ଗଞ୍ଜାମ,୨୨ା୫(ଡି.ଏନ୍.ଏ.)- ଗଞ୍ଜାମ ବ୍ଲକ ହୁମ୍ମା ଶୁଖୁଆ ହାଟ ପଡ଼ିଆରୁ ଶୁକ୍ରବାର ଅପରାହ୍ନରେ ଏକ ନବଜାତ ଶିଶୁପୁତ୍ରକୁ ଉଦ୍ଧାର କରିଛନ୍ତି ସ୍ଥାନୀୟ ଅଞ୍ଚଳବାସୀ। ଶିଶୁପୁତ୍ର ପଡ଼ିଥିବା ଦେଖି ଅଞ୍ଚଳର କେତେଜଣ ଯୁବକ ପାଖକୁ ଯାଇ ବଞ୍ଚଥିବା ଦେଖିଥିଲେ। ପରେ ତାଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ ମେଡିକାଲକୁ ନେଇଥିଲେ। ଚିକିତ୍ସା ପରେ ସେ ଏବେ ସୁସ୍ଥ ଥିବା ଜଣାପଡିଛି।
Posted inଆମ ଜିଲା ଖବର, ଗଞ୍ଜାମ View All
୧୬ ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି: ବିଭିନ୍ନ ମହଲରୁ ଶୁଭେଚ୍ଛା
କର୍ଲାମୁଣ୍ଡା, ୨୮।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ୧୬ ଜଣ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ପଦୋନ୍ନତି ମିଳିଥିବା ଜଣାପଡ଼ିଛି। ଏଥିରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୩ ଜଣ…
କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ
ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…
କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍ ଦୁର୍ନୀତି ମାମଲା: ବିଦ୍ୟୁତ୍ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ
କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍…
ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ
ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…
ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…
ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…
ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା
ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…
ସରକାରୀ ସୁବିଧାରୁ ବଞ୍ଚିତ ଦିବ୍ୟାଙ୍ଗ: ଗ୍ରାମସଭାରେ ଅଧିକାର ପାଇଁ ଉଠିଲା ଦାବି
କର୍ଲାମୁଣ୍ଡା,୨୮।୯(ପ୍ରଦୀପ କୁମାର ସାହୁ): ଦିବ୍ୟାଙ୍ଗ ଜନ ଅଧିକାର ଆଇନ, ୨୦୧୬ ପ୍ରଣୟନର ଦଶ ବର୍ଷ ପୂର୍ତ୍ତି ହୋଇଥିଲେ ମଧ୍ୟ ଗ୍ରାମସଭାଗୁଡ଼ିକରେ ଦିବ୍ୟାଙ୍ଗଜନଙ୍କ ଅଧିକାର ଓ ସରକାରୀ ସୁବିଧା…
ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ
ଗୁଣପୁର,୨୮।୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍ଏଲ୍) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍ଷ୍ଟାଣ୍ଡରୁ…

