Posted inଜାତୀୟ

ଶୁଖିଲା ନଦୀରେ ତିଆରି ହେଉଥିଲା ପୋଲ: ଅଚାନକ ପାଣି ଆସିବାରୁ ଫଶିଗଲେ ଶ୍ରମିକ

ଭୋପାଳ,୧।୭: ମଧ୍ୟପ୍ରଦେଶରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ବୁରହାନପୁରରେ ଥିବା ଏକ ଶୁଖିଲା ନଦୀ ଉପରେ ପୋଲ ତିଆରି କାମ ଚାଲୁଥିଲା। ଏହାରି ଭିତରେ ହଠାତ୍‌ ନଦୀରେ ପାଣି ଚାଲି ଆସିଥିଲା। ପାଣିର ଗତି ଏବେ ତୀବ୍ର ଥିଲା ଯେ ସେଠାରେ କାମ କରୁଥିବା ୭ ଜଣ କର୍ମଚାରୀ ବାହାରି ନ ପାରି ନଦୀରେ ଫଶିଯାଇଥିଲେ। ଏହାପରେ ଶ୍ରମିକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ଶ୍ରମିକମାନଙ୍କ ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁରୁଗା ମଠ ମହନ୍ତଙ୍କ ନାଁରେ ନାବାଳିକା ଯୌନ ଶୋଷଣ ଅଭିଯୋଗ, କର୍ନାଟକ ରାଜନୀତି ସରଗରମ

ବେଙ୍ଗାଲୁରୁ,୧ ।୯: କର୍ନାଟକ ମୁରୁଗା ମଠର ମହନ୍ତ ଶିବମୂର୍ତ୍ତି ମୁୁରୁଗା ସରନାରୁଙ୍କ ନାଁରେ ନାବାଳିକା ଯୌନ ଶୋଷଣ ଅଭିଯୋଗ ହୋଇଛି । ଏହାପରେ କର୍ନାଟକ ରାଜନୀତି...

‘ଟୁକ୍‌ଡେ-ଟୁକ୍‌ଡେ ଗ୍ୟାଙ୍ଗ୍‌ ଲିଡର କଂଗ୍ରେସ’

ନୂଆଦିଲ୍ଲୀ,୮ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ପାର୍ଲାମେଣ୍ଟରେ କଂଗ୍ରେସ ଦଳକୁ କଡ଼ା ସମାଲୋଚନା କରିଛନ୍ତି। ବ୍ରିଟିଶ ଶାସକ ଚାଲିଯାଇଛନ୍ତି ହେଲେ ସେମାନଙ୍କ ‘ବିଭାଜନ ଓ ଶାସନ’...

କେତେ ଦିନ ଅଟକ ରହିବେ ମେହବୁବା: ସପ୍ତାହେ ମଧ୍ୟରେ ଜବାବ ଦାଖଲ କରିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୨୯।୯: ପିଡ଼ିପି ସଦସ୍ୟା ତଥା ଜମ୍ମୁ-କଶ୍ମୀରର ପୂର୍ବତନ ମନ୍ତ୍ରୀ ମେହବୁବା ମୁଫ୍‌ତିଙ୍କୁ ଆଉ କେତେ ଦିନ ଅଟକ ରଖାଯିବ। ଏନେଇ ମଙ୍ଗଳବାର ସୁପ୍ରିମ୍‌କୋର୍ଟ(ଏସ୍‌ସି)ଙ୍କ ପକ୍ଷରୁ...

ଅଯଥା ଘରୁ ନ ବାହାରିବାକୁ ଡିଜିପିଙ୍କ ଅନୁରୋଧ

ଚେନ୍ନାଇ:,୯।୧୧: ବର୍ଷାରେ ତାମିଲନାଡୁରେ ସ୍ଥିତି ବିଗିଡିବାରେ ଲାଗିଛି। ବିଭିନ୍ନ ସ୍ଥାନରେ ବନ୍ୟା ସୃଷ୍ଟି ହୋଇଥିବା ବେଳେ ଲୋକମାନେ ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି। ଦିନକୁ ଦିନ ବର୍ଷାର...

ଦିଲ୍ଲୀ ନୁହେଁ, ଲକ୍ଷ୍ନୌରେ ହେବ ଉନ୍ନାଓ ପୀଡ଼ିତାଙ୍କ ଚିକିତ୍ସା: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨।୮: ଉତ୍ତରପ୍ରଦେଶର ବହୁ୍‌ଚର୍ଚ୍ଚିତ ଉନ୍ନାଓ ପୀଡିତା ମାମଲାରେ ଶୁକ୍ରବାର ସୁପ୍ରିମକୋର୍ଟ ପୁଣି ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ପୀଡିତାଙ୍କ ଚିକିତ୍ସା ଦିଲ୍ଲୀ ନୁହେଁ, ଲକ୍ଷ୍ନୌରେ...

ଚାଇନା ସହ ସଂଘର୍ଷ: ୨୦ ଯବାନ ଶହୀଦ, ପିଏଲ୍‌ଏର ୪୩ ସୈନ୍ୟ ମୃତାହତ

ନୂଆଦିଲ୍ଲୀ,୧୭ା୬ : କଥା କଟାକଟିରୁ ହାତାହାତି ତା’ ପରେ ସଂଘର୍ଷ ଓ ଶେଷରେ ଫୁଟିଛି ଗୁଳି। ସଂଘର୍ଷ ବେଳେ ଟେକାମାଡ଼ରେ ଟଳିପଡ଼ିଛନ୍ତି ଭାରତୀୟ ସେନାର ଜଣେ...

ପିଏମସି ଦୁର୍ନୀତିର ଶୁଣାଣି କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮।୧୦: ପଞ୍ଜାବ-ମହାରାଷ୍ଟ୍ର ସମବାୟ(ପିଏମସି) ବ୍ୟାଙ୍କ ଦୁର୍ନୀତିର ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ଆବେଦନକାରୀଙ୍କୁ ହାଇକୋର୍ଟରେ ପିଟିଶନ ଦାଖଲ କରିବାକୁ ସୁପ୍ରିମକୋର୍ଟ ପରାମର୍ଶ ଦେଇଛନ୍ତି। ପ୍ରଧାନ...

ଆଇନ ବ୍ୟବସ୍ଥା ନେଇ ଯୋଗୀ-ଅଖିଳେଶ ମୁହାଁମୁହିଁ…

ଲକ୍ଷ୍ନୌ, ୨୪।୫ : ଉତ୍ତରପ୍ରଦେଶ ବିଧାନସଭାରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ବିରୋଧୀଦଳର ନେତା ଅଖିଳେଶ ଯାଦବଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଥିଲା।...

Advertisement
Archives

Model This Week