ଶୀତଦିନେ ବଢ଼ିଯାଏ ଶରୀର ଓଜନ…

ସାଧାରଣତଃ କେତେକଙ୍କର ଶରୀର ଓଜନ ବଢ଼ିଯାଇଥାଏ। ଏହାକୁ ଦୃଷ୍ଟିରେ ରଖି ବହୁ ଲୋକ ଶୀତଦିନେ କମ୍‌ ଖାଇବା ସହିତ ବିଭିନ୍ନ ପ୍ରକାର ବ୍ୟାୟାମ କରିଥାନ୍ତି। ତେବେ ବି ସେମାନଙ୍କର ଶରୀର ଓଜନ ବଢ଼ିଥାଏ। କିନ୍ତୁ ଏଥିପାଇଁ ବ୍ୟସ୍ତ ହେବାର ଆବଶ୍ୟକତା ନାହିଁ। ଥଣ୍ଡାଯୋଗୁ ଶରୀରର ମେଟାବୋଲିଜିମ୍‌ ପ୍ରକ୍ରିୟା କମ୍‌ ହେବାରୁ ଗ୍ରହଣ କରାଯାଉଥିବା ଖାଦ୍ୟ ପଦାର୍ଥ ହଜମ ହେବା ଲାଗି ଅନ୍ୟ ଦିନ ତୁଳନାରେ ଶୀତଦିନେ ଅଧିକ ସମୟ ନେଇଥାଏ। ତେଣୁ ଶରୀରର ଓଜନ ବଢ଼ିଯାଇଥାଏ। ଏହା ସହିତ ଥଣ୍ଡାରୁ ରକ୍ଷା ପାଇବା ପାଇଁ ଲୋକେ ଚା, କଫି ଆଦି ପିଇଥାନ୍ତି। ଏହା ଯୋଗୁ ମଧ୍ୟ ଶରୀର ଓଜନରେ ବୃଦ୍ଧି ଘଟିଥାଏ। ଥଣ୍ଡାରେ ଛଣାଛଣି ଖାଇବା ପ୍ରତି ବହୁ ଲୋକଙ୍କର ଆଗ୍ରହ ରହିଥାଏ। ଏସବୁ ଖାଦ୍ୟପଦାର୍ଥ ଶରୀରର ଓଜନ ବଢ଼ାଇ ଦେଇଥାଏ। ତେଣୁ କେତେକ ସତର୍କତା ଅବଲମ୍ବନ କଲେ ଏଭଳି ସମସ୍ୟା ସହଜରେ ଦୂର ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ନିମନ୍ତ୍ରଣ କାର୍ଡ ଛାପୁଥିବା ବ୍ୟକ୍ତିଙ୍କୁ ଦେବାକୁ ପଡ଼ିବ କନ୍ୟା-ବରଙ୍କ ବୟସ ପ୍ରମାଣ !

ରାଞ୍ଚି,୨୫।୨: ଝାଡ଼ଖଣ୍ଡର କେତେକ ଅଞ୍ଚଳରେ ବାଲ୍ୟ ବିବାହ ଘଟଣା ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ଚାଇଲ୍ଡ ଲାଇନ୍‌ ପକ୍ଷରୁ ଏଭଳି ବିବାହ ରୋକିବା ଲାଗି...

ସୁର୍ଜେଓ୍ବାଲା-ଶ୍ରୀନିବାସ ଅଟକ…

ନୂଆଦିଲ୍ଲୀ,୨୬।୭: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ସୋମବାର ପୂର୍ବାହ୍ନରେ ଟ୍ରାକ୍ଟର ଚଳାଇ ମୌସୁମୀ ଅଧିବେଶନରେ ଯୋଗଦେବା ଲାଗି...

କରୋନା ପାଇଁ ବଢୁଛି ଟ୍ରେନ ଯାତ୍ରା ଭଡ଼ା

ନୂଆଦିଲ୍ଲୀ,୨୬।୨: ଭାରତୀୟ ରେଳ ବିଭାଗ ପକ୍ଷରୁ ରେଳ ଭଡ଼ା ବୃଦ୍ଧି କରାଯାଇଛି। ଲୋକାଲ ପାସେଞ୍ଜର ଟ୍ରେନରେ ୩୦ରୁ ୪୦ କି.ମି ଯାତ୍ରା କରୁଥିବା ଯାତ୍ରୀଙ୍କ ଭଡ଼ା...

ନଡ୍ଡା ହେଲେ ଭାଜପା ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୦।୧: କେନ୍ଦ୍ରର ଶାସନ ଗାଦିରେ ବସିଥିବା ଭାରତୀୟ ଜନତା ପାର୍ଟି(ଭାଜପା)କୁ ଦୀର୍ଘ ୬ ବର୍ଷ ପରେ ଏବେ ମିଳିଛି ନୂଆ ଅଧ୍ୟକ୍ଷ। ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ...

ଶିଶୁ ମଡ଼କ: ତେଜିଲା ରାଜନୀତି

ଜୟପୁର/ନୂଆଦିଲ୍ଲୀ,୩ା୧:ରାଜସ୍ଥାନର କୋଟା ହସ୍ପିଟାଲରେ ଶିଶୁ ମଡ଼କକୁ ନେଇ ରାଜନୀତି ତେଜିବାରେ ଲାଗିଛି। ଏହି ପ୍ରସଙ୍ଗରେ ରାଜ୍ୟରେ କ୍ଷମତାସୀନ ଗେହଲଟ ସରକାରଙ୍କୁ ଭାଜପା ଏବଂ ବିଏସ୍‌ପି ଟାର୍ଗେଟ...

ଆୟୁର୍ବେଦିକ୍‌ ଡାକ୍ତର ବି କରିପାରିବେ ଅପରେଶନ୍‌: କେନ୍ଦ୍ର ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୨।୧୧: ଏବେ ଆୟୁର୍ବେଦିକ୍‌ ଡାକ୍ତରମାନେ ମଧ୍ୟ ସାଧାରଣ ଅପରେଶନ୍‌ କରିପାରିବେ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସବୁଜ ସଙ୍କେତ ଦିଆଯାଇଛି। ଆୟୁର୍ବେଦିକ୍‌ ଡାକ୍ତରମାନେ ସାଧାରଣ ଅପରେଶନ୍‌...

ହିନ୍ଦୁ ମୁସଲମାନ ମିଳିମିଶି ନିର୍ମାଣ କରନ୍ତୁ ମନ୍ଦିର-ମସଜିଦ

ନୂଆଦିଲ୍ଲୀ,୧୦।୧୧: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ରଞ୍ଜନ ଗୋଗୋଇଙ୍କ ନେତୃତ୍ୱରେ ୫ ଜଣିଆ ଖଣ୍ଡପୀଠ ଅଯୋଧ୍ୟା ଜମି ବିବାଦକୁ ନେଇ ଯେଉଁ ଐତିହାସିକ ରାୟ ଦେଇଛନ୍ତି ତାହା...

ହିମାଚଳ ପ୍ରଦେଶରେ ଭୂକମ୍ପ ଝଟ୍‌କା

ଶିମଲା,୨୯।୧୦: ହିମାଚଳ ପ୍ରଦେଶ ଚମ୍ବାରେ ମଙ୍ଗଳବାର ସକାଳେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୩.୪ ରହିଛି। ଏଥିରେ କେହି ମୃତାହତ...

Advertisement
Archives

Model This Week