Posted inଜାତୀୟ

ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନରେ ଉତ୍‌କ୍ଷୀପ୍ତ ହୋଇ ସ୍କୁଲରେ ନିଆଁ ଲଗାଇଲେ ଛାତ୍ର

ଇମ୍ଫାଲ୍‌,୨୭।୪: ମଣିପୁରରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ୬ ଜଣ ଛାତ୍ର ସ୍ଥାନୀୟ କାଥଲିକ୍‌ ସ୍କୁଲର ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନରେ ଉତ୍‌କ୍ଷୀପ୍ତ ହୋଇ ସ୍କୁଲରେ ନିଆଁ ଲଗାଇ ଦେଇଛନ୍ତି। ଏହି ସେଣ୍ଟ ଯୋଶେଫ୍‌ ହାୟର ସେକେଣ୍ଡାରୀ ସ୍କୁଲ ରାଜ୍ୟର ଦ୍ୱିତୀୟ ବୃହତ୍ତମ ସ୍କୁଲ ବୋଲି କୁହାଯାଉଛି। ଅଗ୍ନିକାଣ୍ଡରେ ୧୦ଟି ଶ୍ରେଣୀଗୃହ ନଷ୍ଟ ହୋଇଯାଇଛି। ସେଥିମଧ୍ୟରୁ ୨ଟିରେ ଥିବା ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜଳିପୋଡ଼ି ପାଉଁଶ ହୋଇଯାଇଛି। ସମ୍ପୃକ୍ତ ଛାତ୍ରଙ୍କୁ ସ୍କୁଲରୁ ସସ୍‌ପେଣ୍ଡ କରାଯାଇଥିଲା। ଛାତ୍ରମାନେ ରାଗିଯାଇ ଏପରି କରିଥିବା କୁହାଯାଉଛି। ସ୍କୁଲରେ ୧୪ଶହ ଛାତ୍ରୀଛାତ୍ର ପଢ଼ନ୍ତି ବୋଲି ସ୍କୁଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ଅଭିଜିତ ଦୀପକେଙ୍କ ମିଶି କ’ଣ କରିବାକୁ ଯାଉଛନ୍ତି ସୋନମ ୱାଙ୍ଗଚୁକ? କଲେ ବଡ଼ ଘୋଷଣା, ସେପ୍ଟେମ୍ବର ୧୯…

ନୂଆଦିଲ୍ଲୀ,୧୨।୯: ଲଦାଖରେ ସେପ୍ଟେମ୍ବର ୧୯ରୁ ହେବାକୁ ଥିବା ସୋନମ ୱାଙ୍ଗଚୁକଙ୍କ ପଦଯାତ୍ରାକୁ ନେଇ ଏବେ ପ୍ରତିକ୍ରିୟା ଆସିଛି। ସୋନମ ୱାଙ୍ଗଚୁକ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଭିଡିଓ…

ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍‌ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…

ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା…

ତାଜ୍‌ରେ ଜିନପିଙ୍ଗ, ITC ର୍ମୌଯ୍ୟରେ ପୁଟିନ: ଗୋଟିଏ ରାତିର ଭଡ଼ା ଜାଣିଲେ ତାଜୁବ ହେବେ…

ନୂଆଦିଲ୍‌ଲୀ,୧୧।୯: ଦିଲ୍ଲୀରେ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ହେବାକୁ ଥିବା ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ରାଜଧାନୀର ଅନେକ ଅଞ୍ଚଳ ଛାଉଣୀରେ ପରିଣତ ହୋଇଛି। ହୋଟେଲ…

ବଡ଼ ପ୍ୟାକେଜ୍‌ ନେଇ ଭାରତ ଆସିଛନ୍ତି ପୁଟିନ: ରୁଷିଆର କେଉଁ ପ୍ରସ୍ତାବକୁ ‘ହଁ’ କହିବ ଭାରତ? ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୯: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ। ପୁଟିନଙ୍କ ଭାରତ ଗସ୍ତ ସମୟରେ ରୁଷିଆର ପଞ୍ଚମ ପିଢ଼ିର ଷ୍ଟେଲ୍ଥ ଫାଇଟର ଜେଟ…

ଘର ତିଆରି କରିବା ପାଇଁ ସରକାର ଦେବେ ଦେଢ ଲକ୍ଷ ଟଙ୍କା, ଜାଣନ୍ତୁ ଏହି ଯୋଜନାରେ କେମିତି ଉଠାଇବେ ଫାଇଦା

ନୂଆଦିଲ୍‌ଲୀ,୧୧।୯: ଯେଉଁମାନେ ସହରରେ ରହୁଛନ୍ତି, ବର୍ଷ ବର୍ଷ ଧରି ଭଡ଼ା ଘରେ ରହି ନିଜର ଏକ ଘର ତିଆରି କରିବାର ସ୍ୱପ୍ନ ଦେଖୁଛନ୍ତି, ସେମାନଙ୍କ ପାଇଁ ଏକ…

ବଡ଼ ସଫଳତା, ନାଗ-ଅହିରାଜ ବିଷକୁ ମାତ୍‌ ଦେବ ଲାବ୍‌ ନିର୍ମିତ ଆଣ୍ଟିଭେନମ୍‌!

ନୂଆଦିଲ୍ଲୀ, ୧୧ା୯ (ପି.ଟି.): ନାଗ, ଅହିରାଜ ଭଳି ସାପ ବିଷ ବିରୋଧରେ ସଂଗ୍ରାମ ପାଇଁ ଗବେଷକମାନେ ଏକ ନୂତନ ଲାବ୍‌-ନିର୍ମିିତ ‘ରିକମ୍ବିନାଣ୍ଟ ଆଣ୍ଟିଭେନମ୍‌’ ପ୍ରସ୍ତୁତ କରିଛନ୍ତି। ମୂଷାଙ୍କ…

ଭାରତର GDP ଅଭିବୃଦ୍ଧି ଦେଖି IMF ଛାନିଆ, କହିଲା ଫଳାଫଳ….

ନୂଆଦିଲ୍ଲୀ,୧୧ା୯: ଭାରତୀୟ ଅର୍ଥନୀତିକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସିକରେ ଦେଶର ବାସ୍ତବ GDP ବୃଦ୍ଧି ୭.୮…

ସାମାଜିକ ଗଣମାଧ୍ୟମ ବ୍ୟବହାରରେ ନାବାଳକଙ୍କ ସୁରକ୍ଷା ପ୍ରସଙ୍ଗ, କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୧ା୯: ସାମାଜିକ ଗଣମାଧ୍ୟମ ବ୍ୟବହାର କରୁଥିବା ନାବାଳକମାନଙ୍କ ପାଇଁ ସୁରକ୍ଷା ବ୍ୟବସ୍ଥା ଏବଂ ୧୮ବର୍ଷରୁ କମ୍‌ ବୟସର ପିଲାଙ୍କ ସହିତ କୌଣସି ପ୍ଲାଟଫର୍ମ ଯେପରି ଚୁକ୍ତିବଦ୍ଧ ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?