ଶୀତଦିନେ ୫ ମିନିଟ୍‌ କରନ୍ତୁ ଏହି ମୁଦ୍ରା…

ନୂଆଦିଲ୍ଲୀ: ଶୀତଦିନେ ସକାଳେ ଅଭ୍ୟାସ କରି ୫ ମିନିଟ୍‌ ସୂର୍ଯ୍ୟମୁଦ୍ରା କଲେ ଶରୀର ଉପରେ ବହୁ ସକାରାତ୍ମକ ପ୍ରଭାବ ପଡ଼ିଥାଏ। ମନୁଷ୍ୟ ଶରୀର ପୃଥିବୀ, ଜଳ, ବାୟୁ, ଅଗ୍ନି ଏବଂ ଆକାଶ ଆଦି ପାଞ୍ଚ ତତ୍ତ୍ୱରେ ସୃଷ୍ଟି ହୋଇଛି ବୋଲି ପୁରାଣରେ ଉଲ୍ଲେଖ ରହିଛି। ଶରୀରରେ ଏସବୁ ତତ୍ତ୍ୱର ସନ୍ତୁଳନ ବିଗିଡ଼ି ଗଲେ ନାନା ପ୍ରକାର ସମସ୍ୟା ଦେଖାଦେଇଥାଏ। ତେବେ ସୂର୍ଯ୍ୟମୁଦ୍ରା ଦ୍ୱାରା ଶରୀରରେ ଅଗ୍ନି ତତ୍ତ୍ୱର ପରିମାଣ ବୃଦ୍ଧି ପାଇଥାଏ। ଫଳରେ ଶରୀର ସତେଜ ରହିବା ସହିତ ଆଭ୍ୟନ୍ତରୀଣ ଶକ୍ତି ବୃଦ୍ଧି ପାଇଥାଏ। ତେଣୁ ଶୀତଦିନେ ନିୟମିତ ଏହି ମୁଦ୍ରା କଲେ ଥଣ୍ଡା ସମସ୍ୟା ଦୂର ହେବା ସହିତ ମେଟାବୋଲିଜିମ୍‌ ପ୍ରକ୍ରିୟା ସ୍ବାଭାବିକ ହୋଇଥାଏ। ଏହି ମୁଦ୍ରା କରିବା ଦ୍ୱାରା ଶରୀରର ଉଷ୍ଣତା ବଢ଼ିଥାଏ ତେଣୁ ଏପରି କରିବା ପୂର୍ବରୁ ଗ୍ଲାସେ ଥଣ୍ଡା ପାଣି ପିଇଲେ ଭଲ ବୋଲି ଯୋଗଗୁରୁମାନେ ପରାମର୍ଶ ଦେଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗ ଅନୁଯାୟୀ ଫଳ

ପୂର୍ବ, ପଶ୍ଚିମ, ଉତ୍ତର, ଦକ୍ଷିଣ ଏହିପରି ଚାରି ଦିଗ ରହିଛି। ଆଉ ପ୍ରତି ଦିଗର କିଛି ନା କିଛି ପ୍ରଭାବ ଆମ ଜୀବନଶୈଳୀ ଓ ଘର...

ଅଷ୍ଟ୍ରେଲିଆରେ ମନୁଷ୍ୟଙ୍କ ଉପରେ କରୋନା ପ୍ରତିଷେଧକ ଟୀକାର ପରୀକ୍ଷା ଆରମ୍ଭ କରିବ ଆମେରିକା

କାନବେରା,୨୬।୫: କରୋନା ସଂକ୍ରମଣ ନେଇ ପୃଥିବୀରେ ଅଚଳାବସ୍ଥା ଜାରି ରହିଛି। ଏପରିସ୍ଥଳେ ପ୍ରତିଷେଧକ ଟୀକା ପ୍ରସ୍ତୁତି ପାଇଁ ବିଭିନ୍ନ ଦେଶରେ ଉଦ୍ୟମ ଅବ୍ୟାହତ ରହିଛି। ଆମେରିକାର...

ପ୍ରୋଷ୍ଟେଟ୍‌ ସମସ୍ୟାରେ ପୀଡ଼ିତ ୬୫% ପୁରୁଷ: ଲୁଚାଇଲେ ହୋଇପାରେ ଘାତକ

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ଭାରତୀୟଙ୍କ ମଧ୍ୟରେ ବୃଦ୍ଧିପାଉଛି ବିନାଇନ୍‌ ପ୍ରୋଷ୍ଟାଟିକ୍‌ ହାଇପର୍‌ପ୍ଲାସିଆ(ବିପିଏଚ୍‌) ଜନିତ ସମସ୍ୟା। ମୂତ୍ରାଶୟର ବାହ୍ୟପଥରେ ବାଧା ସୃଷ୍ଟି କରୁଥିବା ବିପିଏଚ୍‌ ପ୍ରୋଷ୍ଟେଟ୍‌ ଏକ ବୟସ ସମ୍ବନ୍ଧିତ...

ଭୁଲରେ ବି ବର୍ଷାଦିନେ ଖାଆନ୍ତୁନି ବାଇଗଣ

ବର୍ଷାଦିନେ ଖାଦ୍ୟପେୟ ଉପରେ ଅଧିକ ଗୁରୁତ୍ୱ ଦେବାକୁ ଡାକ୍ତରମାନେ ପରାମର୍ଶ ଦେଇଥାନ୍ତି। କାରଣ ଏହି ଦିନଗୁଡିକରେ ସବୁଠାରୁ ଅଧିକ ସ୍ବାସ୍ଥ୍ୟ ସମସ୍ୟା ଉପୁଜିବାର ଆଶଙ୍କା ରହିଥାଏ।...

କିଡ୍‌ନୀ ସମସ୍ୟା ଦୂର କରେ ଏହି ଚା’…

ପ୍ରତିଦିନ ସକାଳେ ହର୍ବାଲ ଟି, ପିଇଲେ ଅନେକ ଉପକାର ମିଳେ। ହର୍ବାଲ ଟି’ ମଧୁମେହ ତଥା କିଡ୍‌ନୀ ସମସ୍ୟା ଦୂର କରେ। ଏହା ସହିତ ମେଦବହୁଳତାରେ...

କରୋନା ସଂକ୍ରମିତଙ୍କ ଗୁରୁତର ଅବସ୍ଥା ସମ୍ପର୍କରେ ପୂର୍ବରୁ ସୂଚିତ କରିବ ବାୟୋମାର୍କର

ଓ୍ବାଶିଂଟନ,୨୮।୪: କରୋନା ସଂକ୍ରମିତଙ୍କ ଅବସ୍ଥା ଗୁରୁତର ହେବ କି ନାହିଁ ସେନେଇ ପୂର୍ବରୁ ଜଣାପଡ଼ିବ। ଏନେଇ ଇଣ୍ଟରନ୍ୟାଶନାଲ ଇମ୍ୟୁନୋ ଫାର୍ମାକୋଲୋଜି ପତ୍ରିକାରେ ଏକ ରିପୋର୍ଟ ପ୍ରକାଶ...

ଟ୍ରେଣ୍ଡି ଛତା

ବର୍ଷା ହେଉ କି ଖରା, ଛତାର ଚାହିଦା ସବୁବେଳେ ରହିଛି। ତେଣୁ ଲୋକଙ୍କ ଆବଶ୍ୟକତାକୁ ଅନୁଭବ କରି ଦିନକୁ ଦିନ ମାର୍କେଟ୍‌କୁ ନୂଆ ନୂଆ ଡିଜାଇନ୍‌ର...

କିଡ୍‌ନୀ ସମସ୍ୟା

କିଡ୍‌ନୀ ସମସ୍ୟାର କାରଣ ସମ୍ପର୍କରେ ଆମେ ଅବଗତ ହେବା ନିହାତି ଜରୁରୀ। କାରଣ ବେଳେବେଳେ କେତେଜଣ ଏହାର ଲକ୍ଷଣ ବିଷୟରେ ଅବଗତ ନ ଥାନ୍ତି। ଯେତେବେଳେ...

Advertisement
Archives

Model This Week