Posted inରାଜ୍ୟ

ଶୃଙ୍ଖଳାର ସହ ଶେଷ ହେଲା ମହାପ୍ରଭୁଙ୍କ ଘୋଷଯାତ୍ରା: ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୨୩।୬: ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା ମଙ୍ଗଳବାର ଶୃଙ୍ଖଳାର ସହ ଠିକ ସମୟରେ ଶେଷ ହୋଇଛି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି। ବିଶେଷକରି ସେବାୟତ, ପୁରୀ ଜିଲା ପଶାସନ, ଶ୍ରୀମନ୍ଦିର ପ୍ରଶାସନ, ସ୍ବାସ୍ଥ୍ୟ ବିଭାଗ ଓ ପୋଲିସକୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି । ଏହା ସହିତ ପୁରୀର ଜନସାଧାରଶକୁ ସେମାନଙ୍କ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ସାଧୁବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

NEET ମାମଲାରେ ଟେଲିଗ୍ରାମ ବନାମ ସରକାର: ସରକାର ହ୍ବାଟସଆପ-ଫେସବୁକକୁ ଛାଡି କେବଳ ଟେଲିଗ୍ରାମକୁ କାହିଁକି ବ୍ୟାନ କଲେ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୧୮।୬: NEET ପେପର୍‌ ଲିକ ମାମଲା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, ଭାରତ ସରକାର ବୁଧବାର ଟେଲିଗ୍ରାମ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ଲଗାଇଛନ୍ତି। ଜୁନ ୨୨…

୨୦୨୭ ଆଇପିଏଲ୍‌ ଆଗୁଆ ହୋଇପାରେ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୮ା୬- ମେ’ ମାସର ଅତ୍ୟଧିକ ଗ୍ରୀଷ୍ମ ପ୍ରବାହରୁ ବର୍ତ୍ତିବା ଲାଗି ବିସିସିଆଇ ଆଇପିଏଲ୍‌କୁ ଆଗୁଆ କରିବାକୁ ଯୋଜନା ଚଳାଇଛି। ଆସନ୍ତା ବର୍ଷଠାରୁ ପରବର୍ତ୍ତୀ ସଂସ୍କରଣ ଲାଗି ମାର୍ଚ୍ଚ…

୯ମ ଶ୍ରେଣୀ ଛାତ୍ରୀଙ୍କୁ ବେଙ୍ଗାଲୁରୁ ନେଇ ଅପହରଣ ପରେ ବଳାତ୍କାର: ୨ ବର୍ଷ ପରେ ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି, ୧୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳରେ ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର କରିବା ଘଟଣାରେ ପୋଲିସକୁ ଏକ ବଡ଼…

ମ୍ୟାଚ୍‌ ପୂର୍ବରୁ ଟ୍ରେନିଂ କ୍ୟାମ୍ପ ପାଖରେ ଖସିଲା ଡ୍ରୋନ

ଗୁଆଡାଲାଜାରା,୧୮ା୬: ମେକ୍ସିକୋ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଦକ୍ଷିଣ କୋରିଆର ଜାତୀୟ ଫୁଟବଲ ଦଳର ଟ୍ରେନିଂ କ୍ୟାମ୍ପ ପାଖରେ ଗୁରୁବାର ଉଡ଼ୁଥିବା ଏକ ଡ୍ରୋନକୁ ମେକ୍ସିକାନ ସାମରିକ ବାହିନୀ…

ଭାଜପାରେ ଯୋଗଦେବେ ହେମନ୍ତ ସୋରେନ! NDA ବିଧାୟକ ଦେଲେ ବଡ଼ ଅଫର

ରାଞ୍ଚି,୧୮।୬: ଝାଡ଼ଖଣ୍ଡରେ ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ପରେ, ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ପରିମଳ ନାଥୱାନୀ ବିଜୟୀ ହୋଇଥିଲେ। କଂଗ୍ରେସକୁ ଝଟକା ଲାଗିଥିଲା କାରଣ…

ଘସିପୁରା ପୋଲିସକୁ ଆକ୍ରମଣ-ଦାଦାଗିରି: ୧୮ ଦିନ ପରେ ମୁଖ୍ୟ ଅଭିଯୁକ୍ତ ଗିରଫ

ହାଟଡିହୀ,୧୮।୬(ଶୁଭକାନ୍ତ ନାୟକ): କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ ଓ ଧମକ ଚମକ ଦେବା ଘଟଣାରେ ଶେଷରେ ପୋଲିସକୁ ମିଳିଛି ବଡ଼ ସଫଳତା। କେନ୍ଦୁଝର ଜିଲା ଘସିପୁରା ଥାନା…

Video: ପ୍ରକୃତ ବିଜୟ ପୂର୍ବରୁ ଉତ୍ସବ ପାଳିଲେ ଖେଳାଳି, ତା’ପରେ ପୁଣି ପଡ଼ିଆକୁ ଫେରିଲେ, ହେଲେ ପୂର୍ବରୁ ଷ୍ଟମ୍ପଗୁଡ଼ିକୁ ଟାଣି ସାରିଥିଲେ

ନୂଆଦିଲ୍ଲୀ,୧୮।୬: ଛତିଶଗଡ଼ କ୍ରିକେଟ ପ୍ରିମିୟର ଲିଗର ତୃତୀୟ ସଂସ୍କରଣରେ ଶେଷ ଓଭରର ଘଟଣାଗୁଡ଼ିକ ବହୁତ ମଜାଦାର ଥିଲା। ପରାଜିତ ଦଳ ସ୍ବାଭାବିକ ଭାବରେ ନିରାଶ ହୋଇଥିଲେ ମଧ୍ୟ,…

ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଏୟାରବ୍ୟାଗ ଯୋଗୁ ଟଳିଲା…

କେନ୍ଦୁଝର,୧୮।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ସଡ଼କ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। କେନ୍ଦୁଝର ଦେଇ ୪୯ ନଂ ଜାତୀୟ ରାଜପଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri