ଶୁକ୍ରବାର ଓଡ଼ିଶା ଆସୁଛନ୍ତି ଶାହା: ସନ୍ଧ୍ୟାରେ କର୍ମକର୍ତ୍ତାଙ୍କୁ ଭେଟିବେ

ଭୁବନେଶ୍ୱର,୨୭।୨(ବ୍ୟୁରୋ): ଶୁକ୍ରବାର ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଏହି ଅବସରରେ ସେ ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ନାଗରିକତା ସଂଶୋଧନ ଆଇନ(ସିଏଏ) ସପକ୍ଷରେ ଜନସଚେତନତା ସୃଷ୍ଟି ପାଇଁ ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ତେବେ ଶୁକ୍ରବାର ସନ୍ଧ୍ୟାରେ ସେ ଦଳୀୟ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବେ। ସ୍ଥାନୀୟ ଏକ ହୋଟେଲରେ ଦଳୀୟ ଏମ୍‌ପି, ବିଧାୟକଙ୍କ ସମେତ ଜିଲା ସଭାପତିମାନଙ୍କୁ ଭେଟିଦଳର ସାଂଗଠନିକ ସ୍ଥିତି ଓ ଭବିଷ୍ୟତର ରଣନୀତି ଉପରେ ଆଲୋଚନା କରିବେ। ୨୦୦ରୁ ଅଧିକ କାର୍ଯ୍ୟକର୍ତ୍ତାଙ୍କୁ ସେ ଭେଟିବେ ବୋଲି ଗୁରୁବାର ଭାଜପା ମୁଖପାତ୍ର ଗୋଲକ ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘଡ଼ଘଡ଼ି ସହ ବର୍ଷା: ୫ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର, ୩୦।୯(ବ୍ୟୁରୋ): ସୋମବାର ରାଜ୍ୟର ୫ ଜିଲାରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି...

ଦୁର୍ବୃତ୍ତଙ୍କ ଗୁଳିମାଡରେ ଦୁଇ ବନରକ୍ଷୀ ଗୁରୁତର

ବୌଦ୍ଧ/ବଘିଅପଡା, ୨୯।୩: ବୌଦ୍ଧ ଜିଲା ବଘିଅପଡା ଫାଣ୍ଡି ନିକଟ ଖାଲିଆପଲି ଛକଠାରେ ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତଙ୍କ ଗୁଳିମାଡରେ ଦୁଇ ବନରକ୍ଷୀ ଗୁରୁତର ହୋଇଥିବା ଜଣାପଡିଛି।...

ଓଏମ୍‌ସି ଷ୍ଟାଫ୍‌ ବସ ଉପରକୁ ତୀରମାଡ଼, ଜଣେ ଗୁରୁତର

କେନ୍ଦୁଝର,୨୩।୧୦(ସ୍ବ.ପ୍ର.): ହରିଚନ୍ଦନପୁର ବ୍ଲକ ଦୈତାରୀ ମାଇନ୍ସରୁ କାମ ସାରି କର୍ମଚାରୀଙ୍କୁ ଧରି ଫେରୁଥିବା କମ୍ପାନୀ ବସ ଉପରେ ଦୁର୍ବୃତ୍ତଙ୍କ ଧନୁତୀରରେ ଆକ୍ରମଣ ଘଟଣା ଚାଞ୍ଚଲ୍ୟ ସୃଷ୍ଟି...

ଅଧିକାରୀଙ୍କ ଲିଖିତ ପ୍ରତିଶ୍ରୁତି ପାଣିରଗାର

ନୂଆଗାଁ,୩।୪ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ସୋରଡ଼ା ଛକଠାରୁ ଗୌଡ ଚାଞ୍ଚେରାପଲି ଦେଇ ଯାଇଥିବା ଆର୍‌ଡି ରାସ୍ତାରେ ବେଲପା ନଦୀର ପୋଲ ଭୁଶୁଡିବାକୁ ପ୍ରାୟ...

ଦଶ ମାସର ଶିଶୁଙ୍କୁ ରେଲଓ୍ବେରେ ଚାକିରି

ମାଲକାନଗିରି,୧୧ା୭ (ଡି.ଏନ୍‌.ଏ.): ପଡୋଶୀ ଛତିଶଗଡ଼ରେ ଜଣେ ଦଶମାସର ଶିଶୁଙ୍କୁ ରେଳ ବିଭାଗରେ ଚାକିରି ମିଳିଛି। ଏହା ଆଶ୍ଚର୍ଯ୍ୟ ହେଲେ ମଧ୍ୟ ସତ୍ୟ। ତେବେ ଏତେ କମ...

ଛୁଟିରେ ପଢ଼ିବେ ପିଲା

ଭୁବନେଶ୍ୱର,୧୩।୪(ବ୍ୟୁରୋ): ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ମଙ୍ଗଳବାର ଲୋକସେବା ଭବନଠାରେ ଅନୁଷ୍ଠିତ ହୋଇଛି। ପିଲାମାନଙ୍କ ପାଠପଢା ଓ ପରୀକ୍ଷା ଆଦି...

୬ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳକୁ ଅନୁମତି

ଭୁବନେଶ୍ୱର,୨୧।୯:ବିଭିନ୍ନ କାର୍ଯ୍ୟରେ ଦୈନନ୍ଦିନ ଯାତାୟାତ କରୁଥିବା ଟ୍ରେନଯାତ୍ରୀମାନଙ୍କ ସୁବିଧାକୁ ନଜରରେ ରଖି ପୂର୍ବତଟ ରେଳପଥ ସୋମବାରଠାରୁ ୬ଟି ସ୍ବତନ୍ତ୍ର ଟ୍ରେନରେ ମାସିକ ସିଜନ ଟିକେଟ (ଏମ୍‌ଏସ୍‌ଟି)...

୮୯ ବଛ୍‌ରିଆ ବୁରୁଧ୍‌ ଭତାରୁ ବଁଚିତ୍‌

ମନମୁଣ୍ଡା, ୨୪।୧୦ (ଡି.ଏନ.ଏ)- ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ବିଲାସପୁର ପଁଚେତ୍‌ ଅଧୀନ ନରସିଂହପୁର ଗଁାର ଗଣ୍ଡା ପଧାନ(୮୯)। ପରିବାର କହେଲେ ମାଏକିନା ଆର ଗୁଟେ...

Advertisement
Archives

Model This Week