ଶୁଆକାଠି ଖଣି ଅଞ୍ଚଳରେ ଚଢ଼ାଉ: ମଦ କାରବାରରେ ସମ୍ପୃକ୍ତ ୪ ଗିରଫ

କେନ୍ଦୁଝର, ୨।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ପୋଲିସ ଗୁରୁବାର ଶୁଆକାଠି ଖଣି ଅଞ୍ଚଳରେ ଚଢ଼ାଉକରି ବହୁ ମଦ ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ୪ ଜଣଙ୍କୁ ପୋଲିସ ଗିରଫକରି ଶୁକ୍ରବାର କୋର୍ଟଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ ଶୁଆକାଠି ଗ୍ରାମର ଅଜୟ ମୁଣ୍ଡା, ରାମଚନ୍ଦ୍ର ଓରାମ, ସାତ ଘରିଆ ମୁଣ୍ଡା ଓ ଗୋବର୍ଦ୍ଧନ ଗ୍ରାମର ରଞ୍ଜନ ସାହୁ। କିଛିଦିନ ହେବ ସେମାନେ ବେଆଇନ ମଦ କାରବାର କରିଆସୁଥିଲେ। ଖବର ପାଇ ସଦର ଥାନା ଅଧିକାରୀ ସ୍ମୃତିରେଖା ପ୍ରଧାନ ସଦଳବଳ ଏହି ଚଢ଼ାଉ କରିଥିଲେ।ଶୁଆକାଠି ଖଣି ଅଞ୍ଚଳରେ ଚଢ଼ାଉ: ମଦ କାରବାରରେ ସମ୍ପୃକ୍ତ ୪ ଗିରଫ
କେନ୍ଦୁଝର, ୨।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ପୋଲିସ ଗୁରୁବାର ଶୁଆକାଠି ଖଣି ଅଞ୍ଚଳରେ ଚଢ଼ାଉକରି ବହୁ ମଦ ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ୪ ଜଣଙ୍କୁ ପୋଲିସ ଗିରଫକରି ଶୁକ୍ରବାର କୋର୍ଟଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ ଶୁଆକାଠି ଗ୍ରାମର ଅଜୟ ମୁଣ୍ଡା, ରାମଚନ୍ଦ୍ର ଓରାମ, ସାତ ଘରିଆ ମୁଣ୍ଡା ଓ ଗୋବର୍ଦ୍ଧନ ଗ୍ରାମର ରଞ୍ଜନ ସାହୁ। କିଛିଦିନ ହେବ ସେମାନେ ବେଆଇନ ମଦ କାରବାର କରିଆସୁଥିଲେ। ଖବର ପାଇ ସଦର ଥାନା ଅଧିକାରୀ ସ୍ମୃତିରେଖା ପ୍ରଧାନ ସଦଳବଳ ଏହି ଚଢ଼ାଉ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷେ ନ ପୂରୁଣୁ ଦବିଲା ବ୍ରିଜ୍‌

ନୂଆପଡ଼ା ଅଫିସ,୨୧।୧୨: ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ପେଣ୍ଡରାବନ୍ଧଠାରେ ୩୫୩ ନମ୍ବର ଜାତୀୟ ରାଜପଥ ଉପରେ ନିର୍ମାଣାଧୀନ ବ୍ରିଜ ବିପଦ ସଙ୍କୁଳ ଅବସ୍ଥାରେ ରହିଛି।...

ସ୍ବାଧୀନତା ସଂଗ୍ରାମରେ ନୟାଗଡ଼ର ଅବଦାନ ଅବିସ୍ମରଣୀୟ

ନୟାଗଡ ଅଫିସ,୨୬।୧: ନୟାଗଡ ଜିଲା ସଦର ମହକୁମାସ୍ଥିତ ପିଟିଏସ୍‌ ପଡ଼ିଆଠାରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଅନସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ,...

୬ ବର୍ଷର ଶିଶୁକୁ ଝାମ୍ପି ନେଲା ବାଘ

ରାଇଘର/ଉମରକୋଟ, ୧୨।୧୦(ଡି.ଏନ୍‌.ଏ./ସ୍ବ.ପ୍ର.): ନବରାତ୍ରି ସମୟରେ ପରିବାର ସହ ଛତିଶଗଡ଼ ସିହାଓ୍ବାସ୍ଥିତ ଶୀତଳା ମନ୍ଦିରକୁ ସପରିବାର ଦର୍ଶନ ପାଇଁ ଯାଉଥିଲେ। ବାଟରେ ୬ବର୍ଷୀୟ ଅବିନାଶଙ୍କୁ ପରିବାର ଲୋକଙ୍କ...

ବ୍ୟବସାୟୀଙ୍କ ଯୋଗୁ ବନ୍ଦ ହୋଇପାରୁନି ପଲିଥିନ୍‌

ମାଲକାନଗିରି,୧୯।୧୦ (ଡି.ଏନ୍‌.ଏ.)- ଅକ୍ଟୋବର ୨ରୁ ସାରା ରାଜ୍ୟରେ ପଲିଥିନ ବ୍ୟବହାର ବନ୍ଦ କରାଯାଇଛି। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରଚାରପ୍ରସାର କରାଯାଇଛି। ମାଲକାନଗିରି ପୌର...

୩ ଦିନ ବାବା ଆଖଣ୍ଡଳମଣିଙ୍କ ଦର୍ଶନ ବନ୍ଦ

ଭଦ୍ରକ ଅଫିସ,୨୯।୧୨: ଶ୍ରଦ୍ଧାଳୁଙ୍କ ପାଇଁ ବାବା ଆଖଣ୍ଡଳମଣିଙ୍କ ଦର୍ଶନ ୩ ଦିନ ବନ୍ଦ ରହିବ। ଏ ନେଇ ମନ୍ଦିର ଓ ପୀଠ ପରିସରରେ ପ୍ରଶାସନ ପକ୍ଷରୁ...

ଆଜି ମନ୍ଦିର ପ୍ରବେଶ କରିବେ ଦେବ ଦମ୍ପତି

ସମ୍ବଲପୁର,୬ା୬(ବ୍ୟୁରୋ): ସମ୍ବଲପୁରର ବିଶ୍ୱ ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରାର ସୋମବାର ହେଉଛି ଶେଷ ଦିନ। ଦେବ ଦମ୍ପତିଙ୍କ ବିବାହ ପରେ ଆଜି ଚାଲିଛି ଯୁଗଳ ଦର୍ଶନ ଶୋଭାଯାତ୍ରା।...

ଆଦିବାସୀ ସମ୍ପ୍ରଦାୟ ଲୋକଙ୍କ ଯାଯାବର ଜୀବନଜୀବିକାର ମାଧ୍ୟମ ହୋଇଛି ମହୁ, ଝୁଣା ସଂଗ୍ରହ

ଗଣିଆ,୨୮ା୫(ସନ୍ତୋଷ କୁମାର ପ୍ରଧାନ)- ଇତିହାସ କହେ ଆଦିମ ଯୁଗରେ ମଣିଷ ଯାଯାବର ଜୀବନଯାପନ ବିତାଉଥିଲା। ଖାଦ୍ୟ ଅନ୍ବେଷଣ ପାଇଁ ଗୋଟିଏ ଯାଗାରୁ ଅନ୍ୟ ଯାଗାକୁ ଘୂରିବୁଲୁଥିଲା।...

ଯୁବତୀଙ୍କୁ ବଳାତ୍କାର କରି ଫିଙ୍ଗିଦେଲେ

ସମ୍ବଲପୁର, ୬ା୩ (ବ୍ୟୁରୋ): ସମ୍ବଲପୁର ଜିଲା ଟାଉନ ଥାନା ଅଧୀନ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ (ଜିଏମ୍‌ୟୁ) ମୁଖ୍ୟ ଗେଟ ସମ୍ମୁଖରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ...

Advertisement
Archives

Model This Week