ଶେରଗଡ଼ ତହସିଲଦାରଙ୍କ ହୋଟେଲ ଫାଷ୍ଟଫୁଡ଼ ଦୋକାନରେ ଚଢ଼ାଉ: ନିତ୍ୟ ବ୍ୟବହାର୍ଯ୍ୟ ଜିନିଷକୁ ଚଢ଼ା ଦରରେ ବିକିଲେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ

ଶେରଗଡ଼,୧୭।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ତହସିଲଦାର ଡ.ଦୟାସିନ୍ଧୁ ପରିଡା ଶେରଗଡ଼ ବଜାରରେ ଥିବା ଫାଷ୍ଟଫୁଡ଼ ଦୋକାନ, ହୋଟେଲ, ମଦ ଦୋକାନରେ ଚଢ଼ାଉ କରିଛନ୍ତି। ଶେରଗଡ଼ ଚାରିଛକ, ତିନିଛକ, ବଜାର ଛକ, କାଳିଆ ହୋଟେଲ ଛକରେ ରହି ଲୋକମାନଙ୍କୁ ସଚେତନ କରିବା ସହ ୧୪୪ଧାରା ସଂପର୍କରେ ବୁଝାଇଛନ୍ତି। ଗହଳି ନ କରିବାକୁ ପରାମର୍ଶ ଦେଇଛନ୍ତି । ମଙ୍ଗଳବାର ସକାଳେ ତହସିଲଦାର ପରିଡା ତେଜରାତି ଦୋକାନ, ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ଦୋକାନକୁ ଛାଡି ଆଉ ସମସ୍ତ ଦୋକାନଗୁଡିକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେବା ସହ ବନ୍ଦ ହେଲା ନା ନାହିଁ ଦେଖୁଛନ୍ତି। ନିତ୍ୟ ବ୍ୟବହାର୍ଯ୍ୟ ଜିନିଷକୁ ଚଢ଼ା ଦରରେ ବିକିଲେ ବ୍ୟବସାୟୀଙ୍କ ବିରୋଧରେ କଡ଼ା କାର୍ଯ୍ୟନୁଷ୍ଠାନ ନିଆଯିବ ବୋଲି ବ୍ୟବସାୟୀଙ୍କୁ ଚେତାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉଧେଇ ପାରୁନି ବେଦ ବିଦ୍ୟାଳୟ

କେନ୍ଦୁଝର, ୩ା୮ (ସ୍ବ.ପ୍ର.) -କେନ୍ଦୁଝର ପୁରୁଣା ବଜାର ନିକଟ ସିଦ୍ଧମଠଠାରେ ୨୦୦୪ରୁ ଗଢି ଉଠିଥିବା ବେଦ ବିଦ୍ୟାଳୟ ପ୍ରୋତ୍ସାହନ ଅଭାବରୁ ଆଗକୁ ବଢି ପାରୁନାହିଁ ା...

ଜୀବିକାରେ ପରିବର୍ତ୍ତନ ଆଣିଛି ପୋଖରୀ ଚାଷ

ଯୋଡ଼ା,୨୦।୮(ଡି.ଏନ.ଏ.): ଟାଟା ଷ୍ଟିଲ୍‌ ଲିମିଟେଡ୍‌ ସିଏସଆର ସଂସ୍ଥା ଟାଟା ଷ୍ଟିଲ ଫାଉଣ୍ଡେସନ (ଟିଏସ୍‌ଏଫ) କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲାର ଚାଷୀଙ୍କ ପାଇଁ ଉନ୍ନତିମୂଳକ କାର୍ଯ୍ୟ ଚଳାଇ...

ଅବହେଳାରୁ ଅବ୍ୟବହୃତ

ଭୁବନ, ୯।୧(ଡି.ଏନ.ଏ.) ନୂଆ ରଙ୍ଗରେ ଝଲସୁଛି। ବାହାରୁ ଦେଖିଲେ ଯେ କେହି ଖୁସି ହୋଇଯିବ। ହେଲେ ପାଖକୁ ଆସି ଦେଖିଲେ ସବୁ ଓଲଟା। ଚିକିମିକିଆ ଚୂନ...

ଜୋନ ନଂ. ୧୪,୧୫ ପାଇଁ ପାର୍ଥିପତ୍ର ଦାଖଲ

ଗଞ୍ଜାମ,୨୧।୧(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକର ୧୪ ଓ ୧୫ ନମ୍ବର ଜୋନ ପାଇଁ ସସ୍ମିତା ସ୍ବାଇଁ ଏବଂ ସନାତନ ବେହେରା ପାର୍ଥିପତ୍ର ଦାଖଲ କରିଥିବା ଜଣାପଡ଼ିଛି। ଶୁକ୍ରବାର...

ମଧ୍ୟାହ୍ନ ଭୋଜନ ଖାଇ ୨୨ ଛାତ୍ରୀଛାତ୍ର ଅସୁସ୍ଥ

ସମ୍ବଲପୁର/କୁଚିଣ୍ଡା,୧୬।୯ (ବ୍ୟୁରୋ/ଡି.ଏନ.ଏ.):ସମ୍ବଲପୁର ଜିଲା ବାମରା ବ୍ଲକ ଜରାବଗା ଗ୍ରାମ ପଞ୍ଚାୟତ ଚାଲଟିକ୍ରା ପ୍ରାଥମିକ ବିଦ୍ୟାଳୟରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି । ୨୨ ଜଣ...

ଜଏଣ୍ଟ ଏନ୍‌ଫୋର୍ସ ମେଣ୍ଟ ଟିମ୍‌ର ଚଢ଼ାଉ : ୭ ହଜାରରୁ ଊର୍ଦ୍ଧ୍ୱ ତଣ୍ଡ ଗଣିଲେ ଦୋକାନୀ

ପାଟଣା,୩୦ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଓ ମଲ୍ଲିପଶି ବଜାରରେ ଶୁକ୍ରବାର ଜଏଣ୍ଟ ଏନ୍‌ଫୋର୍ସ ମେଣ୍ଟ ଟିମ୍‌ ଚଢ଼ାଉ କରିଥିଲା। ୨୨ଟି ଦୋକାନରେ ଚଢ଼ାଉ କରି ବିପୁଳ...

ବଲାଙ୍ଗୀରରେ ଜାରିହେଲା ଦୁଇଦିନିଆ ଶଟ୍‌ଡାଉନ୍

ବଲାଙ୍ଗୀର ଅଫିସ,୬ା୬: କରୋନା ସଂକ୍ରମଣ ରୋକିବା ଲାଗି ସରକାର ରାଜ୍ୟର ୧୧ଟି ଜିଲାରେ ଜୁନ୍‌ ମାସର ପ୍ରତ୍ୟେକ ଶନିବାର ଓ ରବିବାରକୁ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି...

ଆରମ୍ଭ ହେଲା ‘ଛେରାପହଁରା’

ପୁରୀ ଅଫିସ,୧।୭: ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଦୀର୍ଘ ଦୁଇ ବର୍ଷ ପରେ ବଡ଼ଦାଣ୍ଡରେ ଭକ୍ତ ଓ ଭଗବାନଙ୍କ ମିଳନ ହୋଇଛି। ଚତୁର୍ଦ୍ଧାମୂର୍ତ୍ତି ପହଣ୍ଡି ବିଜେ...

Advertisement
Archives

Model This Week