Posted inଫୁରସତ

ଶୁଖୁଛି ବିଶ୍ୱର ଏହି ଜଳପ୍ରପାତ

ଲୁସାକା: ବିଶ୍ୱର ପ୍ରମୁଖ ଜଳପ୍ରପାତ ମଧ୍ୟରୁ ଦକ୍ଷିଣଆଫ୍ରିକାର ଜାମ୍ବିଆ ଏବଂ ଜିମ୍ବାଓ୍ବେକୁ ବିଭାଜନ କରୁଥିବା ଭିକ୍ଟୋରିଆ ଜଳପ୍ରପାତ ଅନ୍ୟତମ। ୩୫୫ ଫୁଟ ଉଚ୍ଚର ଏହି ଜଳପ୍ରପାତ ପ୍ରତିବର୍ଷ ହଜାର ହଜାର ସଂଖ୍ୟାର ପର୍ଯ୍ୟଟକଙ୍କୁ ଆକର୍ଷିତ କରିଥାଏ। ମାତ୍ର ୨୫ ବର୍ଷ ଧରି ଏହି ପ୍ରପାତ ଶୁଖିଆସୁଛି। ପ୍ରାୟ ୫୦ ପ୍ରତିଶତ ଏହା ଶୁଖିଗଲାଣି। ଏବେ ପାଣି ଦୁଇ ଧାର ହୋଇ ବହୁଥିବା ଦେଖିବାକୁ ମିଳିଛି।


ଜାମ୍ବିୟନ ରାଷ୍ଟ୍ରପତି ଏଡ୍‌ଗର ଚଗଓ୍ବା ଲିଙ୍ଗୁ କହିଛନ୍ତି, ଜଳବାୟୁ ପରିବର୍ତ୍ତନ ଯୋଗୁ ଏହା ପ୍ରଭାବିତ ହେଉଛି। ମାତ୍ର ରାଷ୍ଟ୍ରପତିଙ୍କ ଏହି କଥାକୁ ପ୍ରର୍ଯ୍ୟଟନ ବୋର୍ଡ ଖାରଜ କରିଦେଇଛି। ବୋର୍ଡ କହିଛି, ଏହା ଜୀବନକାଳ ମଧ୍ୟରେ କେବେ ଶୁଖିବ ନାହିଁ। ପାଣି କମ୍‌ ରହିପାରେ। ଯେତିକି ପାଣିର ଆବଶ୍ୟକ ରହିଛି, ସେତିକି ମିଳି ନ ପାରେ କିନ୍ତୁ କେବେ ବି ଏହା ଶୁଖିବ ନାହିଁ।

ଏଠାକୁ ପର୍ଯ୍ୟଟକମାନେ ଆସୁଥିବାରୁ ଅର୍ଥ ବ୍ୟବସ୍ଥା ସୁଦୃଢ଼ ହୋଇଥାଏ। ଯଦି ଏହା ଶୁଖିଯିବ ତେବେ ଦେଶ ଆର୍ଥତ୍କ ମାନ୍ଦାବସ୍ଥା ଦେଇ ଗତି କରିବ। ଏହା ସହିତ ଏଠାକାର ୪ଟି ନ୍ୟାଶନାଲ ପାର୍କର ଜୀବଜନ୍ତୁଙ୍କ ପ୍ରତି ମଧ୍ୟ ଭୟଙ୍କର ବିପଦ ମାଡ଼ି ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri