Posted inଜାତୀୟ

ଶେଷ ପର୍ଯ୍ୟାୟ ମତଦାନ ଲାଗି ଆଜି ସରିବ ପ୍ରଚାର

ନୂଆଦିଲ୍ଲୀ,୧୭।୫: ସାଧାରଣ ନିର୍ବାଚନର ଶେଷ ପର୍ଯ୍ୟାୟ ମତଦାନ ଲାଗି ଶୁକ୍ରବାର ପ୍ରଚାର ଶେଷ ହେବ। ଏଥିପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ମାରାଥନ ରାଲି ଓ ରୋଡ ଶୋ’ କରି ଭୋଟରଙ୍କୁ ହାତେଇବା ପାଇଁ କସରତ ଜାରି ରହିଛି। ପଶ୍ଚମବଙ୍ଗରେ ଭାଜପା ଟିଏମସି ମଧ୍ୟରେ ଲାଗିଥିବା କଳହ ଯୋଗୁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶରେ ଗୁରୁବାରଠାରୁ ପଶ୍ଚିମବଙ୍ଗରେ ନିର୍ବାଚନ ପ୍ରଚାର ବନ୍ଦ ହୋଇଯାଇଛି। ମେ ୧୯ରେ ସପ୍ତମ ତଥା ଶେଷ ପର୍ଯ୍ୟାୟରେ ୫୯ଟି ଲୋକସଭା ଆସନ ଲାଗି ମତଦାନ ହେବ। ପଞ୍ଜାବ ଓ ଉତ୍ତର ପ୍ରଦେଶର ୧୩ଟି ଲେଖାଏ ଆସନ ପାଇଁ ଭୋଟ ଗ୍ରହଣ ହେବ। ବିହାର ଓ ମଧ୍ୟପ୍ରଦେଶର ୮ଟି ଲେଖାଏ ଆସନ, ପଶ୍ଚିମବଙ୍ଗରେ ୯ଟି, ହିମାଚଳ ପ୍ରଦେଶର ୪ଟି, ଝାଡ଼ଖଣ୍ଡର ୩ଟି ଏବଂ ଚଣ୍ଡିଗଡ଼ର ଗୋଟିଏ ଆସନରେ ମତଦାନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୨୩ ବର୍ଷ ପରେ ନିର୍ଦ୍ଦୋଷ ହୋଇ ଜେଲ୍‌ରୁ ମୁକୁଳିବା ବେଳକୁ ପରିବାରରେ କେହି ନ ଥିଲେ ତାଙ୍କୁ ସ୍ବାଗତ କରିବାକୁ

ଶ୍ରୀନଗର,୨୬।୭: କଶ୍ମୀରର ମହମ୍ମଦ ଅଲ୍ଲି ଭଟ୍ଟ ୨୩ ବର୍ଷ ପରେ ନିର୍ଦ୍ଦୋଷ ହୋଇ ଜେଲ୍‌ରୁ ମୁକୁଳିବା ପରେ ପରିବାରରେ କୌଣସି ସଦସ୍ୟ ନ ଥିଲେ ତାଙ୍କୁ...

ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ପାଇଁ ମମତାଙ୍କ ନାଁରେ ସୁପ୍ରିମକୋର୍ଟରେ ଆବେଦନ

କୋଲକାତା,୬।୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ପାଇଁ ସୋମବାର ସୁପ୍ରିମକୋର୍ଟରେ ଏକ ଆବେଦନ କରାଯାଇଛି। ମମତାଙ୍କୁ ପଦରୁ ହଟାଇବା ପାଇଁ ରାଜ୍ୟପାଳ...

ଅର୍ଥନୀତିଜ୍ଞ ଈଶରଙ୍କ ପରଲୋକ

ନୂଆଦିଲ୍ଲୀ, ୨୭।୯: ମସ୍ତିଷ୍କ କର୍କଟରେ ଦୀର୍ଘ ୧୦ ମାସ ଧରି ପୀଡ଼ିତ ଥିବା ଅର୍ଥନୀତିଜ୍ଞ ଈଶର ଜଜ୍‌ ଆହଲୁଓ୍ବାଲିଆଙ୍କ ଶନିବାର ପରଲୋକ ହୋଇଯାଇଛି। ଅକ୍ଟୋବର ପହିଲାକୁ...

୨୪ ଦିନ ପରେ ଜେଲ୍‌ରୁ ବାହାରିଲେ ମହମ୍ମଦ ଜୁବୈର

ଲକ୍ଷ୍ନୌ,୨୦।୫:ଏକାଧିକ ମାମଲାରେ ଫସିଥିବା ଅଲ୍ଟ ନ୍ୟୁଜର ସହ ପ୍ରତିଷ୍ଠାତା ମହମ୍ମଦ ଜୁବୈର ଦୀର୍ଘ ୨୪ ଦିନ ପରେ ବୁଧବାର ଜେଲରୁ ମୁକ୍ତ ହୋଇଛନ୍ତି। ଜୁବୈରଙ୍କୁ ରାତି...

ବଢ଼ିଲା ଦୁଇ ସରକାରୀ ବୀମା ଯୋଜନାର ପ୍ରିମିୟମ…

ନୂଆଦିଲ୍ଲୀ, ୩୧।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର  ଦୁଇ ସରକାରୀ ବୀମା ଯୋଜନାର ପ୍ରିମିୟମରେ ବୃଦ୍ଧି କରିଛନ୍ତି। କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି...

ଦିଦି ନେଲେ କଡ଼ା ପଦକ୍ଷେପ: ଡିଜିପି-ଏଡିଜିଙ୍କୁ କଲେ ବଦଳି…

କୋଲକାତା,୫।୫: ତୃତୀୟ ଥର ପାଇଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ମମତା ବାନାର୍ଜୀ କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। ସେ ଡିଜିପି...

୬୦୩ ଘରେ ଫାଟ ସୃଷ୍ଟି

ଡେରାଡୁନ,୮।୧: ଉତ୍ତରାଖଣ୍ଡର ଯୋଶୀମଠ ଧସିବାରେ ଲାଗିଛି। ଏହାଦ୍ୱାରା ସେଠାରେ ଥିବା ଘର ଓ ବିଲ୍ଡିଂରେ ଭୟଙ୍କର ଫାଟ ସୃଷ୍ଟି ହୋଇଛି। କେବଳ ସେତିକି ନୁହେଁ ଅନେକ...

ପଶ୍ଚିମବଙ୍ଗରେ ସୁରକ୍ଷା ବ୍ୟବସ୍ଥା କଡାକଡି: ୯ଟି ଲୋକ ସଭା ଆସନ ପାଇଁ ୮୦୦ କମ୍ପାନୀ ସୁରକ୍ଷାବଳ

କୋଲକତା, ୧୭।୫: ଶେଷ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ କୋଲକାତାରେ ସୃଷ୍ଟି ହୋଇଥିବା ବ୍ୟାପକ ହିଂସାକାଣ୍ଡକୁ ନେଇ ଏବେ ସମଗ୍ର ଦେଶରେ ଏକ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି...

Advertisement
Archives

Model This Week