ଶେଷରେ ବୁଝିଲେ

ସିନେମାଟିଏ ସାଇନ୍‌ କରିବା ପୂର୍ବରୁ ଶାହରୁଖ ଜୋକ୍‌ କରିବାକୁ ପସନ୍ଦ କରିଥାଆନ୍ତି। ଭାରତୀୟ ହକି ଟିମ୍‌ ଉପରେ ନିର୍ମିତ ଚଳଚ୍ଚିତ୍ର ‘ଚକ୍‌ ଦେ ଇଣ୍ଡିଆ’ର କୋଚ୍‌ ଭୂମିକାରେ ସେ ଅଭିନୟ କରିଥିଲେ। ହେଲେ ଫିଲ୍ମଟି ସାଇନ୍‌ କରିବା ସମୟରେ ଏକ ମଜାଦାର ଘଟଣା ଘଟିଥିଲା। ଏହି କୋଚ୍‌ ଭୂମିକା ପାଇଁ ଜଣେ ନାୟିକା ହିଁ ଫିଟ୍‌ ବୋଲି ସେ କହିଥିଲେ। ଏହା ଶୁଣି କେବଳ ପ୍ରଯୋଜକ ନୁହନ୍ତି ନିର୍ଦ୍ଦେଶକ ମଧ୍ୟ ଅଡୁଆରେ ପଡିଯାଇଥିଲେ। ହେଲେ କିଛି ସମୟ ପରେ ନିଜେ ଶାହରୁଖ ଏହା ଉପରୁ ପରଦା ହଟାଇ କହିଲେ ଯେ ସେ ଏପରି ଏକ ଭଲ ଭୂମିକାକୁ ନେଇ ଜୋକ୍‌ କରୁଥିଲେ। ଏହି ଫିଲ୍ମଟି ସୁପରହିଟ୍‌ ହେବା ସହ ଟାଇଟଲ ଗୀତଟି ମଧ୍ୟ ବେଶ୍‌ ଶ୍ରୋତାଦୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାର୍ତ୍ତିକଙ୍କଠାରୁ ଦୂରରେ ରହିପାରୁନାହାନ୍ତି ସାରା, ଭେଟିବା ଲାଗି ଲକ୍ଷ୍ନୌ ପହଞ୍ଚିଲେ

ମୁମ୍ବାଇ: ବଲିଉଡ୍‌ର ନୂଆ ଲର୍ଭବର୍ଡ ସାରା ଅଲ୍ଲୀ ଖାନ୍‌ ଏବଂ କାର୍ତ୍ତିକ ଆର୍ୟନଙ୍କ ସମ୍ପର୍କ ପୁଣି ଚର୍ଚ୍ଚାରେ। ପ୍ରଥମେ ‘କଫି ଉଇଥ୍‌ କରନ୍‌’ ଶୋ’ରେ କାର୍ତ୍ତିକଙ୍କୁ...

୪୬ ବର୍ଷରେ ଯମଜ ସନ୍ତାନର ଜନନୀ ହେଲେ ଡିମ୍ପଲ ଗର୍ଲ

ବମ୍ବେ: ୪୬ ବର୍ଷରେ ମା’ ହୋଇଛନ୍ତି ବଲିଉଡର ଡିମ୍ପଲ ଗର୍ଲ ପ୍ରୀତି ଜିଣ୍ଟା। ତାଙ୍କର ଯମଜ ସନ୍ତାନ ହୋଇଛି। ଏହି ଖୁସି ଖବରକୁ ପ୍ରିତି ସୋସିଆଲ...

ଏହି ଅଭିନେତ୍ରୀଙ୍କ ପ୍ରେମରେ ଉବୁଟୁବୁ ସିଦ୍ଧାର୍ଥ ମାଲହୋତ୍ରା

ଅଭିନେତ୍ରୀ କିଆରା ଆଡଭାନୀଙ୍କ ପ୍ରେମରେ ପଡିଛନ୍ତି ଅଭିନେତା ସିଦ୍ଧାର୍ଥ ମାଲହୋତ୍ରା। ଦୀର୍ଘ ଦିନ ଧରି ଉଭୟ ପରସ୍ପରକୁ ଡେଟ୍‌ କରୁଥିବା ଚର୍ଚ୍ଚା ହେଉଛି। ଉଭୟଙ୍କୁ ଅନେକ...

ସଲମାନ୍‌ଙ୍କ ଭଣଜା ଅବଦୁଲ୍‌ଙ୍କ ପରଲୋକ: ସୋସିଆଲ ମିଡିଆରେ ଫଟୋ ଶେୟାର କରି ଲେଖିଲେ ‘ତୁମକୁ ସବୁବେଳେ ଭଲ ପାଇବି’

ବଲିଉଡ୍‌ ଅଭିନେତା ସଲମାନ୍‌ ଖାନଙ୍କ ଭଣଜା ଅବଦୁଲ ଖାନ୍‌ଙ୍କର ମଙ୍ଗଳବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୩୮ ବର୍ଷ ହୋଇଥିଲା। ସେ ମୁମ୍ବାଇର ଲିଳାବତୀ...

୪ ଦିନିଆ ନ୍ୟାୟିକ ହେପାଜତରେ ଆଦିଲ ଖାନ

ମୁମ୍ବାଇ: ବି-ଟାଉନର ଡ୍ରାମା କୁଇନ୍‌ ରାଖୀ ସାୱନ୍ତ ଏବଂ ସ୍ବାମୀ ଆଦିଲ ଖାନ ଦୁରାନୀଙ୍କ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ସୋମବାର ରାଖୀ...

ପୁଣି ଥରେ ଏହି ଅଭିନେତ୍ରୀଙ୍କ ଫଟୋ ସୋସିଆଲ ଲଗାଇଲା ନିଆଁ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ମଲାଇକା ଆରୋରା ସବୁବେଳେ ନିଜର ଲୁକ୍‌ ଏବଂ ଷ୍ଟାଇଲ୍‌କୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ଏବେ ସୋସିଆଲ ମିଡିଆରେ ମଲାଇକା କିଛି ଫଟୋ...

ଲଣ୍ଡନରେ ନିୟମ ଭାଙ୍ଗିଲେ ପ୍ରିୟଙ୍କା ଚୋପ୍ରା

ବଲିଉଡ୍‌ ଏବଂ ହଲିଉଡ୍‌ ଫିଲ୍ମରେ ନିଜର ଅଭିନୟର ଯାଦୁ ଦେଖାଇସାରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ସ୍ବାମୀ ନିକ୍‌ ଜୋନାସ୍‌ଙ୍କ ସହ ଲକ୍‌ଡାଉନ୍‌ ପାଇଁ ଲଣ୍ଡନରେ...

ମଦ ପାଇଁ ଅଭିନୟଠାରୁ ଦୂରେଇ ଯାଇଥିଲେ ଏହି ଅଭିନେତ୍ରୀ

ଦକ୍ଷିଣ ଭାରତ ଫିଲ୍ମ ଇଣ୍ଡଷ୍ଟ୍ରିର ସଫଳ ତଥା ଚର୍ଚ୍ଚିତ ଅଭିନେତ୍ରୀ ଶ୍ରୁତି ହାସନ। ସେ ବଲିଉଡ୍‌ ସିନେମାରେ ମଧ୍ୟ କାମ କରିସାରିଛନ୍ତି। ବିଗତ କିଛି ଦିନ...

Advertisement
Archives

Model This Week