ଶୁଟିଂ ସେଟ୍‌ରେ ଅସୁସ୍ଥ ଅନୁଭବ କଲେ ଶିଳ୍ପା

ମୁମ୍ବାଇ: ନିଜର ଫିଟ୍‌ନେସ୍‌ ପାଇଁ ଚର୍ଚ୍ଚାରେ ରହୁଥିବା ବଲିଉଡ୍‌ ନାୟିକା ଶିଳ୍ପା ସେଟ୍ଟି ହଠାତ୍‌ ଶୁଟିଂ ସେଟ୍‌ରେ ଅସୁସ୍ଥ ହୋଇଥିବା ଜଣାପଡିଛି। ସୋସିଆଲ ମିଡିଆରେ ଆକ୍ଟିଭ ରହୁଥିବା ଏହି ଅଭିନେତ୍ରୀ ନିକଟରେ ତାଙ୍କର ଏକ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ସେ ଅତ୍ୟଧିକ ଥଣ୍ଡାରେ ଥରୁଥିବା ପ୍ରକାଶ କରିଛନ୍ତି। ହେଲେ ତାଙ୍କ ନିକଟରେ ଥିବା ଲୋକେ ଗରମ ପୋଷାକ ପିନ୍ଧିଥିବା ବେଳେ ସେ କେବଳ ସୂତା ଶାଢିଟିଏ ପିନ୍ଧି ଥିବାରୁ ତାଙ୍କୁ ଅଧିକ ଥଣ୍ଡା ଲାଗୁଥିବା କହି ସେ ନିର୍ଦ୍ଦେଶକଙ୍କୁ ଗାଳି ମଧ୍ୟ କରିଛନ୍ତି। ଅବଶ୍ୟ ଏସବୁ ସେ ମଜାରେ କରୁଥିବା ଲକ୍ଷ୍ୟ କରାଯାଉଛି। କାରଣ ସେ ରାଗ ମୁଡ୍‌ରେ ନାହାଁନ୍ତି। ଦୀର୍ଘ ୧୩ ବର୍ଷ ପରେ ସେ ‘ନିକମ୍ମା’ ମାଧ୍ୟମରେ ପୁଣିଥରେ ବଲିଉଡ୍‌କୁ ଫେରୁଛନ୍ତି। ଏହା ୨୦୨୦ରେ ରିଲିଜ୍‌ ହେବାର ଯୋଜନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈତରଣୀ-କୋଚିଳା ସଙ୍ଗମସ୍ଥଳରେ ନାହଁ ଘେରିବନ୍ଧ: ପ୍ରତିବର୍ଷ ବନ୍ୟା ଦୁର୍ଦ୍ଦଶା ଭୋଗୁଛନ୍ତି ୩ ପଞ୍ଚାୟତର ୧୦ ହଜାରରୁ ଅଧିକ ଲୋକ

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବୈତରଣୀ ଓ କୋଚିଳା ନଦୀର ସଙ୍ଗମସ୍ଥଳ ଗାନ୍ଧୀଘାଟ ଶାସନ ପ୍ରତିବର୍ଷ ବନ୍ୟା ବିଭୀଷିକାର ଶିକାର ହେଉଛି।…

ସରକାରୀ ରାସ୍ତା ମରାମତି କାମକୁ ନେଇ ରକ୍ତାକ୍ତ କାଣ୍ଡ: ଯୁବକଙ୍କୁ ଛୁରାମାଡ଼ କରି ଅଭିଯୁକ୍ତ ଫେରାର୍‌

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଧୂଷୁରୀ ଥାନା ଅଧୀନ ବମକୁରା ପଞ୍ଚାୟତରେ ସରକାରୀ ରାସ୍ତା ମରାମତି କାମକୁ କେନ୍ଦ୍ର କରି ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ,…

କନଷ୍ଟେବଳଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ୧୨ ଘଣ୍ଟା ହେଲା ରାସ୍ତାରେ ଶବ ରଖି ରାସ୍ତାରୋକୋ, ଯାତାୟତ ଠପ୍‌

ବ୍ରହ୍ମପୁର, ୧୩/୬(ସୁବାସ ଚନ୍ଦ୍ର ପାଢ଼ୀ) : ପୋଲିସ କନଷ୍ଟେବଳ ଆଶୁତୋଷ ମୁର୍ଦଙ୍ଗୟା (୩୧)ଙ୍କୁ ଗତ ୫ ତାରିଖରେ ବିଜିପୁର ପୋଲିସ କ୍ୱାଟରରେ ତାଙ୍କ ସ୍ତ୍ରୀ ସା ନାୟକ…

ଶାସ୍ତ୍ରୀ ଭବନ ସ୍ଥିତି ଦୃଢ଼

ବର୍ଷ ବର୍ଷ ଧରି ଶାସ୍ତ୍ରୀ ଭବନ ସରକାରୀ ଅବହେଳାର ଏକ ଜ୍ୱଳନ୍ତ ଉଦାହରଣ ହୋଇ ରହିଥିଲା। ଦିଲ୍ଲୀର ବାବୁ ଭିତ୍ତିଭୂମି ତାହାର ଉପାଦେୟତା ହରାଇ ସାରିଥିବାର ପ୍ରମାଣ…

ବାଏପାସ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା: ହାଇୱାକୁ ପିଟିଲା BMW କାର୍‌, ଘଟଣାସ୍ଥଳରେ ଚାଲିଗଲା ୨ ଜୀବନ

ଭବାନୀପାଟଣା,୧୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବାଏପାସ୍‌ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇୱାକୁ ପଛ ପଟରେ…

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାକୁ ବର୍ଷେ

ନୂଆଦିଲ୍ଲୀ ,୧୩ା୬: ଗତବର୍ଷ ଜୁନ୍‌ ୧୨ରେ ଅହମଦାବାଦରେ ଏୟାର ଇଣ୍ଡିଆର ବୋଇଂ ୭୮୭ ଡ୍ରିମ୍‌ଲାଇନର ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୨୬୦ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହା ଚଳିତ…

ଆକ୍ରମଣ ସ୍ଥଗିତ, ଟ୍ରମ୍ପ୍‌ ଅସ୍ପଷ୍ଟ

ଦୁବାଇ/ଓ୍ବାଶିଂଟନ/ପ୍ୟାରିସ୍‌ ,୧୩ା୬: ଉପସାଗରୀୟ ଅଞ୍ଚଳରେ ଯୁଦ୍ଧ ବନ୍ଦ ପାଇଁ ରବିବାର ସୁଦ୍ଧା ଆମେରିକା ଏବଂ ଇରାନ ମଧ୍ୟରେ ବହୁପ୍ରତୀକ୍ଷିତ ଶାନ୍ତି ଚୁକ୍ତିନାମା ସ୍ବାକ୍ଷର ହୋଇପାରେ। ଏକ ପାଶ୍ଚାତ୍ୟ…

କିଛିଦିନ ପୂର୍ବରୁ ବାପାଙ୍କର ହୋଇଥିଲା ମୃତ୍ୟୁ, ଏବେ ପୁଅର ଅକାଳ ବିୟୋଗରେ କାନ୍ଦ ବୋବାଳିରେ ଫାଟି ପଡୁଛି ପରିବାର

କୋରାପୁଟ, ୧୩।୬ (ଅମିତାଭ ବେହେରା): କୋରାପୁଟ-ସୁନାବେଡା ୨୬ ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ରାତିରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri