ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୪: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢ଼ାଇଛନ୍ତି। ବିଶେଷ କରି ମଙ୍ଗଳବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୯୦(୮୯.୮୩) ପଏଣ୍ଟ ବଢି ୭୩,୭୩୮(୭୩,୭୩୮.୪୫) ଅଙ୍କରେ କାରବାର ବନ୍ଦ ହୋଇଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ନିଫ୍ଟି-୫୦ରେ ମଧ୍ୟ ୩୨(୩୧.୬୦) ପଏଣ୍ଟ ବୃଦ୍ଧି ଘଟି ୨୨,୩୬୮(୨୨,୩୬୮.୦୦) ଅଙ୍କରେ କାରବାର ବନ୍ଦ କରିଥିଲା। ଅପରପକ୍ଷରେ ବିଏସ୍‌ଇ ସେନ୍‌ସେକ୍ସର ମିଡକ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍‌ଏସ୍‌ଇ ନିଫ୍ଟି ମିଡ୍‌କ୍ୟାପ, ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ପରିବର୍ତ୍ତନ ହୋଇଛି। ଏପରିକି ଶେୟାର ବଜାରର ସେକ୍ଟୋରାଲ ଇଣ୍ଡେକ୍ସ କାରବାରରେ ମଧ୍ୟ ବୃଦ୍ଧି ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ତରକାରୀ ମାଗିବା ବାହାନାରେ ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର! ଦେଢ଼ଶୁର ଗିରଫ

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପବିତ୍ର ପାରିବାରିକ ସମ୍ପର୍କକୁ ନେଇ ଏକ ସଙ୍ଗିନ ଓ କଳଙ୍କିତ ଅଭିଯୋଗ ସାମ୍ନାକୁ…

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?