ଶେରଗଡ଼ରେ ବିଶୋଧନ ପ୍ରକ୍ରିୟା ଆରମ୍ଭ

ଶେରଗଡ଼,୧୦।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ଅଞ୍ଚଳରେ ଶୁକ୍ରବାରଠାରୁ ଅଗ୍ନିଶମ ବିଭାଗ ପକ୍ଷରୁ ବିଶୋଧନ ପ୍ରକ୍ରିୟା ଆରମ୍ଭ ହୋଇଛି। ବିଡିଓ ସୁରଞ୍ଜନ କୁମାର ସାହୁ, ତହସିଲଦାର ଡ. ଦୟାସିନ୍ଧୁ ପରିଡ଼ାଙ୍କ ନିର୍ଦ୍ଦେଶ କ୍ରମେ ପ୍ରଥମେ ଶେରଗଡ଼ ମେଡିକଲ,ଏଟିଏମ୍‌ କାଉଣ୍ଟର, ବଜାରରେ ଥିବା ମୁଖ୍ୟ ସ୍ଥାନଗୁଡିକୁ ବିଶୋଧନ କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୋର୍ଡ ଅଫ୍‌ ରେଭିନ୍ୟୁ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

କଟକ ଅଫିସ,୧୫।୨- କଟକସ୍ଥିତ ବୋର୍ଡ ଅଫ୍‌ ରେଭିନ୍ୟୁ କାର୍ଯ୍ୟାଳୟର ତୃତୀୟ ମହଲାରେ ଶନିବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଦିବା ପ୍ରାୟ ସାଢ଼େ ୧୨ଟା ବେଳେ ତୃତୀୟ...

ମହିଳାଙ୍କୁ ଯୌତୁକ ନିର୍ଯାତନା ଅଭିଯୋଗ, ସ୍ବାମୀ ଅଟକ

ବୁଗୁଡ଼ା,୨୫ା୮(ଡି.ଏନ.ଏ.)-ବୁଗୁଡ଼ା ଥାନା ବେତାରସିଙ୍ଗି ଗ୍ରାମରେ ଜଣେ ମହିଳାଙ୍କୁ ଯୌତୁକ ନିର୍ଯାତନା ଦେଇଥିବା ନେଇ ଶନିବାର ରାତିରେ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପ୍ରକାରେ ବୁଗୁଡ଼ା ପୋଲିସ...

କରୋନାରୁ ରକ୍ଷା ପାଇଁ ପୂଜାର୍ଚ୍ଚନା

ଖଇରା, ୨୬ା୩(ଡି.ଏନ.ଏ.)-ଏବେ କରୋନା ଭୂତାଣୁକୁ ନେଇ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି ହୋଇଛି। ଲୋକେ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରୁଥିବା ବେଳେ ଅନ୍ୟପଟେ ଏଥିରୁ...

ଭୋକିଲାଙ୍କୁ ରନ୍ଧା ଖାଦ୍ୟ ବାଣ୍ଟିଲା ପୋଲିସ

ବଲାଙ୍ଗୀର ଅଫିସ, ୧ା୪- ବଲାଙ୍ଗୀର ପୋଲିସ ଟିମ୍‌ ଲକ୍‌ ଡାଉନ୍‌ ସମୟରେ ଗରିବ ଓ ଅସହାୟ ଲୋକଙ୍କୁ ଖାଦ୍ୟ ବଣ୍ଟନ କରି ମାନବିକତାର ପରିଚୟ ଦେଇଛନ୍ତି...

ଭୀମ୍‌ସାର: ଫେରିଯିବ କ୍ୟାନ୍‌ସର କେୟାର ସେଣ୍ଟର ପାଇଁ ଆସିଥିବା ୪୫ କୋଟି ଟଙ୍କା

ସମ୍ବଲପୁର,୧।୬(ବ୍ୟୁରୋ) ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ(ଭୀମ୍‌ସାର)ରେ ଏକ କ୍ୟାନ୍‌ସର କେୟାର ସେଣ୍ଟର ଖୋଲିବା ପାଇଁ...

ଶ୍ରେଣୀଗୃହ ଅଭାବ, ବାରଣ୍ଡାରେ ପାଠପଢ଼ା

ତିହିଡ଼ି, ୪।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ କୋହ୍ଲ ମଧ୍ୟଇଂରାଜୀ (ଏମ୍‌ଇ) ସ୍କୁଲରେ ଶ୍ରେଣୀଗୃହ ଅଭାବ ଦେଖାଦେଇଛି। ଫଳରେ ଛାତ୍ରୀଛାତ୍ର ବାରଣ୍ଡାରେ...

ବେଆଇନ କରତକଳ ଉପରେ ଚଢ଼ାଉ : ୩ ମାଲିକଙ୍କ ସମେତ ୧୧ ଅଟକ

ଭୋଗରାଇ, ୨୮।୯(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ୩ଟି ବେଆଇନ କରତକଳ ଉପରେ ଶନିବାର ଟାସ୍କଫୋର୍ସ ଓ ପୋଲିସ୍‌ ଆକସ୍ମିକ ଭାବେ ଚଢ଼ାଉ କରିଛି।...

ଆର୍‌ଏଓ୍ବାଇ ଘର ପ୍ରଦାନ ପାଇଁ ଦାବିପତ୍ର

ବ୍ରହ୍ମପୁର ଅଫିସ,୨୨।୮: ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) ୪ ନଂ ଓ୍ବାର୍ଡ ଅନ୍ତର୍ଗତ ପିଚିପିଚା ନଗରର ପ୍ରାୟ ୪୦ ପରିବାରଙ୍କୁ ରାଜୀବ ଆବାସ ଯୋଜନାରେ ଗୃହ ପ୍ରଦାନ...

Advertisement


Archives

Model This Week

Why Dharitri