ଶେଷରେ ଅନନ୍ୟା

ଯାହାହେଉ ଶେଷରେ କରନ୍‌ ଟେନସନରୁ ମୁକ୍ତ ହେଲେ। କଥା କ’ଣ କି ତାଙ୍କର ଆଗାମୀ ଫିଲ୍ମ ‘ଫାଇଟର’ର ନାୟିକା କିଏ ହେବ ସେ ନେଇ ଅଡୁଆରେ ପଡିଥିଲେ ସେ। ପ୍ରଥମେ ଏଥିପାଇଁ ଆଲିୟା ଭଟ୍ଟଙ୍କୁ ଯୋଗାଯୋଗ କରାଯାଇଥିଲା। ହେଲେ ନିଜର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ ପାଇଁ ସେ ଏଥିରେ ଅଭିନୟ କରିବାକୁ ମନା କରିଦେଇଥିଲେ। ତା’ପରେ ଜାହ୍ନବୀ କପୁର, ସାରା ଅଲ୍ଲୀ ଖାନଙ୍କ ନାମକୁ ବିଚାର ପରିସରକୁ ନେଇଥିଲେ କରନ୍‌ ଜୋହର। ହେଲେ ସେମାନେ ମଧ୍ୟ ରାଜି ହୋଇ ନ ଥିଲେ। ଶେଷରେ ଅନନ୍ୟାଙ୍କୁ ଅଫର ଦିଆଯାଇଥିଲା ଏବଂ ସେ ଏଥିରେ ଅଭିନୟ କରିବାକୁ ରାଜି ହୋଇଛନ୍ତି। ଆକ୍ସନଭିତ୍ତିକ ଏହି ଫିଲ୍ମର ଲିଡ୍‌ ରୋଲ୍‌ରେ ଅଭିନୟ କରିବେ ବିଜୟ ବେଭେରାକୋଣ୍ଡା। ଫିଲ୍ମଟିର ନିର୍ଦ୍ଦେଶନା ଦେବେ ପୁରୀ ଜଗନ୍ନାଡ। ଏହି ଫିଲ୍ମ ପାଇଁ ନିଜକୁ ଫିଟ୍‌ ରଖିବାକୁ ବିଜୟ ବର୍ତ୍ତମାନ ବ୍ୟାଙ୍କକ୍‌ରେ ଅଛନ୍ତି। ଏହି ଚଳଚ୍ଚିତ୍ରଟି ଚଳିତ ବର୍ଷ ମେ’ ମାସରେ ରିଲିଜ ହେବାର ଯୋଜନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଗୀତ ଗାଇ ଚର୍ଚ୍ଚାରେ ଫର୍‌ମାନି

ମୁମ୍ବାଇ: ଫର୍‌ମାନି ନାଜ ଆଜିକାଲି ୟୁଟ୍ୟୁବ୍‌ ସେନ୍ସେସ ପାଲଟିଛନ୍ତି। ପ୍ରଥମେ ସେ ‘ହରହର ଶମ୍ଭୁ’ ଗାଇ ପ୍ରଶଂସକମାନଙ୍କ ଭଲପାଇବା ସାଉଁଟିବା ସହ ବିବାଦକୁ ମଧ୍ୟ ଆସିଥିଲେ।...

ବଲିଉଡ୍‌ର ଏହି ଲୋକପ୍ରିୟ ଗୀତ ଗାଇ ସମସ୍ତଙ୍କ ହୃଦୟ ଜିତିଲେ କୁନି ବାଳକ, ରବୀନା ଟଣ୍ଡନ କଲେ ପ୍ରଶଂସା

ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଜଣେ ବାଳକ ଫିଲ୍ମ ‘ବର୍ଡର’ର ଗୀତକୁ ଖୁବ୍‌ ସୁନ୍ଦର ଭାବରେ ଗାଉଥିବାର ନଜର ଆସିଛନ୍ତି।...

ଯାଆନ୍ତୁନି ଷ୍ଟାର କିଡଙ୍କ ଫିଲ୍ମ ଦେଖିବାକୁ : କରିନା

ମୁମ୍ବାଇ: ବଳିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ରହସ୍ୟଜନକ ଆତ୍ମହତ୍ୟା ପରେ ବଲିଉଡ୍‌ରେ ନେପୋଟିଜନ ବା ପ୍ରିୟାପ୍ରୀତି ପୋଷଣକୁ ନେଇ ଖୁବ୍‌ ଆଲୋଚନା ହେଉଛି। ଏଥିରେ...

କାଟ୍ରିନାଙ୍କ ଆଖିକୁ ନିଦ ନାହିଁ

ମୁମ୍ବାଇ: ଜୁନ୍‌ ୫ରେ ରିଲିଜ୍‌ ହେବାକୁ ଯାଉଛି କାଟ୍ରିନା କୈଫ୍‌ ଅଭିନୀତ ବଲିଉଡ୍‌ ଚଳଚ୍ଚିତ୍ର ‘ଭାରତ’। ଏଥିଲାଗି ତାଙ୍କ ଆଖିରେ ନିଦ ନ ଥିବା କାଟ୍ରିନା...

ବନ୍ୟା ପୀଡ଼ିତଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ଅକ୍ଷୟ

ମୁମ୍ବାଇ: ବଲିଉଡ୍‌ ଖିଲାଡି ବୟ ଏଭଳି ଏକ ଷ୍ଟାର, ଯିଏ ଆବଶ୍ୟକତା ପଡ଼ିଲେ ସବୁବେଳେ ସାହାଯ୍ୟ କରିବାକୁ ଆଗେଇ ଆସିଥାନ୍ତି। କିଛି ଦିନ ପୂର୍ବରୁ ଅକ୍ଷୟ...

କୋହଲିଙ୍କ ଏମିତି କାର୍ଯ୍ୟ ଦେଖି ଭାବପ୍ରବଣ ହେଲେ ଅନୁଷ୍କା

ମୁମ୍ବାଇ,୩୦।୪: ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ପଡ଼ିଆରେ ଆକ୍ରମଣାତ୍ମକ ଆଭିମୁଖ୍ୟ ପାଇଁ ଜଣାଶୁଣା। କୋହଲି ଏବଂ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା...

ହୃଦୟ ଜିତିଲେ ଜୁନିଅର୍‌ ଏନ୍‌ଟିଆର୍‌

୯୫ତମ ଓସ୍କାର ପୁରସ୍କାର ଉପରେ ସମସ୍ତ ଭାରତୀୟଙ୍କ ନଜର ରହିଛି। ଏହି ପୁରସ୍କାର ସମାରୋହ ସମସ୍ତ ଦେଶବାସୀଙ୍କ ପାଇଁ ଏକ ଗର୍ବର ମୁହୂର୍ତ୍ତ ହେବାକୁ ଯାଉଛି।...

ସୋନୁ ସୁଦଙ୍କୁ ସାହାଯ୍ୟ ମାଗିଲେ ଏହି ଲୋକପ୍ରିୟ ଅଭିନେତା

କରୋନା ମହାମାରୀ ସମୟରେ ପ୍ରବାସୀ ଶ୍ରମିକଙ୍କୁ ସାହାଯ୍ୟକରି ଚର୍ଚ୍ଚାକୁ ଆସିଛନ୍ତି ବଲିଉଡ୍‌ ଅଭିନେତା ସୋନୁ ସୁଦ। ଫିଲ୍ମରେ ସେ ଯେତିକି ପରିଚିତ ଥିଲେ ଏବେ ତାଠାରୁ...

Advertisement
Archives

Model This Week