ଶୁଣିଲାନି ପ୍ରଶାସନ: ଜମିରୁ ବର୍ଷାଜଳ ନିଷ୍କାସିତ କଲେ ଚାଷୀ

ବିିଞ୍ଝାରପୁର,୨୦।୮ (ଡି.ଏନ.ଏ)- ବିଞ୍ଝାରପୁର ଅଞ୍ଚଳରେ ଗତ ସପ୍ତାହରେ ୩୦୦ ମି.ଲି.ରୁ ଊର୍ଦ୍ଧ୍ୱ ବର୍ଷା ହୋଇଥିଲା। ଏହି ବର୍ଷା ଯୋଗୁ ଘଣ୍ଟିଆଳି- ଗୁହାଳୀ ଅଞ୍ଚଳ ଚାଷଜମିରେ ବର୍ଷାଜଳ ଜମି ରହିଥିବାରୁ ଧାନ ଫସଲ ପ୍ରଭାବିତ ହୋଇଥିଲା। ଏହି ସମସ୍ୟାକୁ ନେଇ ସ୍ଥାନୀୟ ଚାଷୀମାନେ ଜମିରୁ ଜଳ ନିଷ୍କାଷିତ କରିବା ପାଇଁ ପ୍ରଶାସନ ନିକଟରେ ଫେରାଦ ହୋଇଥିଲେ। ମାତ୍ର ୭ଦିନ ପରେ ବି ପ୍ରଶାସନ କୌଣସି ପଦକ୍ଷେପ ଗ୍ରହଣ କରି ନ ଥିଲା। ସ୍ଥାନୀୟ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ପ୍ରଶାସନ ଚାଷୀଙ୍କ ଦୁଃଖ ନ ବୁଝିବାରୁ ରବିବାର ଚାଷୀମାନେ ମେଳି ବାନ୍ଧି କିପରି ଚାଷ ଜମିରୁ ବର୍ଷାଜଳ ନିଷ୍କାସିତ ହୋଇପାରିବ ସେଥିଲାଗି ପଦକ୍ଷେପ ନେଇଥିଲେ। ସ୍ଥାନୀୟ ଅଞ୍ଚଳର ଚାଷୀ ରବୀନ୍ଦ୍ର କୁମାର ଧଳ, କାଳନ୍ଦୀ ବେହେରା, ରାଧେଶ୍ୟାମ ପଣ୍ଡା, ରବୀନ୍ଦ୍ର ଦାସ, ଲମ୍ବୋଧର ଧଳ, ନାରାୟଣ ଚନ୍ଦ୍ର ଧୀରଙ୍କ ସମେତ ବହୁ ଚାଷୀ ନିଜ ପକେଟରୁ କିଛି କିଛି ଅର୍ଥ ପ୍ରଦାନ କରି ମେଶିନ ସାହାଯ୍ୟରେ ପ୍ରଭାବିତ ଚାଷ ଜମିରୁ ବର୍ଷାଜଳ ନିଷ୍କାସିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଲ ଭିତରକୁ ଓଲଟିଲା ବସ୍‌, ଭିତରେ ଥିଲେ ୫୦ ଯାତ୍ରୀ, ଆର୍ତ୍ତ ଚିତ୍କାର ଶୁଣି…

ନବରଙ୍ଗପୁର,୨୩ା୭(ସଦାଶିବ ପ୍ରହରାଜ): ୫୦ ଯାତ୍ରୀ ଥିବା ଏକ ବସ୍‌ ଗୁରୁବାର ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ବିଲ ମଧ୍ୟକୁ ଓଲଟି ପଡ଼ିଛି। ଫଳରେ ୧୫ରୁ ଅଧିକ ଯାତ୍ରୀ…

ପୁଣି ପ୍ରଶ୍ନପତ୍ର ଲିକ୍‌: ୨ ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀର ଜନ୍ତରମନ୍ତରରେ ପେପର ଲିକ ନେଇ ଚାଲିଥିବା ପ୍ରତିବାଦ ମଧ୍ୟରେ, ଉତ୍ତରାଖଣ୍ଡରେ ଆଉ ଏକ ପେପର ଲିକ ଖବର ସାମ୍ନାକୁ ଆସିଛି। ଉତ୍ତରାଖଣ୍ଡ ବୈଷୟିକ ବିଶ୍ୱବିଦ୍ୟାଳୟରେ…

ସରକାରୀ ଔଷଧ ଗୋଦାମ ପାର୍ଶ୍ଵରେ ପଡ଼ିଛି କୁଢ଼ କୁଢ଼ ଔଷଧ, ଏକ୍ସପାୟାରି…

ମୋହନା,୨୩।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଗୋଦାମ ଗୃହ ପାର୍ଶ୍ୱରେ ଥିବା ସରକାରୀ ପରିତ୍ୟକ୍ତ ଘର ଓ ବାହାରେ କୁଢ଼ କୁଢ଼ ଔଷଧ…

୪୦ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ହୋଇଗଲା ହୃଦ୍‌ସ୍ପନ୍ଦନ, ପରେ ଘଟିଲା ଏମିତି, ଡାକ୍ତର ହେଲେ ଆଶ୍ଚର୍ଯ୍ୟ…

କିଛି ସେକେଣ୍ଡ କିମ୍ବା ମିନିଟ୍‌ ପାଇଁ ନୁହେଁ, ୪୦ ଘଣ୍ଟାରୁ ଅଧିକ ସମୟ ଧରି ଜଣେ ବ୍ୟକ୍ତିଙ୍କ ହୃଦ୍‌ସ୍ପନ୍ଦନ ବନ୍ଦ ହୋଇଗଲା। ତା’ ପରେ ଯାହା ଘଟିଲା…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: TTE କରିବେ ଏହି ବଡ଼ କାମ, ଯୁକ୍ତିତର୍କ ସବୁ ହେବ ରେକର୍ଡ!

ନୂଆଦିଲ୍ଲୀ,୨୩।୭: ଟ୍ରେନରେ ଟିକେଟ ଯାଞ୍ଚ ଏବେ କ୍ୟାମେରା ନିରୀକ୍ଷଣରେ କରାଯିବ। ଟିଟିଇ ଏବଂ ଯାତ୍ରୀଙ୍କ ମଧ୍ୟରେ ବାର୍ତ୍ତାଳପକ ଭିଡିଓ ଫୁଟେଜ୍ ରେକର୍ଡ କରିବା ପାଇଁ ଟିଟିଇମାନେ ସେମାନଙ୍କ…

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

ସ୍ବାମୀଙ୍କୁ ଛାଡ଼ି ଦ୍ୱିତୀୟ ବିବାହ କରିଥିଲେ ଅର୍ଚ୍ଚନା: ୪୫ ଦିନ ପରେ ସ୍ବାମୀଙ୍କୁ କଲେ ହତ୍ୟା, କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଭୋପାଳ,୨୩।୭: ମଧ୍ୟପ୍ରଦେଶର ପାନ୍ନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ୪୫ ଦିନ ପରେ ଜଣେ ମହିଳା ତାଙ୍କ ପୂର୍ବତନ ସ୍ବାମୀଙ୍କ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri