁଖ୍ୟ କାରଣ। ସବୁଜ ପନିପରିବା, ଶାଗ, କମଳା, ଅମୃତଭଣ୍ଡା, ଟମାଟୋ, କଦଳୀ ଆଦି ଖାଇଲେ ପାଚନ କ୍ରିୟା ସ୍ବାଭାବିକ ହେବା ସହିତ ପାଦ ଫାଟି ନ ଥାଏ ବୋଲି ଚିକିତ୍ସକ ପରାମର୍ଶ ଦେଇଥାନ୍ତି। ଏଥିରୁ ମୁକ୍ତି ଲାଗି ଖାଦ୍ୟରେ ଅଧିକ ଭିଟାମିନ୍‌ ସି’ଯୁକ୍ତ ଖାଦ୍ୟ ସାମିଲ କଲେ ସୁଫଳ ମିଳିଥାଏ । ତେବେ ସକାଳୁ ଖାଲିପାଦରେ ଘାସରେ ଚାଲିଲେ ଏହି ସମସ୍ୟା ଦୂର ହୋଇଥାଏ । ସେହିପରି ସୋରିଷ ତେଲ ଲଗାଇଲେ ମଧ୍ୟ ପାଦଫଟାରୁ ମୁକ୍ତି ମିଳେ । ସେହିପରି ଗ୍ଲିସେରିନ୍‌ ଏବଂ ଲିଷ୍ଟ୍ରେରିନ୍‌ ପାଦରେ ମାଲିସ କଲେ ସୁଫଳ ମିଳିଥାଏ। ଏହା ସହିତ ପେସ୍ତାବାଦାମ ତେଲ, ମହୁ, ନଡ଼ିଆ ତେଲ ପାଦରେ ଲଗାଇଲେ ପାଦ ଫାଟି ନ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସଂକ୍ରମଣ ମାତ୍ରା କମାଏ ଭିଟାମିନ୍‌ ଡି

ହାଇଦ୍ରାବାଦ, ୨ା୬: ଶରୀରରେ ଯଥେଷ୍ଟ ମାତ୍ରାରେ ଭିଟାମିନ୍‌ ଡି କରୋନା ସଂକ୍ରମଣ ହ୍ରାସ କରିବାରେ ପ୍ରମୁଖ ଭୂମିକା ନେଇଥାଏ। ଏ ସଂକ୍ରାନ୍ତରେ ହାଇଦ୍ରାବାଦସ୍ଥିତ ନିଜାମ୍‌ ଇନ୍‌ଷ୍ଟିଚ୍ୟୁଟ୍‌...

ରସାବଳି

ଆବଶ୍ୟକ ସାମଗ୍ରୀ- ଏକ କପ୍‌ ପନିର, ଚିନି ପାଉଡର- ୧ କପ୍‌, ସୁଜି- ୨ ଚାମଚ, ବେକିଂ ସୋଡା- ଅଳ୍ପ ପରିମାଣରେ, ଅଳେଇଚ ପାଉଡର- ୧...

ଆପଣଙ୍କର ଏହି ୬ ଅଭ୍ୟାସ ଅଛି କି? ହୋଇଯିବେ ଦରିଦ୍ର; ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ

ମନୁଷ୍ୟ ନିଜ ଜୀବନରେ ସୁଖରେ ଜୀବନଯାପନ କରିବା ପାଇଁ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତଶାସ୍ତ୍ରରେ ଅନେକ ପ୍ରକାରର ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଏହା ବ୍ୟକ୍ତିଙ୍କୁ...

ହାଣ୍ଡି ପନିର

ଆବଶ୍ୟକ ସାମଗ୍ରୀ: ପନିର (୨୦୦ଗ୍ରାମ୍‌), ଅଳ୍ପ ପରିମାଣର ଅଦା(ଘସା ହୋଇଥିବା), ହଳଦୀଗୁଣ୍ଡ (ଅଧା ଚାମଚ), ଗରମ ମସଲା (ଅଧା ଚାମଚ), ଟମାଟୋ (ଗୋଟିଏ), ଗୋଲମରିଚ ଗୁଣ୍ଡ...

ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧିକାରୀ ଖାଦ୍ୟ

‘ରୋଗ ପ୍ରତିରୋଧ ସାମର୍ଥ୍ୟ ପ୍ରକୃତିଦତ୍ତ। ଏହାର ଦାୟିତ୍ୱ ନେବା ପାଇଁ ପ୍ରକୃତି ଶରୀରରେ ଖଞ୍ଜିଛି ରୋଗ ପ୍ରତିରୋଧ ତନ୍ତ୍ର ବା ଇମ୍ୟୁନ ସିଷ୍ଟମ। ଏହି ଶରୀର...

ପ୍ରାକୃତିକ ଉପାୟରେ କେଶ କଳା କରିବାକୁ ଚାହୁଁଥିଲେ

କେଶ ଧଳା ହେବା ଏକ ସାଧାରଣ ସମସ୍ୟାରେ ପରିଣତ ହେଲାଣି। ବର୍ତ୍ତମାନ ଏହି ସମସ୍ୟା ବୟସ୍କଙ୍କଠାରୁ ଆରମ୍ଭ କରି ଛୋଟ ପିଲାଙ୍କଠାରେ ମଧ୍ୟ ଦେଖାଯାଉଛି। ତେବେ...

କେତେବେଳେ ଖାଇବେ ନାହିଁ ଫଳ

ଋତୁ ଅନୁଯାୟୀ ଫଳ ଖାଇବା ସ୍ବାସ୍ଥ୍ୟ ପକ୍ଷେ ଭଲ ବୋଲି ଡାକ୍ତରମାନେ କହିଥାଆନ୍ତି। ଏମିତିକି ସକାଳୁ ଫଳ ଖାଇଲେ ଶରୀର ସୁସ୍ଥ ରହିଥାଏ ବୋଲି କୁହାଯାଏ।...

ଏହିସବୁ ଖାଦ୍ୟ ଖାଇବା ପରେ କ୍ଷୀର ପିଇବା ଅନୁଚିତ

ପ୍ରତିଦିନ କ୍ଷୀର ପିଇବା ଶରୀର ପାଇଁ ଖୁବ୍‌ ଲାଭଦାୟକ। ଏହା ଶରୀରକୁ ଶକ୍ତି ଯୋଗାଇବା ସହିତ ଅନେକ ରୋଗ ସହ ଲଢ଼ିଥାଏ। ମାତ୍ର ଏପରି କିଛି...

Advertisement


Archives

Model This Week