ଶେରଗଡ଼ ଛକରେ ଚୋରି: ଶଟର ଭାଙ୍ଗି କଳାକନା ବୁଲାଇଲେ ଦୁର୍ବୃତ୍ତ

ରେମୁଣା,୧।୧୧(ଡି.ଏନ.ଏ.)-ରେମୁଣା ବ୍ଲକ ଖନ୍ତାପଡ଼ା ଥାନା ଅଧୀନ ଶେରଗଡ଼ ଛକରେ ଲୁଟେରାମାନେ ଆତଙ୍କ ଖେଳାଇଛନ୍ତି। ପୋଲିସକୁ ଚ୍ୟାଲେଞ୍ଜ କରି ଅପରାଧୀମାନେ ଗୋଟିଏ ଗୋଟିଏ ଅପରାଧ ଘଟାଇ ଚାଲିଛନ୍ତି। ଗତ ମାସରେ ଦିନ ଦ୍ୱିପ୍ରହର ସମୟରେ ଜଣେ ଦୋକାନୀଙ୍କୁ ଗୁଳି ମାରି ୫ଜଣ ଯୁବକ ଫେରାର ହୋଇଯାଇଥିଲେ ମଧ୍ୟ ପୋଲିସ ଏଯାଏ ସେମାନଙ୍କ ଟେର ପାଇପାରିନି। ଏହାପରେ ଏକାଧିକ ଛିନ୍‌ତାଇ ଘଟଣାରେ ମଧ୍ୟ ଅପରାଧୀଙ୍କୁ ପୋଲିସ ଖୋଜିପାରିନି। ଗୁରୁବାର ରାତିରେ ରାମଚନ୍ଦ୍ର ପାତ୍ର ନାମକ ଜଣେ ଗ୍ରୋଶରୀ ଦୋକାନୀ ଦୋକାନ ବନ୍ଦ କରି ଘରକୁ ଯାଇଥିଲେ। ଶୁକ୍ରବାର ସକାଳେ ସେ ଦୋକାନକୁ ଆସିବା ପରେ ଶଟର ଭଙ୍ଗାଯାଇଥିବା ଦେଖିଥିଲେ। ଦୁର୍ବୃତ୍ତମାନେ ଦୋକାନରେ କଳାକନା ବୁଲାଇ ଦେଇଥିବା ରାମଚନ୍ଦ୍ର ଅଭିଯୋଗ କରିଛନ୍ତି। ଫାଣ୍ଡି ଠାରୁ ମାତ୍ର ଶହେ ମିଟର ଦୂରରେ ଏହି ଦୋକାନ ଥିଲେ ମଧ୍ୟ ଏହି ଘଟଣା ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ନିର୍ମାଣର ୫ମାସ ମଧ୍ୟରେ ରାସ୍ତାରୁ ଉଠି ଗଲାଣି ପିଚୁ, ଭିଜିଲାନ୍ସ ତଦନ୍ତ ପାଇଁ ଦାବି

କୋକସରା,୧୯।୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ବର୍ଷରୁ ମରାମତି ଅଭାବ କାରଣରୁ କୋକସରା ବ୍ଲକ ବଡ଼କେନ୍ଦୁଗୁଡା ବଜାର ପଡିଆ ଛକ ବିଜୁ ଏକ୍ସପ୍ରେସୱେରୁ ବିଜମରା ଭାୟା ବୋବରିଆ…

ନିୟମ କଡ଼ାକଡ଼ି କଲେ ଉପଜିଲାପାଳ; ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ମନା, ପାଳନ ନକଲେ….

ଗୁଣପୁର,୧୯।୮(ସୁଜାତା ପାଢ଼ୀ)- ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଛି । ରାୟଗଡ଼ା ଜିଲା ଗୁଣପୁର ଉପଖଣ୍ଡର ବିଭିନ୍ନ ସାର୍ବଜନୀନ ସ୍ଥାନ, ସରକାରୀ କାର୍ଯ୍ୟାଳୟ…

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

ତୁମୁଡିବନ୍ଧ BJDରେ ନୂଆ ନେତୃତ୍ୱ: ମଙ୍ଗ ଧରିଲେ କୁନା ଦଣ୍ଡସେନା ଓ ଯୋହନ ବାରିକ

ତୁମୁଡିବନ୍ଧ,୧୯ା୮(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବିଜୁ ଜନତା ଦଳର ବ୍ଲକ ସ୍ତରୀୟ ଏକ ବୈଠକ ବୁଧବାର ପୂର୍ବାହ୍ନ ୧୦ଘଣ୍ଟା ସମୟରେ ମୁଣ୍ଡିଗଡ଼ ସେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri