Posted inଜାତୀୟ

ଶୁକ୍ରବାର ଶପଥ ନେଇପାରନ୍ତି ୟେଦୁରପ୍ପା: ଆଜି ଶାହଙ୍କୁ ଭେଟିବେ

ବେଙ୍ଗାଲୁରୁ, ୨୪।୭: ଶେଷରେ କର୍ନାଟକରେ ଭାଜପା କ୍ଷମତା ଦଖଲ କରିବାକୁ ଯାଉଛିି। ୧୪ ମାସର ମେଣ୍ଟ ସରକାର ବିଧାନସଭାରେ ସଂଖ୍ୟା ଗରିଷ୍ଠତା ପ୍ରଦର୍ଶନ କରିବାକୁ ଅସମର୍ଥ ହେବାପରେ ପୂର୍ବରୁ ୩ ଥର ମୁଖ୍ୟମନ୍ତ୍ରୀ ହୋଇଥିବା ୭୫ ବର୍ଷ ବୟସ୍କ ବିଏସ ୟେଦୁରପ୍ପା ପୁଣି ମୁଖ୍ୟମନ୍ତ୍ରୀ ହେବା ନିଶ୍ଚିତ ହୋଇଯାଇଛି। ଆସନ୍ତା ଶୁକ୍ରବାର ସେ ଶପଥ ନେବେ ବୋଲି କୁହାଯାଉଛି। ଏହା ପୂର୍ବରୁ ବୁଧବାର ସେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ସୂଚନାଯୋଗ୍ୟ, ଗତ ନିର୍ବାଚନରେ ଭାଜପା ଅଧିକ ଆସନରେ ବିଜୟୀ ହୋଇଥିଲା। ସେ ୨୦୧୮ ମେ’ ମାସରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ମଧ୍ୟ ସଂଖ୍ୟା ଗରିଷ୍ଠତା ପ୍ରମାଣ କରିବାରେ ବିଫଳ ହୋଇଥିଲେ। ପରେ କଂଗ୍ରେସ-ଜେଡିଏସ ମେଣ୍ଟ ମିଶି ସରକାର ଗଠନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ଭୟା ବଳାତ୍କାରୀଙ୍କୁ ଫାଶୀ ଦେବାପାଇଁ ଆଗ୍ରହୀ

ଶିମଲା,୫ା୧୨(ଆଇଏଏନ୍‌ଏସ୍‌): ନିର୍ଭୟା ବଳାତ୍କାରୀଙ୍କୁ ଫାଶୀ ଦେବା ପାଇଁ ହିମାଚଳପ୍ରଦେଶର ଦଳିତ କର୍ମୀ ରବିକୁମାର ଆଗ୍ରହ ପ୍ରକାଶ କରିଛନ୍ତି। ତିହାର ଜେଲ୍‌ରେ ତାଙ୍କୁ ଅସ୍ଥାୟୀ ଭାବେ ଘାତକ...

ପୋଲିସ ସବ୍‌-ଇନ୍ସପେକ୍ଟରଙ୍କୁ ପିଟିପିଟି ହତ୍ୟା

ନୂଆଦିଲ୍ଲୀ, ୨୦।୫: ଦିଲ୍ଲୀରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ପୋଲିସ ସବ୍‌-ଇନ୍ସପେକ୍ଟରଙ୍କୁ ପିଟିପିଟି ହତ୍ୟା କରାଯାଇଛି। ପୂର୍ବ ଦିଲ୍ଲୀର ବିବେକ ବିାହର ଥାନାରେ...

ପୋଲିସ୍‌ ଗାଡ଼ି ଭଙ୍ଗାରୁଜା ନେଇ ଅଭିନେତ୍ରୀ ଡିମ୍ପଲଙ୍କ ନାଁରେ ମାମଲା

ହାଇଦ୍ରାବାଦ, ୨୪ା୫: ଜଣେ ଆଇପିଏସ୍‌ ଅଫିସରଙ୍କ କାର୍‌ ଭଙ୍ଗାରୁଜା ଅଭିଯୋଗରେ ଟଲିଉଡ୍‌ ଅଭିନେତ୍ରୀ ଡିମ୍ପଲ ହାୟାଥି ଓ ତାଙ୍କ ପୁରୁଷ ବନ୍ଧୁଙ୍କ ବିରୋଧରେ ମାମଲା ରୁଜୁ...

ମୋରବି ପୋଲ ଭାଙ୍ଗିବା ଘଟଣାରେ ୫୫ ଶିଶୁଙ୍କ ସମେତ ୧୩୫ ମୃତ, ମୃତକଙ୍କ ମଧ୍ୟରେ ୧୮ ମାସର ଶିଶୁ

ମୋରବି,୭ ।୧୧: ଗୁଜରାଟ ମୋରବି ପୋଲ ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟାକୁ ନେଇ ଅଫିସିଆଲ ଡାଟା ଜାରି କରାଯାଇଛି । ଏହି ଡାଟା ଅନୁଯାୟୀ, ମୋରବି ସହରରେ...

ଚାଇନା ଉପରେ ଡିଜିଟାଲ ସର୍ଜିକାଲ ଷ୍ଟ୍ରାଇକ୍‌: ୨୩୨ ମୋବାଇଲ ଆପ୍‌ ବ୍ୟାନ କଲେ ଭାରତ ସରକାର…

ନୂଆଦିଲ୍ଲୀ,୫।୨ : ଚାଇନା ଆପ ଉପରେ ସରକାର ପୁଣି ଥରେ ଡିଜିଟାଲ ସର୍ଜିକାଲ ଷ୍ଟ୍ରାଇକ କରିଛନ୍ତି। ବର୍ତ୍ତମାନ ସୁରକ୍ଷାକୁ ଦର୍ଶାଇ ସରକାର ଚାଇନାର ଲିଙ୍କ ସହିତ...

ଶପଥ ଗ୍ରହଣ ପୂର୍ବରୁ ଦିଲ୍ଲୀରେ ପହଞ୍ଚିଲେ ସିଦ୍ଦାରାମାୟା, ଶିବକୁମାର

ନୂଆଦିଲ୍ଲୀ,୧୯।୫: କର୍ନାଟକରେ ଶନିବାର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଥିବା କଂଗ୍ରେସର ବରିଷ୍ଠ ନେତା ସିଦ୍ଦାରାମାୟା ଏବଂ ଉପମୁଖ୍ୟମନ୍ତ୍ରୀ ହେବାକୁ...

ମୋଦିଙ୍କୁ ବଦନାମ କରିବା ପାଇଁ ଚାଲିଛି ଷଡଯନ୍ତ୍ର: ସ୍ମୃତି ଇରାନୀ

ନୂଆଦିଲ୍ଲୀ,୧୭।୨: ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୋଧରେ ଷଡଯନ୍ତ୍ର ଚାଲିଥିବା ନେଇ ଏକ ସାମ୍ବାଦିକ ସମ୍ମିଳନୀରେ ଅଭିଯୋଗ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ...

କରୋନା ଭୟ: ବିଲେଇକୁ ଦେଶାନ୍ତର କରାଗଲା

ଚେନ୍ନାଇ,୪ା୩: ବିଶ୍ୱବ୍ୟାପୀ ଏବେ କରୋନା ଭାଇରସ୍‌ ଆତଙ୍କ। ଚାଇନାରୁ ମାଡ଼ି ଏବେ ୬୬ ଦେଶକୁ ଏହା ବ୍ୟାପିଲାଣି। ଭାରତ ବି ଏଥିରୁ ବାଦ୍‌ ପଡ଼ିନି। ଚାରିଆଡ଼େ...

Advertisement
Archives

Model This Week