ଶୁଳିଆ ଜଙ୍ଗଲରୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ନୟାଗଡ଼ ଅଫିସ,୫।୧୦: ନୟାଗଡ଼ ଜିଲା ଓଡ଼ଗାଁ ଥାନା ଦ୍ୱିତିକେଶ୍ୱର ମନ୍ଦିର ନିକଟସ୍ଥ ଶୁଳିଆ ସଂରକ୍ଷିତ ଜଙ୍ଗଲରୁ ଶନିବାର ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ଉକ୍ତ ଥାନା ଅନ୍ତର୍ଗତ କୁରୁମ ବାଙ୍କତରା ଗ୍ରାମର ଗୌରାଙ୍ଗ ସାହୁ(୨୭)।

ପ୍ରକାଶଯୋଗ୍ୟ, ଗୌରାଙ୍ଗ ଜଣେ ଅଟୋଚାଳକ। ୩ ଦିନ ତଳେ ସେ ନିଜର ଅଟୋକୁ ମନ୍ଦିର ପରିସରରେ ଛାଡ଼ି କେଉଁଆଡେ ପଳାଇଯାଇଥିଲେ। ପରିବାରଲୋକେ ତାଙ୍କୁ ଅନେକ ସ୍ଥାନରେ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କର ପତ୍ତା ମିଳି ନ ଥିଲା। ଶନିବାର ସକାଳେ ଲୋକେ ମୃତଦେହକୁ ଦେଖି ପୋଲିସକୁ ଖବର ଦେଇଥିଲେ। ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି। ତେବେ ସେ ନିଖୋଜ ହେବା ନେଇ କୌଣସି ଅଭିଯୋଗ ହୋଇ ନ ଥିବା ବେଳେ ଏହା ହତ୍ୟା ନା ଆତ୍ମହତ୍ୟା ତାହା ଜଣାପଡ଼ିନାହିଁ। ପୋଲିସ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri