ଶେଷରେ ମାନିଲା ପାକିସ୍ତାନ: ପୁଲଓ୍ବାମା ଆକ୍ରମଣରେ ରହିଛି ଜୈଶ୍‌ର ହାତ

ଇସଲମାବାଦ, ୨୪।୭: ଜମ୍ମୁ-କଶ୍ମୀରର ପୁଲଓ୍ବାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ପାକିସ୍ତାନ ଆତଙ୍କବାଦ ସଂଗଠନ ଜୈଶ-ଏ-ମହମ୍ମଦର ହାତ ଅଛି ବୋଳି ସ୍ବୀକାର କରିଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌। ସ୍ବୀକାର କଲେ ସୁଦ୍ଧା ଇମ୍ରାନ ଏବ ବିବାଦୀୟ ବୟାନ ଦେଇଛନ୍ତି। ଏହି ଆକ୍ରମଣରେ ସ୍ଥାନୀୟ ଆତଙ୍କବାଦୀ ସମ୍ପୃକ୍ତ ଥିଲେ ବୋଲି ସେ କହିଛନ୍ତି। ଜୈଶ-ଏ-ମହମ୍ମଦ କେବଳ ପାକିସ୍ତାନରେ ନୁହେଁ, ଜମ୍ମୁ-କଶ୍ମୀରରେ ମଧ୍ୟ ରହୁଛନ୍ତି ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ୨୦୧୯ ପେବୃଆରୀ ୧୪ରେ ଜମ୍ମୁ-କଶ୍ମୀରର ପୁଲଓ୍ବାମାରେ ଆତଙ୍କବାଦୀଙ୍କ ଆକ୍ରମଣରେ ସିଆରଏଫର ୪୦ ଜଣ ଯବାନ ଶହୀଦ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୀଳଗିରିକୁ ପଶିଲେ ୨୭ଟିକିଆ ଝାଡଖଣ୍ଡି ହାତୀପଲ: ବନାଞ୍ଚଳବାସୀ ଆତଙ୍କିତ

ନୀଳଗିରି,୧୦।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୨୭ ଟିକିଆ ଝାଡଖଣ୍ଡି ହାତୀପଲ। ଝାଡଖଣ୍ଡ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ...

ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ...

ସ୍କୁଲ ପରିସରରେ ମୂଷା ମରା ଔଷଧ ଖାଇ ଆତ୍ମହତ୍ୟା ଉଦ୍ୟମ କଲେ ନବମ ଶ୍ରେଣୀ ଛାତ୍ରୀ, ମା’ କହିଲେ ଏହି କାରଣ ପାଇଁ…

ଗଜପତି, ୧୦।୧୨(ଗିରିଧାରୀ ପରିଛା): ଗଜପତି ଜିଲା କାଶୀନାଗର ବ୍ଲକ କାଶୀନାଗର ବାରଣାସୀ ହାଇ ସ୍କୁଲରେ ଜଣେ ନବମ ଶ୍ରେଣୀ ଛାତ୍ରୀ ସ୍କୁଲ ପରିସରରେ ମୂଷା ମରା...

ପ୍ରବଳ ଶୀତ ଯୋଗୁ ଘୋଷଣା ହେଲା ସ୍କୁଲ ଛୁଟି, ଡିସେମ୍ୱର ୧୪ ଯାଏ…

ନୂଆଦିଲ୍ଲୀ,୧୦।୧୨: ଦେଶର ବିଭିନ୍ନ ଅଞ୍ଚଳରେ ପ୍ରବଳ ଶୀତ ଲହରୀ, ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଡିସେମ୍ୱର ଦ୍ୱିତୀୟ ସପ୍ତାହ ପାଇଁ ସ୍କୁଲଗୁଡ଼ିକୁ ବନ୍ଦ ଘୋଷଣା...

ପୋଲିସକୁ ଦେଖି ହାଇସ୍ପିଡ୍‌ରେ ନେଉଥିଲେ ଗାଡ଼ି, ସିଧା ଯାଇ ଇଲେକ୍ଟ୍ରି ଖୁଣ୍ଟରେ…

ବଲାଙ୍ଗୀର,୧୦।୧୨(ସୁନିଲ ମହାନ୍ତି): ମଙ୍ଗଳବାର ବିଳମ୍ବିତ ରାତିରେ ଟାଉନଥାନା ପୋଲିସ ପାଟ୍ରୋଲିଂ ସମୟରେ ରେଲୱେ ଷ୍ଟେଶନ ସାଲେପାଲି ଛକ ନିକଟରେ କାରରେଆସି କିଛି ଯୁବକ  ରାସ୍ତାରେ ଯାଉଥିବା...

ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…

ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ...

Youtubeରେ ଗୋଲ୍ଟ ବଟନ୍ ମିଳିଲେ ମାସକୁ ମିଳେ କେତେ ଟଙ୍କା ?

ନୂଆଦିଲ୍‌ଲୀ,୧୦।୧୨: ତିଦିନ ଲକ୍ଷ ଲକ୍ଷ ଭିଡିଓ ଅପଲୋଡ଼ ହେଉଛି ଆଉ କେତେକ କ୍ରିଏଟର ଏହା ଦ୍ୱାରା କୋଟି କୋଟି ଟଙ୍କା ମଧ୍ୟ ରୋଜଗାର କରୁଛନ୍ତି। YouTube...

ଆମରଣ ଅନଶନରେ ଆୟୁଷ ଛାତ୍ରୀଛାତ୍ର : ଦେଲେ ଚେତାବନୀ, ଦାବି ପୂରଣ ନହେବା ଯାଏ…

ବଲାଙ୍ଗୀର, ୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ସମ୍ମୁଖରେ ନିଖିଳ ଓ ଆୟୁଷ ଛାତ୍ର ସଙ୍ଗଠନ ପକ୍ଷରୁ ଜୋରଦାର ଆନ୍ଦୋଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri