ଶେଷରେ ମାନିଲା ପାକିସ୍ତାନ: ପୁଲଓ୍ବାମା ଆକ୍ରମଣରେ ରହିଛି ଜୈଶ୍‌ର ହାତ

ଇସଲମାବାଦ, ୨୪।୭: ଜମ୍ମୁ-କଶ୍ମୀରର ପୁଲଓ୍ବାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ପାକିସ୍ତାନ ଆତଙ୍କବାଦ ସଂଗଠନ ଜୈଶ-ଏ-ମହମ୍ମଦର ହାତ ଅଛି ବୋଳି ସ୍ବୀକାର କରିଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌। ସ୍ବୀକାର କଲେ ସୁଦ୍ଧା ଇମ୍ରାନ ଏବ ବିବାଦୀୟ ବୟାନ ଦେଇଛନ୍ତି। ଏହି ଆକ୍ରମଣରେ ସ୍ଥାନୀୟ ଆତଙ୍କବାଦୀ ସମ୍ପୃକ୍ତ ଥିଲେ ବୋଲି ସେ କହିଛନ୍ତି। ଜୈଶ-ଏ-ମହମ୍ମଦ କେବଳ ପାକିସ୍ତାନରେ ନୁହେଁ, ଜମ୍ମୁ-କଶ୍ମୀରରେ ମଧ୍ୟ ରହୁଛନ୍ତି ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ୨୦୧୯ ପେବୃଆରୀ ୧୪ରେ ଜମ୍ମୁ-କଶ୍ମୀରର ପୁଲଓ୍ବାମାରେ ଆତଙ୍କବାଦୀଙ୍କ ଆକ୍ରମଣରେ ସିଆରଏଫର ୪୦ ଜଣ ଯବାନ ଶହୀଦ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାବ ପକାଇଲା ଇସ୍ତାନବୁଲ ବାର୍ତ୍ତା: ପୁଟିନ୍‌-ଜେଲେନ୍‌ସ୍କିଙ୍କ ମଧ୍ୟରେ ହୋଇପାରେ ସାକ୍ଷାତକାର

ଇସ୍ତାନବୁଲ,୨୯।୩: ତୁର୍କୀର ଇସ୍ତାନବୁଲରେ ରୁଷିଆ ଓ ୟୁକ୍ରେନ ମଧ୍ୟରେ ମଙ୍ଗଳବାର ଶାନ୍ତିପୂର୍ଣ୍ଣ ଆଲୋଚନା ହୋଇଛି। ଦିର୍ଘ ୩ଘଣ୍ଟା ଧରି ଏହି ବୈଠକ ଚାଲିଥିଲା। ଏହି ବୈଠକ...

୬ ମାସରେ ୧ରୁ ୧କୋଟି ଛୁଇଁଲା କରୋନା

ନୂଆଦିଲ୍ଲୀ/ଓ୍ବାଶିଂଟନ, ୨୮।୬: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ୨୦୬ଟି ଦେଶରେ କରୋନା ନିଜର କାୟା ବିସ୍ତାର କରିସାରିଛି। କରେନା ସଂକ୍ରମଣର...

ଯେଉଁ ଅଫିସ୍‌ରେ ସୁଇପର ଥିଲେ ଏହି ମହିଳା, ଏବେ ସମ୍ଭାଳିବେ ସେହି ଅଫିସ୍‌ର ଚୌକି

ମସ୍କୋ,୧ା୧୦: କରୋନା ସମୟରେ ଆମ ଦେଶର ବିହାର ବିଧାନସଭା ନିର୍ବାଚନକୁ ନେଇ ଜୋର୍‌ଦାର ଚର୍ଚ୍ଚା ହେଉଛି। ସେହିପରି ରୁଷିଆରେ ମଧ୍ୟ ଏକ ନିର୍ବାଚନ ଅନୁଷ୍ଠିତ ହୋଇଛି,...

ମୋଦିଙ୍କୁ ଧନ୍ୟବାଦ ଦେଲେ ଶେହବାଜ୍‌

ଇସ୍‌ଲାମାବାଦ,୧୩ା୪: ପାକିସ୍ତାନର ନବନିଯୁକ୍ତ ପ୍ରଧାନମନ୍ତ୍ରୀ ଶେହବାଜ୍‌ ଶରିଫ ମଙ୍ଗଳବାର ଭାରତୀୟ ପ୍ରତିପକ୍ଷ ନରେନ୍ଦ୍ର ମୋଦିଙ୍କୁ ଅଭିନନ୍ଦନ ଲାଗି ଧନ୍ୟବାଦ ଜଣାଇଛନ୍ତି। ଭାରତ ସହ ପାକିସ୍ତାନ ଶାନ୍ତିପୂର୍ଣ୍ଣ...

ଯୁଦ୍ଧରେ ୩୪ ହଜାର ରୁଷିଆ ସୈନ୍ୟଙ୍କ ମୃତ୍ୟୁ ଘଟିଲାଣି…

ମସ୍କୋ/କ୍ୱିଭ୍‌, ୨୨।୬ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧକୁ ୧୧୯ ଦିନ ବିତିଲାଣି। ୟୁକ୍ରେନର ବାୟୁସେନା ଦାବି କରିଛି ଯେ ରୁଷିଆର ଗୋଟିଏ କ୍ଷେପଣାସ୍ତ୍ର,...

ରାଷ୍ଟ୍ରପତିଙ୍କୁ ମିଳୁଥିବା ସୁବିଧା

ବିଶ୍ୱର ସବୁଠୁ ପ୍ରଭାବଶାଳୀ ରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ହେବା କେବଳ ମର୍ଯ୍ୟାଦାଜନକ ନୁହେଁ, ଏଥିସହିତ ପର୍ଯ୍ୟାପ୍ତ ସୁବିଧା ଓ ଲାଭ ମିଳିଥାଏ। ରାଷ୍ଟ୍ରପତିଙ୍କୁ ୪ ଲକ୍ଷ...

ଚାଇନା ପୂର୍ବରୁ ଜେଟ୍‌ର ଧ୍ୱଂସାବଶେଷ ଖୋଜୁଛି ଆମେରିକା, କାରଣ ଜାଣିଲେ…

ଓ୍ବାଶିଂଟନ,୨୭ା୧: ଦକ୍ଷିଣ ଚାଇନା ସାଗରରେ ଦୁର୍ଘଟଣାଗ୍ରସ୍ତ ଆଡ୍‌ଭାନ୍ସଡ ଫାଇଜର ଜେଟ୍‌-୩୫ର ଧ୍ୱଂସାବଶେଷ ଆମେରିକା ଖୋଜିବାକୁ ଚାହୁଁଛି। କାରଣ ଏହି ଜେଟ୍‌ର ଆବର୍ଜନାକୁ କୌଣସି ପରିସ୍ଥିତିରେ ଚାଇନା...

ମସଜିଦ୍‌ରେ ବିସ୍ଫୋରଣ; ମୃତ୍ୟୁ ସଂଖ୍ୟା ପହଞ୍ଚିଲା ୫୫ରେ

କାବୁଲ,୮।୧୦: ଆଫଗାନିସ୍ତାନର କୁନ୍ଦୁଜ ସହରରେ ଶିଟେ ମସ୍‌ଜିଦ ଉପରେ ବଡ଼ ଧରଣର ବୋମା ମାଡ଼ କରାଯାଇଛି। ଶୁକ୍ରବାର ନମାଜ ପାଠ ବେଳେ ଘଟିଥିବା ବିସ୍ଫୋରଣରେ ଅତିକମ୍‌ରେ...

Advertisement
Archives

Model This Week