ଶେରଗଡ଼ରେ ଜଳମଗ୍ନ ଚାଷଜମି, ଝିଣ୍ଟିକା ଦଳ ଦେଖି ଫେରିଲେ କୃଷି ବିଭାଗ ଅଧିକାରୀ

ଶେରଗଡ଼,୧୫ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ର ଜଳମଗ୍ନ ଚାଷଜମି ଓ ଝିଣ୍ଟିକା ଦଳ ଦେଖି କୃଷି ବିଭାଗର ଅଧିକାରୀମାନେ ଫେରିଯାଇଛନ୍ତି। କୃଷି ଜିଲା ଅଧିକାରୀ ପ୍ରଶାନ୍ତ କୁମାର ପଟ୍ଟନାୟକ, ବ୍ଲକ କୃଷି ଅଧିକାରୀ ଅଜୟ କୁମାର ନାୟକ, ପିତ୍ତଳ କୃଷି ଅଧିକାରୀ ବିଶ୍ୱନାଥ ବେହେରା, ଗ୍ରାମସେବକ ଅରୁଣ କୁମାର ପ୍ରଧାନ ପ୍ରମୁଖ ଆନ୍ଧ୍ରବ୍ୟାଙ୍କ ନିକଟରେ ଥିବା ଗଛରେ ବହୁ ସଂଖ୍ୟାରେ ଝିଣ୍ଟିକା ଦେଖିବାକୁ ପାଇଥିଲେ। ତେବେ ଏଗୁଡ଼ିକ ପଙ୍ଗପାଳ ନୁହନ୍ତି ବୋଲି ଉକ୍ତ ଦଳ ସ୍ପଷ୍ଟ କରିଛନ୍ତି। କିଛି ବଡ଼ ପ୍ରଜାତିର ଝିଣ୍ଟିକା। ଚାଷୀମାନେ ଭୟ କରିବାର କିଛି କାରଣ ନାହିଁ ବୋଲି ଉକ୍ତ ଟିମ୍‌ର କର୍ମକର୍ତ୍ତାମାନେ କହିଥିଲେ। ଏହାପରେ ଶେରଗଡ଼ କଳିଙ୍ଗ ବୈଶ୍ୟ ଭବନ ସମ୍ମୁଖରେ ୫୦୦ ଏକର ଚାଷଜମିରେ ବର୍ଷାଜଳ ଜମିରହିଥିବା ଦେଖିଥିଲେ। ଜବରଦଖଲକାରୀଙ୍କ ଯୋଗୁ ଏପରି ପରିସ୍ଥିତି ଉପୁଜିଥିବାରୁ ସେମାନଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଆଯିବା ସହ ନାଳ ସଫେଇ ବ୍ୟବସ୍ଥା କରାଯିବ ବୋଲି ଉକ୍ତ ଟିମ୍‌ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri