Posted inରାଜ୍ୟ

ଶୁକ୍ରବାର ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ୱର, ୨୧।୫(ବ୍ୟୁରୋ): ଶୁକ୍ରବାର ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ବାତ୍ୟା ପ୍ରଭାବିତ ଅଞ୍ଚଳ ଆକାଶ ମାର୍ଗରୁ ପରିଦର୍ଶନ କରିପାରନ୍ତି। ଏପରିକି ରାଜ୍ୟ ସରକାରଙ୍କ ସହ ବୈଠକ କରିବାର ସମ୍ଭାବନା ରହିଛି। ଏଥିପାଇଁ ଗୁରୁବାର ଭୁବନେଶ୍ୱର ଏୟାରପୋର୍ଟର ସୁରକ୍ଷା ବ୍ୟବସ୍ଥା ତଦାରଖ କରିଛନ୍ତି ବରିଷ୍ଠ ପୋଲିସ ଅଧିକାରୀମାନେ। ଗୁଇନ୍ଦା ନିର୍ଦ୍ଦେଶକ ସତ୍ୟଜିତ୍‌ ମହାନ୍ତି, ସିପି ସୁଧାଂଶୁ ଷଡ଼ଙ୍ଗୀ ଓ ଏଡିଜି ସୌମେନ୍ଦ୍ର ପ୍ରୟଦର୍ଶୀ ସୁରକ୍ଷା ସ୍ଥିତି ତଦାରଖ କରୁଛନ୍ତି । ତେବେ ଗସ୍ତ ନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ କିଛି ସୂଚନା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମହାପ୍ରଭୁଙ୍କ ପାଇଁ ଗଢ଼ା ସରିଛି ଅଧର ହାଣ୍ଡି

ପୁରୀ ଅଫିସ, ୧୮ା୭: ନବଦିନାତ୍ମକ ଘୋଷଯାତ୍ରାରେ ବାହାରି ଦାରୁଦିଅଁ ଏବେ ଆଡ଼ପମଣ୍ଡପରେ ଲୀଳା କରୁଛନ୍ତି। ଶ୍ରୀଗୁଣ୍ଡିଚା ମନ୍ଦିରରେ ଲୀଳାଖେଳା ସାରି ଆଷାଢ଼ ମାସ ଶୁକ୍ଳ ପକ୍ଷ...

ସଚ୍ଚୋଟପଣିଆ ଦେଖାଇଲେ ୩ ଟିଟିଇ: ସୁନା, ଟଙ୍କା ସହ ପର୍ସ ଫେରାଇ ପ୍ରଶଂସା ପାଇଲେ

ଭୁବନେଶ୍ୱର,୧୭।୫(ବ୍ୟୁରୋ): ଟ୍ରେନ୍‌ରେ ପାଇଥିବା ଏକ ପର୍ସ୍‌କୁ ଫେରାଇ ସଚ୍ଚୋଟପଣିଆ ଦେଖାଇଛନ୍ତି ୩ଜଣ ଟିଟିଇ। ଉକ୍ତ ପର୍ସଟି ଜଣେ ମହିଳା ଯାତ୍ରୀଙ୍କର ହୋଇଥିବାବେଳେ ସେଥିରେ ୨୨ ହଜାର...

୨୨ ବର୍ଷରେ ମହାବାତ୍ୟା: ସ୍ମୃତି ଏବେ ବି ଅଭୁଲା

ଏରସମା,୨୮ା୧୦(ସ୍ବ.ପ୍ର.): ମହାବାତ୍ୟାର ଲୋମଟାଙ୍କୁରା ଘଟଣାବଳୀକୁ ଏବେବି ଲୋକେ ଭୁଲି ପାରିନାହାନ୍ତି। ୨୨ ବର୍ଷ ତଳେ ଅର୍ଥାତ୍‌ ୧୯୯୯, ଅକ୍ଟୋବର ୨୯ରେ ତାଣ୍ଡବ ରଚିଥିଲା ମହାବାତ୍ୟା। ଏବେବି...

ବିଶ୍ୱସ୍ତରୀୟ ହେବ ଏସ୍‌ସିବି ମେଡିକାଲ: ଦିଗ୍‌ଦର୍ଶନ ଦେବେ ୧୦ ଅଭିଜ୍ଞ ଡାକ୍ତର

କଟକ ଅଫିସ,୨।୩: ଏସ୍‌ସିବି ମେଡିକାଲକୁ ବିଶ୍ୱସ୍ତରୀୟ ଚିକିତ୍ସାଳୟ ଭାବେ ଗଢ଼ିତୋଳିବା ଦିଗରେ ପ୍ରୟାସ କରୁଛନ୍ତି ରାଜ୍ୟ ସରକାର। ଏଥିପାଇଁ ପୂର୍ବରୁ ପ୍ରାୟ ୧୦ହଜାର କୋଟି ଟଙ୍କାର...

ଲୁଟେରା ସୟିଦ, ସଦାମ ଗିରଫ

କଟକ ଅଫିସ,୨୮।୫: ସହରର ଦୁଇ ବଡ଼ ଲୁଟ୍‌ ଅଭିଯୁକ୍ତଙ୍କୁ ବୁଧବାର ଗିରଫ କରିଛି ଲାଲବାଗ ଥାନା ପୋଲିସ। ସେମାନେ ଓଡ଼ିଆ ବଜାରର ସୟିଦ ଖାନ (୩୬)...

ଆଜି ବିଜୁ ଜୟନ୍ତୀ: ସାହସିକତାକୁ ମନେ ପକାଇଲେ ମୋଦି, ଧର୍ମେନ୍ଦ୍ର ଜଣାଇଲେ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର,୫।୩(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୪ତମ ଜନ୍ମଦିବସ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଗୁରୁବାର ଏ ନେଇ ଏକ ଟୁଇଟ...

ଟିକାକରଣ ପାଇଁ ଓଡ଼ିଶା ପ୍ରସ୍ତୁତ

ଭୁବନେଶ୍ୱର, ୭।୧(ବ୍ୟୁରୋ):ବର୍ତ୍ତମାନ ରାଜ୍ୟରେ ବ୍ୟବସାୟିକ ପ୍ରତିଷ୍ଠାନ ଠାରୁ ଆରମ୍ଭ କରି ଧର୍ମାନୁଷ୍ଠାନ ଆଦି ସମ୍ପୂର୍ଣ୍ଣ ଭାବେ ଖୋଲିଥିବା ବେଳେ ଖୁବ୍‌ଶୀଘ୍ର ଶିକ୍ଷାନୁଷ୍ଠାନ ଖୋଲିବାକୁ ଯାଉଛି। ଆଗାମୀ...

ଗାଁ ଲୋକଙ୍କୁ ଚୁଆ ପାଣି ଭରସା

କପ୍ତିପଦା, ୩।୨(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ଲାବଣ୍ୟଦେଇପୁର ପଞ୍ଚାୟତର ଗଜାପଥର ଓ ଶରତ ପଞ୍ଚାୟତର ଅଶ୍ୱକୂଟୀ ଛକ ସାହି ଗ୍ରାମ ଏବେ ବି ପ୍ରଶାସନର...

Advertisement
Archives

Model This Week