ଶୁକ୍ରବାରଠୁ ମାଗଣାରେ ମିଳିବ ବୁଷ୍ଟର ଡୋଜ୍‌

ଭୁବନେଶ୍ୱର,୧୪।୭(ବ୍ୟୁରୋ): କରୋନା ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ। ସେ କହିଛନ୍ତି, ୧୨ରୁ ୧୪ ବର୍ଷ ମଧ୍ୟରେ ୯୮ ପ୍ରଥମ ଡୋଜ୍‌ ନେଇଥିବା ବେଳେ ୨ୟ ଡୋଜ୍‌ ୭୨ ପ୍ରତିଶତ ନେଇସାରିଛନ୍ତି । ସେହିପରି ୧୫ରୁ ୧୭ ବର୍ଷ ମଧ୍ୟରେ ପ୍ରଥମ ଡୋଜ ୯୨ ପ୍ରତିଶତ ନେଇଥିବା ବେଳେ ୮୨ ପ୍ରତିଶତ ୨ୟ ଡୋଜ୍‌ ନେଇସାରିଛନ୍ତି । ଆଉ ୧୮ ବର୍ଷରୁ ଅଧିକ ଲୋକଙ୍କୁ ୯୬ ପ୍ରତିଶତ ପ୍ରଥମ ଡୋଜ୍‌ ନେଇଥିବା ବେଳେ ୨ୟ ଡୋଜ ୯୦ ପ୍ରତିଶତ ଲୋକଙ୍କୁ ଦିଆସାରିଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ କହିଛନ୍ତି।
ସେ ଆହୁରି ମଧ୍ୟ କହିଛନ୍ତି ଯେ, ବର୍ତ୍ତମାନ ବୁଷ୍ଟର ଡୋଜ୍‌ ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। କରୋନା ଯୋଦ୍ଧା,ଏବଂ ୬୦ ବର୍ଷର ଅଧିକ ଲୋକମାନଙ୍କୁ ୨୮ ପ୍ରତିଶତ ଟିକାକରଣ କରାଯାଇଛି। ଶୁକ୍ରବାରଠୁ ୧୮ ରୁ ୫୯ ବର୍ଷର ଲୋକଙ୍କୁ ବୁଷ୍ଟର ଡୋଜ୍‌ ମାଗଣାଶୁକ୍ରବାରଠୁ ମାଗଣା ମିଳିବ ବୁଷ୍ଟର ଡୋଜ୍‌
ଦିଆଯିବ। ରାଜ୍ୟରେ ପାଖାପାଖି ୩୦୦୦ଟି ସରକାରୀ ଟିକାକରଣ କେନ୍ଦ୍ର ରହିଛି। ସେଇଠି ୭୫ ଦିନ ପର୍ଯ୍ୟନ୍ତ ମାଗଣାରେ ଟିକାକରଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri