Posted inଜାତୀୟ

ଶୈବପୀଠରେ ପୂଜାର୍ଚ୍ଚନା କଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ,୨୧।୨: ମହାଶିବରାତ୍ରୀ ଅବସରରେ ଶୁକ୍ରବାର ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୋରଖପୁର ଶୈବ ପୀଠକୁ ଯାଇ ପୂଜାର୍ଚ୍ଚନା କରିଛନ୍ତି। ମନ୍ଦିରରେ ଜଳାଭିଷେକ କରିବା ସହ ପୁଷ୍ପାଞ୍ଜଳି ଦେଇଥିଲେ। ମୁଖ୍ୟମନ୍ତ୍ରୀ ଗସ୍ତକୁ ନେଇ ମନ୍ଦିରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିଲା। ମହାଶିବରାତ୍ରୀ ଉପଲକ୍ଷେ ଆଦିତ୍ୟନାଥ ଟୁଇଟ ଯୋଗେ ଲୋକଙ୍କୁ ଶୁଭେଚ୍ଛା ଜଣାଇବା ସହ ଭଗବାନ ଭୋଳାଶଙ୍କର ସମସ୍ତଙ୍କ ଉପରେ କୃପା କରିବା ସହ ସମସ୍ତ ଜଗତର କଲ୍ୟାଣ କରନ୍ତୁ। ‘ହର୍‌ ହର୍‌ ମହାଦେବ’ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚାଳୟରେ ମହାତ୍ମା ଗାନ୍ଧୀଙ୍କ ଫଟୋ ଓ ଅଶୋକ ଚକ୍ର ଚିହ୍ନଥିବା ଟାଇଲ୍ଦ୍‌: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଲକ୍ଷ୍ନୌ,୪।୬: ଉତ୍ତରପ୍ରଦେଶରେ ଘଟିଛି ଏକ ଅଭାବନୀୟ ଘଟଣା। ସ୍ଥାନୀୟ ବୁଲନ୍ଦସହରରେ ଥିବା ଏକ ସରକାରୀ ଶୌଚାଳୟରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଫଟୋ ଏବଂ ରାଷ୍ଟ୍ରୀୟ...

‘ମହାରାଷ୍ଟ୍ରରେ ଚାଲିଛି ଶିବସେନା ଏବଂ ଭାଜପା ସରକାର’

ମୁମ୍ବାଇ,୩।୭: ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ଏକନାଥ ସିନ୍ଧେ ତାଙ୍କର ପ୍ରଥମ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ବିଧାନସଭା ବାଚସ୍ପତି ନିର୍ବାଚନରେ ଭାଜପା...

ଗୁରୁତର କରୋନା ରୋଗୀଙ୍କ ପାଇଁ ଆସିଲା ଔଷଧ

ନୂଆଦିଲ୍ଲୀ,୧୬।୧: କୋଭିଡ୍‌ ଆକ୍ରାନ୍ତଙ୍କ ଚିକିତ୍ସା ଲାଗି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଦୁଇଟି ନୂଆ ଔଷଧ ବ୍ୟବହାର କରିବାକୁ ସୁପାରିସ କରିଛି। ତାହା ହେଲା ବାରିସିଟିନିବ୍‌...

୩୧ ଅଗଷ୍ଟ ଯାଏ ଅନ୍ତର୍ଜାତୀୟ ବିମାନ ଉଡାଣ ଉପରେ ପ୍ରତିବନ୍ଧକ

ନୂଆଦିଲ୍ଲୀ,୩୦।୭: କରୋନାର ସମ୍ଭାବ୍ୟ ତୃତୀୟ ଲହର ଆଶଙ୍କାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ପୁଣି ଥରେ ଅନ୍ତର୍ଜାତୀୟ ବିମାନ ଉଡ଼ାଣ ସେବା ଉପରେ ଥିବା ପ୍ରତିବନ୍ଧକକୁ...

ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ବିହାରବାସୀଙ୍କ ଉଦ୍ଦେଶ୍ୟରେ ସୋନିଆଙ୍କ ବାର୍ତ୍ତା

ନୂଆଦିଲ୍ଲୀ,୨୭ ।୧୦: ଏବେ ବିହାର ବିଧାନସଭା ନିର୍ବାଚନ ଉପରେ ସାରା ଦେଶର ନଜର । ଗୋଟିଏ ଦିନ ପରେ ଅର୍ଥାତ୍ ୨୮ ଅକ୍ଟୋବରରେ ଏଠାରେ ଅନୁଷ୍ଠିତ...

ନୀତିଶଙ୍କୁ ଉପଦେଶ ଦେଲେ ପିକେ

ପାଟନା,୯।୮: ବିହାର ରାଜନୀତିରେ ଅନେକ ଅଶାନ୍ତି ଦେଖାଦେଇଛି। ରାଜ୍ୟ ରାଜନୀତିରେ ଆଗାମୀ ସମୟରେ କ’ଣ ହେବ ସେନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ବିହାର ସଙ୍କଟକୁ ନେଇ...

ପରସ୍ପରର ନିକଟତର ହେଉଛନ୍ତି ଚିରାଗ-ତେଜସ୍ୱୀ!

ପାଟନା,୨୦ ।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ଠାରୁ ଅଲଗା ହେବାପରେ ଲୋଜ ଜନଶକ୍ତି ପାର୍ଟି(ଏଲ୍‌ଜେପି) ଏବେ ମହାମମଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଜେତସ୍ୱୀ ଯାଦବଙ୍କ ନିକଟତର ହେଉଥିବା କୁଯାହାଉଛି...

ଅଗ୍ନିବୀରଙ୍କୁ ସିଏପିଏଫ୍‌-ଆସାମ ରାଇଫଲ୍ସ ନିଯୁକ୍ତିରେ ଅଗ୍ରାଧିକାର…

ନୂଆଦିଲ୍ଲୀ, ୧୫।୬ : ଅଗ୍ନିପଥ ଯୋଜନା ଅନ୍ତର୍ଗତ ଚାରି ବର୍ଷ ଚାକିରି ପୂରଣ କରିଥିବା ଅଗ୍ନିଶମ କର୍ମଚାରୀଙ୍କ ପାଇଁ କେନ୍ଦ୍ର ସରକାର ଏକ ଖୁସି ଖବର...

Advertisement
Archives

Model This Week