ଶେରଗଡ଼ ତହସିଲ କାର୍ଯ୍ୟର ସମୀକ୍ଷା କଲେ ଆର୍‌ଡିସି

ଶେରଗଡ଼,୨ା୮(ଡି.ଏନ.ଏ.)- ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ଟି. ଆପନ୍ନା ଆଓ ଶୁକ୍ରବାର ଶେରଗଡ଼ ତହସିଲ କାର୍ଯ୍ୟର ସମୀକ୍ଷା କରିଛନ୍ତି। ପୂର୍ବାହ୍ନ ପ୍ରାୟ ୧୧ଟାବେଳେ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚତ୍ଥିଲେ। ଶେରଗଡ଼, ଧନନ୍ତର, ଗୋବିନ୍ଦପୁର ରାଜସ୍ବ ସର୍କଲର ବହୁ ଲୋକଙ୍କୁ ଆର୍‌ଡିସି ପଟ୍ଟା ବଣ୍ଟନ କରିଥିଲେ। ଏହାପରେ ଆର୍‌ଡିସି ତହସିଲଦାରଙ୍କ ପ୍ରକୋଷ୍ଠରେ ତହସିଲ କାର୍ଯ୍ୟର ସମୀକ୍ଷା କରିଥିଲେ। ଲୋକମାନଙ୍କୁ ଉପଯୁକ୍ତ ସେବା ଯୋଗାଇ ଦେବାକୁ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ନିୟମିତ ଜନସେବା କେନ୍ଦ୍ରଗୁଡିକ ଯାଞ୍ଚ କରି ଲୋକଙ୍କୁ ଦିଆଯାଉଥିବା ସେବା ଉପରେ ନଜର ରଖିବାକୁ କହିଥିଲେ। ସମୀକ୍ଷା ସମୟରେ ସବ୍‌ରେଜଷ୍ଟ୍ରାର କାର୍ଯ୍ୟାଳୟର ବିଭିନ୍ନ ଜମିଜମା ରେଜିଷ୍ଟ୍ରେସନ ଉପରେ ପଚାରି ବୁଝିଥିଲେ। ଉକ୍ତ ସମୀକ୍ଷା ସମୟରେ ତହସିଲଦାର ଡ. ଦୟାସିନ୍ଧୁ ପରିଡା, ଅତିରିକ୍ତ ତହସିଲଦାର ଆଶୋକ କୁମାର ମଲ୍ଲିକଙ୍କ ସମେତ ତହସିଲର ସମସ୍ତ କର୍ମଚାରୀ, ସବ୍‌ରେଜଷ୍ଟ୍ରାର କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାମରେ ଲାଗୁନି ପାନୀୟ ଜଳ ଯୋଗାଣ ପ୍ରକଳ୍ପ

ଚଣ୍ଡିଖୋଲ,୧୫ା୧୨(ଡି.ଏନ.ଏ.): ବଡ଼ଚଣା ବ୍ଲକ ଅଧୀନ ବାଲିପଡ଼ିଆ ପଞ୍ଚାୟତରେ ନିର୍ମିତ ପାନୀୟ ଜଳ ଯୋଗାଣ ପ୍ରକଳ୍ପଟି କାମରେ ଲାଗୁନି। ୨୦୧୮-୧୯ରେ ୧ କୋଟି ୩୦ ଲକ୍ଷ ଟଙ୍କା...

ବିଧାୟକ ପ୍ରଦୀପଙ୍କ ଜାମିନ ଆବେଦନ ମାମଲା: କେସ୍‌ ଡାଏରି ଦାଖଲ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୫।୧(ଡି.ଏନ.ଏ.): ପୂର୍ବତନ ମନ୍ତ୍ରୀ ତଥା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ ଆବେଦନର ଶୁଣାଣି ସୋମବାର ହାଇକୋର୍ଟରେ ହୋଇଥିଲା। ହାଇକୋର୍ଟ ବିଚାରପତି ଜଷ୍ଟିସ୍‌ ଦେବବ୍ରତ...

ଘରେ ଚାଲିଥିଲା ନକଲି ମୋବିଲ କାରଖାନା

ରାଉରକେଲା ଅଫିସ,୨୧।୩: ସୁନ୍ଦରଗଡ଼ ଜିଲା ରାଉରକେଲାସ୍ଥିତ ନାଳରୋଡ଼ ଅଞ୍ଚଳରେ ମଙ୍ଗଳବାର ନକଲି ମୋବିଲ କାରଖାନା ଠାବ । ଉକ୍ତ ଅଞ୍ଚଳରେ ରହୁଥିବା ତାସଲିମ ଆରିଫ ନାମକ...

ଜରାଜୀର୍ଣ୍ଣ ଅବସ୍ଥାରେ ଗାନ୍ଧୀପାର୍କ

ଆଠମଲ୍ଲିକ, ୩୦।୭(ଡି.ଏନ.ଏ.)ଜନସାଧାରଣଙ୍କ ଚିତ୍ତବିନୋଦନ ଏବଂ ଅଞ୍ଚଳର ସୌନ୍ଦର୍ଯ୍ୟ ବୃଦ୍ଧି କରିବାକୁ ଆଠମଲ୍ଲିକ ସହର ପ୍ରବେଶ ଦ୍ୱାରରେ ନିର୍ମାଣ ହୋଇଥିଲା ଗାନ୍ଧୀପାର୍କ। ହେଲେ ପରିଚାଳନାଗତ ଅବ୍ୟବସ୍ଥାରୁ ଏହା...

କଟକରେ କରୋନାର ବିପରୀତ ଚିତ୍ର: ଅଧିକ ଆକ୍ରାନ୍ତ ହେଉଛନ୍ତି ଯୁବପିଢ଼ି

କଟକ ଅଫିସ,୧୬ା୮- ବୟସ୍କ ଓ ଶିଶୁମାନେ କରୋନା ଭୂତାଣୁର ଶିକାର ଶୀଘ୍ର ହୁଅନ୍ତି ବୋଲି ସ୍ବାସ୍ଥ୍ୟ ବିଭାଗ କହିଆସିଛି। କିନ୍ତୁ କଟକ ସହରରେ ଏହାର ବିପରୀତ...

ଅର୍ଥନୈତିକ କରିଡର ଲାଗି ଜମି ଅଧିଗ୍ରହଣ ନିଷ୍ପତ୍ତି

ଛତ୍ରପୁର,୯।୨(ଡି.ଏନ.ଏ) ଗଞ୍ଜାମ ଜିଲାରେ ଟାଟା ଷ୍ଟିଲ୍‌ ପ୍ରକଳ୍ପ ଠାରୁ ଗୋପାଳପୁର ବନ୍ଦର ପର୍ଯ୍ୟନ୍ତ ଅର୍ଥନୈତିକ କରିଡର ନିର୍ମାଣ ଲାଗି ଆବଶ୍ୟକ ହେଉଥିବା ୨୫.୯୨୨ ଏକର ଜମି...

ଆଠମଲ୍ଲିକ ଓ କିଶୋରନଗରରେ ବଢୁଛି ଗୋ-ଚାଲାଣ, ପ୍ରଶାସନ ନୀରବଦ୍ରଷ୍ଟା

ବଇଣ୍ଡା,୧୯।୫(ଡି.ଏନ.ଏ.)-ଅନୁଗୋଳ ଜିଲା ଆଠମଲ୍ଲିକ ଓ କିଶୋରନଗର ବ୍ଲକର ବିଭିନ୍ନ ଗ୍ରାମରୁ ବେଆଇନ ଭାବେ ଗୋ-ଚାଲାଣ ବୃଦ୍ଧି ପାଉଛି। ବିଶେଷ କରି ଗତ କିଛିମାସ ହେବ ଠାକୁରଗଡ଼,...

ହାଇଦ୍ରାବାଦରୁ ପଶ୍ଚିମବଙ୍ଗ ଚାଲିଚାଲି ଯାଉଥିଲେ, ସୋରଠାରେ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ସୋର,୨୯।୫(ଡି.ଏନ.ଏ.): ହାଇଦ୍ରାବାଦରୁ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା ଜଣେ ପ୍ରବାସୀ ଶ୍ରମିକଙ୍କ ସୋର ଜାତୀୟ ରାଜପଥ ବରଫକଳ ଛକଠାରେ ମୃତ୍ୟୁ ଘଟିଛି। ମୃତ ଶ୍ରମିକ ହେଲେ ପଶ୍ଚିମବଙ୍ଗର...

Advertisement
Archives

Model This Week