Posted inଜାତୀୟ

ଶୀଲା ମୋ ବଡ ଭଉଣୀ ପରି ଥିଲେ: ସୋନିଆ

ନୂଆଦିଲ୍ଲୀ, ୨୧।୭: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଶୀଲା ଦୀକ୍ଷିତଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଏହାପୂର୍ବରୁ ବହୁ ମାନ୍ୟଗଣ୍ୟ ବ୍ୟକ୍ତି କଂଗ୍ରେସ ମୁଖ୍ୟାଳୟରେ ପହଞ୍ଚି ତାଙ୍କ ପାର୍ଥିବ ଶରୀର ଶେଷଦର୍ଶନ କରିଥିଲେ। ଏହି ଅବସରରେ ୟୁପିଏ ସଭାପତି ସୋନିଆ ଗାନ୍ଧୀ ଏବଂ ପ୍ରିୟଙ୍କା ଭଦ୍ର ପହଞ୍ଚି ତାଙ୍କୁ ଅନ୍ତିମ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଶୀଲା ଦୀକ୍ଷିତ୍‌ କେବଳ କଂଗ୍ରେସ ନେତ୍ରୀ ନ ଥିଲେ ସେ ମୋ ବଡ ଭଉଣୀ ପରି ଥିଲେ ବୋଲି କହିଛନ୍ତି ସୋନିଆ। ରାଜନୀତିଠାରୁ ଆମ ସମ୍ପର୍କ ଊର୍ଦ୍ଧ୍ୱରେ ଥିଲା। ତାଙ୍କ ପରଲୋକ କଂଗ୍ରେସ ପାଇଁ ଶକ୍ତ ଧକ୍କା ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ରାଜୀବ ଗାନ୍ଧୀ ପ୍ରଧାନମନ୍ତ୍ରୀ ଥିବା ସମୟରେ ଶୀଲା କ୍ୟାବିନେଟ୍‌ ମନ୍ତ୍ରୀ ଭାବେ କାର୍ଯ୍ୟ ତୁଲାଇଥିଲେ। ପରେ ତାଙ୍କୁ ଦ୍ୱିଲ୍ଲୀ କଂଗ୍ରେସ ଦାୟିତ୍ୱ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆକାଶରୁ ଖସିଲା ୧୩ କିଗ୍ରା ଓଜନର ରହସ୍ୟମୟ ପଥର

ପାଟନା,୨୪।୭: ବିହାର ମଧୁବାନି ଅଞ୍ଚଳରେ ଆକାଶରୁ ୧୩ କିଗ୍ରା ଓଜନର ଏକ ରହସ୍ୟମୟ ପଥର ଖସିଛି। ଏନେଇ ଜିଲାପାଳ ଶିର୍‌ସତ୍‌ କପିଲ୍‌ ଅଶୋକ ବୁଧବାର ସୂଚନା...

୨୨ ଗ୍ରାମ ନ୍ୟାୟାଳୟ ପାଇଁ ଜାରି ହୋଇଛି ବିଜ୍ଞପ୍ତି

ନୂଆଦିଲ୍ଲୀ,୧୪।୨: ଓଡ଼ିଶା ସରକାର ୨୨ଟି ଗ୍ରାମ ନ୍ୟାୟାଳୟ (ଭିଲେଜ୍‌ କୋର୍ଟ) ପ୍ରତିଷ୍ଠା ପାଇଁ ବିଜ୍ଞପ୍ତି ଜାରି କରିଛନ୍ତି। ସୁପ୍ରିମକୋର୍ଟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଦାଖଲ ହୋଇଥିବା...

ଦିଲ୍ଲୀରେ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୫।୧୨: ଦିଲ୍ଲୀରେ ପ୍ରଥମ ଓମିକ୍ରନ୍‌ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେ ତାଞ୍ଜାନିଆରୁ ଫେରିଥିବା କୁହାଯାଉଛି। ଏନେଇ ଦିଲ୍ଲୀ ପ୍ରଶାସନ ପକ୍ଷରୁ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ...

ରାଜ୍ୟ ସଭାର ୧୬ ଆସନ ପାଇଁ ଆଜି ଭୋଟ ଗ୍ରହଣ

ନୂଆଦିଲ୍ଲୀ,୧୦ ।୬: କିଣା ବିକା ବା ଘୋଡା ବେପାର ଭଳି ଅଭିଯୋଗ ମଧ୍ୟରେ ଶୁକ୍ରବାର ୧୬ ରାଜ୍ୟ ସଭା ଆସନ ପାଇଁ ହେବାକୁ ଯାଉଛି ନିର୍ବାଚନ...

ଶାହାଙ୍କ ଜନ୍ମଦିନରେ ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ନେତାଙ୍କ ଅଭିନନ୍ଦନ…

ନୂଆଦିଲ୍ଲୀ,୨୨।୧୦ : କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶନିବାର ତାଙ୍କର ୫୮ ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୨୨ ଅକ୍ଟୋବର ୧୯୬୪ରେ ଜନ୍ମଗ୍ରହଣ କରିଥିଲେ।...

ଏଏନ୍‌-୩୨ବିମାନ ଦୁର୍ଘଟଣା: ଏବେବି ଫସି ରହିଛନ୍ତି ଉଦ୍ଧାରକାରୀ ଦଳ

ନୂଆଦିଲ୍ଲୀ,୨୯।୬: ଭାରତୀୟ ବାୟୁସେନାର ଏଏନ୍‌-୩୨ ବିମାନ ଦୁର୍ଘଟଣା ହେବା ପରେ ଏଥିରେ ଥିବା ୧୩ ଜଣ ସଦସ୍ୟଙ୍କର ମୃତ୍ୟୁ ହୋଇଥିଲା। ୯ ଦିନ ପରେ ଦୁର୍ଘଟଣାଗ୍ରସ୍ତ...

ଭାରତ ଯୋଡ଼ ଯାତ୍ରାରେ ସୋନିଆ ସାମିଲ…

ବେଙ୍ଗାଲୁରୁ,୬।୧୦ : ଦୁଇ ଦିନିଆ ବିରତି ପରେ ଗୁରୁବାର କର୍ନାଟକର ମାଣ୍ଡ୍ୟା ଜିଲାରେ ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସର ଭାରତ ଯୋଡ ଯାତ୍ରା ପୁଣି ଆରମ୍ଭ...

୪ ରାଜ୍ୟରେ କରୋନା ଟିକାଦାନ ଅଭ୍ୟାସ ପ୍ରକିୟା

ନୂଆଦିଲ୍ଲୀ,୨୮।୧୨: ଦେଶରେ ସାର୍ବଜନୀକ ଭାବେ କରୋନା ଟିକା ଦେବା ଲାଗି ଭାରତ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏହି ମର୍ମରେ ସୋମବାର ପଞ୍ଜାବ, ଆନ୍ଧ୍ରପ୍ରଦେଶ, ଆସାମ...

Advertisement
Archives

Model This Week