ଶେରଗଡ଼ରେ ପହଞ୍ଚିଲେ ୧୬ଜଣ ବାହାର ରାଜ୍ୟ ଫେରନ୍ତା: ତଦାରଖ କଲେ ବିଡିଓ, ତହସିଲଦାର

ଶେରଗଡ଼, ୨୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକରେ ଗୁରୁବାର ସନ୍ଧ୍ୟାରେ ବାହାର ରାଜ୍ୟରୁ ୧୬ଜଣ ବ୍ୟକ୍ତି ଆସି ପହଞ୍ଚିଛନ୍ତି। ସେମାନଙ୍କୁ ନିକଟସ୍ତ ଉଚ୍ଚ ବିଦ୍ୟାଳୟ ଆଇସୋଲେଶନ ଗୃହରେ ରଖାଯାଇଛି। ଏ ନେଇ ବିଡିଓ ସୁରଞ୍ଜନ କୁମାର ସାହୁ ଓ ତହସିଲଦାର ଡ. ଦୟାସିନ୍ଧୁ ପରିଡା ଉକ୍ତ ଆଇସୋଲେଶନ କେନ୍ଦ୍ରଗୁଡିକୁ ଶୁକ୍ରବାର ତଦାରଖ କରି ଫେରିଛନ୍ତି। ବାହାର ରାଜ୍ୟରୁ ଫେରିଥିବା ୧୬ ବ୍ୟକ୍ତି ୧୪ ଦିନ ପର୍ଯ୍ୟନ୍ତ ଉକ୍ତ ଆଇସୋଲେଶନ କେନ୍ଦ୍ରରେ ରହିବେ। ସେମାନଙ୍କର ଖାଇବା ଓ ରହିବା ବ୍ୟବସ୍ଥା ପଞ୍ଚାୟତ ପକ୍ଷରୁ କରାଯାଇଛି। ୧୪ଦିନ ପରେ ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ଘରକୁ ଚଢ଼ାଯିବ ବୋଲି ବିଡିଓ ସାହୁ କହିଛନ୍ତି। ଏନେଇ ଦୁଇ ଅଧିକାରୀ କୁମାରପାଣି, କରଡ଼ାକଣା, କୁରୁଲା, ଅଲାରିଗଡ଼, ନରେନ୍ଦ୍ରପୁର ପଞ୍ଚାୟତକୁ ଯାଇ ତଦାରଖ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୦୪କୁ ଦିନକୁ ଆସୁଛି ୩ଶହ ଫେକ୍‌ କଲ୍‌

ଭୁବନେଶ୍ୱର,୧୨ା୮(ବ୍ୟୁରୋ): ମାଡାମ୍‌ ନମସ୍କାର, ଆମ ଘର ଗଳି ପଡିଛି, ମାଡାମ କରୋନା ଭାଇରସ୍‌ ମୋତେ ଧୋକା ଦେଇଛି, ଶହେ ଟଙ୍କା ଦିଅ ମୁଁ ମଦ ପିଇବି...

ଅଜଣା ଗାଡ଼ି ଧକ୍କାରେ ୨ ମୃତ, ଜଣେ ଗୁରୁତର

ସୋର,୩୧।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ଶପୁଲିଆଠାରେ ଶୁକ୍ରବାର ଏକ ଅଜଣା ଗାଡ଼ି ଧକ୍କାରେ ୨ ଜଣଙ୍କ ମୃତ୍ୟୁ...

ମୋଟାଗୁଡ଼ା ଜଙ୍ଗଲରେ ଶ୍ରମିକଙ୍କୁ ହତ୍ୟା ଘଟଣା : ଅଭିଯୁକ୍ତଙ୍କୁ କୋର୍ଟଚାଲାଣ

ଭବାନୀପାଟଣା,୩୦ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣାର ମୋଟାଗୁଡା ଜଙ୍ଗଲରେ ଜଣେ ଶ୍ରମିକଙ୍କୁ ବାଡ଼ିରେ ପିଟି ହତ୍ୟା କରିବା ମାମଲାରେ ପୋଲିସ ଅଭିଯୁକ୍ତ କାଠବେପାରୀଙ୍କୁ ଗିରଫ କରି କୋର୍ଟଚାଲାଣ...

ଆଉଟ୍‌ଡୋର ଟିକଟ ପାଇଁ ଧାଡ଼ିରେ ଠିଆ ହୋଇଥିଲେ ଲୋକେ, ମାଡ଼ିଗଲା ମେଡିକାଲ ଗାଡ଼ି

ଭଦ୍ରକ ଅଫିସ,୧ା୬: ଆଉଟ୍‌ଡୋର ଟିକଟ ପାଇଁ ଧାଡ଼ିରେ ଠିଆ ହୋଇଥିବା ଲୋକଙ୍କ ଉପରେ ଚଢ଼ିଗଲା ମେଡିକାଲ ଗାଡ଼ି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଭଦ୍ରକ...

୯୩୪୬ ଶିଶୁଙ୍କୁ ଅନାଥ କରିଛି କରୋନା: ଉତ୍ତରପ୍ରଦେଶରେ ସର୍ବାଧିକ…

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନା ସଂକ୍ରମଣ ଯୋଗୁ ୯୩୪୬ ଶିଶୁ ମାତାପିତାଙ୍କୁ ହରାଇ ଅନାଥ...

ବନ୍ୟପ୍ରାଣୀ ଡିଭିଜନ କାର୍ଯ୍ୟାଳୟ ସମ୍ମୁଖରେ ମତ୍ସ୍ୟଜୀବୀ ସଂଘର ବିକ୍ଷୋଭ

ରାଜନଗର,୨୯।୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବନ୍ୟପ୍ରାଣୀ ଡିଭିଜନ କାର୍ଯ୍ୟାଳୟ(ଡିଏଫ୍‌ଓ) ସମ୍ମୁଖରେ ଅଖିଳ ଓଡ଼ିଶା ମତ୍ସ୍ୟ ଉତ୍ପାଦକ ମହାସଂଘ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଗହୀର...

ଅଗଷ୍ଟ ୧ରୁ କଲେଜ ପାଠପଢ଼ା

ନୂଆଦିଲ୍ଲୀ,୩୦ା୪: ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ୨୦୨୦-୨୧ ଶିକ୍ଷାବର୍ଷ ଲାଗି ବୁଧବାର ନୂଆ ଗାଇଡ୍‌ଲାଇନ ଜାରି କରିଛି। ଏହି ଗାଇଡ୍‌ଲାଇନ ଅନୁଯାୟୀ ପୁରୁଣା ଛାତ୍ରୀଛାତ୍ରଙ୍କ ପାଠପଢ଼ା...

ଜୁଲାଇ ୩୧ ଯାଏ ସମ୍ବଲପୁର ଶଟ୍‌ଡାଉନ୍‌

ସମ୍ବଲପୁର, ୨୧।୭(ବ୍ୟୁରୋ): କରୋନା ସଂକ୍ରମଣ ରୋକିବା ପାଇଁ ସମ୍ବଲପୁର ଜିଲାକୁ ୧୦ ଦିନ ସଟ୍‌ଡାଉନ ଘୋଷଣା କରିଛନ୍ତି ଜିଲାପାଳ। ବୁଧବାରଠାରୁ ଜୁଲାଇ ୩୧ ଯାଏ ଏହି...

Advertisement
Archives

Model This Week