ଶେଷ ପର୍ଯ୍ୟାୟରେ ଭିତରକନିକା ଜାତୀୟ ଉଦ୍ୟାନରେ ବଉଳା କୁମ୍ଭୀର ଗଣନା: କାଲିଠୁ ଖୋଲିବ ଭିତରକନିକା

ରାଜନଗର,୪।୧(ଡି.ଏନ୍‌.ଏ.): ସରୀସୃପଙ୍କ ନନ୍ଦନକାନନ କୁହାଯାଉଥିବା ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ଡିସେମ୍ବର ୨୯ ତାରିଖଠାରୁ ବଉଳା କୁମ୍ଭୀର ଗଣନା ଆରମ୍ଭ ହୋଇଥିଲା। ଏ ନେଇ ପର୍ଯ୍ୟଟକଙ୍କ ଲାଗି ଜାତୀୟ ଉଦ୍ୟାନ ବନ୍ଦ ରହିଥିଲା। ମାତ୍ର ଅଳ୍ପ ସମୟ ପରେ ବଉଳା କୁମ୍ଭୀର ଗଣନା ଶେଷ ହେବ। ଏ ସମ୍ପର୍କରେ ରାଜନଗର ଡିଏଫଓ ବିକାଶ ରଞ୍ଜନ ଦାଶ ବିଶଦ ସୂଚନା ଦେବେ। ଏଣୁ ପର୍ଯ୍ୟଟକଙ୍କ ଲାଗି ବନ୍ଦ ଥିବା ଜାତୀୟ ଉଦ୍ୟାନ ରବିବାରଠାରୁ ଖୋଲାଯିବାକୁ ଥିବା ବେଳେ ୫ ଓ ୬ ତାରିଖ ଦୁଇଦିନ ବାହାରୁ ଆସୁଥିବା ପକ୍ଷୀମାନଙ୍କ ଗଣନା କରାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିମ୍ନମାନର ଚାଉଳ ନେଲେନି ହିତାଧିକାରୀ : ନରସିଂହପୁର ପଞ୍ଚାୟତରେ ଚାପା ଉତ୍ତେଜନା

ରଣପୁର,୧୬ା୯(ସ୍ବ.ପ୍ର.): ରଣପୁର ବ୍ଲକ ନରସିଂହପୁର ପଞ୍ଚାୟତର ରାଶନ କାର୍ଡ ହିତାଧିକାରୀମାନେ ନିମ୍ନମାନର ଚାଉଳ ନ ନେଇ ଫେରାଇ ଦେଇଛନ୍ତି। ଏହି ଘଟଣାକୁ ନେଇ ରବିବାର କିଛି...

ବ୍ରାଉନସୁଗାର ଜବତ: ଜଣେ ଗିରଫ

ଭଦ୍ରକ ଅଫିସ, ୨୦।୭ – ଭଦ୍ରକ ଜିଲା ଅବକାରୀ ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ଶୁକ୍ରବାର ଅପରାହ୍ନରେ ଚଢ଼ାଉ କରି ଆରଡ଼ି ଛକ ନିକଟରୁ ୭...

ଚାବି ହଜିଲେ ଖୋଜାପଡ଼ନ୍ତି ଯଶୋବନ୍ତ

ଘର ଉତ୍ତରପ୍ରଦେଶ। କିନ୍ତୁ ତାଙ୍କ ପରିଚୟ ରହିଛି ନାଲ୍‌କୋ ଅଞ୍ଚଳରେ। ଜଣେ ଭଲ ଚାବି କାରିଗର ଭାବେ ବର୍ଷ ବର୍ଷ ଧରି ସେ ଏଠାରେ କାର୍ଯ୍ୟ...

ଝରିଗାଁରେ ବିଜେଡିର ପ୍ରକାଶ ମାଝି ବିଜୟୀ

ନବରଙ୍ଗପୁର,୨୩ା୫(ବି.ପ୍ର.): ନବରଙ୍ଗପୁର ଜିଲା ଅଧୀନ ଝରିଗାଁ ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡି ବାଜି ମାରିଛି। ବିଜେଡିର ପ୍ରକାଶ ଚନ୍ଦ୍ର ମାଝି ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଉଲଧର...

ବହୁ ଚର୍ଚ୍ଚିତ ସଞ୍ଜୟ ବେହେରା ଗୁଳିକାଣ୍ଡ ଘଟଣା: ବିଜେଡି କାଉନ୍‌ସିଲରଙ୍କ ସହ ୩ ଗିରଫ

ପୁରୀ ଅଫିସ,୫।୩: ବହୁ ଚର୍ଚ୍ଚିତ ସଞ୍ଜୟ ବେହେରା ଓରଫ ପାରା ଗୁଳିକାଣ୍ଡ ଘଟଣାରେ କୁମ୍ଭାରପଡ଼ା ପୋଲିସ ବୁଧବାର ପୂର୍ବତନ କାଉନସିଲରଙ୍କ ସମେତ ୩ଜଣଙ୍କୁ ଗିରଫ କରିଥିବା...

ଭରତପୁର ଖଣି ଦୁର୍ଘଟଣା : ମିଳିଲା ଅନ୍ୟ ଜଣେ ଶ୍ରମିକଙ୍କ ହାତ, ଶରୀରର କିଛି ଅଂଶ

ତାଳଚେର,୨୭ା୭(ନି.ପ୍ର.): ଅନୁଗୋଳ ଜିଲା ତାଳଚେରସ୍ଥିତ ଏମ୍‌ସିଏଲ୍‌ର ଭରତପୁର ଖଣିରେ ୪ର୍ଥ ଦିନ ଅର୍ଥାତ୍‌ ଶନିବାର ଉଦ୍ଧାର କାର୍ଯ୍ୟ ଜାରି ରହଛି। ଏଥିରେ ନିଖୋଜ ଅନ୍ୟ ଜଣେ...

ପାଣି ପାଇଁ ଡହଳବିକଳ ବିଶୁଭଟ୍ଟାବାସୀ

କୁନ୍ଦୁରା,୨୪।୪(ଡି.ଏନ୍‌.ଏ.):କୁନ୍ଦୁରା ସଦରରୁ ୨୫ କିମି ଦୂର ଫୁଲଭଟ୍ଟା ପଞ୍ଚାୟତ ବିଶୁଭଟ୍ଟାରେ ୨ ମାସ ହେଲା ପିଇବା ପାଣି ପାଇଁ ଡହଳବିକଳ ହେଉଛନ୍ତି ଲୋକେ। ଗତ ମାର୍ଚ୍ଚରୁ...

ଆଖଣ୍ଡଳମଣି ପୀଠର ବିକାଶ ଲାଗି ଉଦ୍ୟମ ଆରମ୍ଭ

ଆରଡି, ୨୪ା୯ (ଡି.ଏନ.ଏ.)-ଭଦ୍ରକ ଜିଲାର ଆରଡିସ୍ଥିତ ପ୍ରସିଦ୍ଧ ବାବା ଆଖଣ୍ଡଳମଣିଙ୍କ ପୀଠର ବିକାଶ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ ଉଦ୍ୟମ ଆରମ୍ଭ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *