ଶୋଇବା ପାଇଁ ଏଠାରେ ଲୋକେ ଭଡାରେ ନିଅନ୍ତି କାର୍‌

ଟୋକିଓ,୧୧।୭: ଅନେକ ଦେଶରେ ଲୋକେ ଯାତ୍ରା କରିବା ପାଇଁ କାର୍‌ ଭଡାରେ ନେଇଥାଆନ୍ତି। ହେଲେ ଜାପାନରେ ଅଧିକାଂଶ ଲୋକେ କାର୍‌ ଭଡାରେ ନେଇ ରାସ୍ତା କଡରେ ପାର୍କିଂ କରି କାର୍‌ର ଏସି ଅନ୍‌ କରି ସେଠାରେ ଦୁଇ ତିନି ଘଣ୍ଟା ଶୋଇ ଥାଆନ୍ତି। ଆଉ କେହି କେହି କାର୍‌ ଭିତରେ ବସି ସାଙ୍ଗମାନଙ୍କ ସହ ମିଟିଂ କରନ୍ତି ତ ଆଉ କେହି ଫିଲ୍ମର ମଜାଉଠାନ୍ତି। ଏଠି କାର୍‌ ଭଡା ଘଣ୍ଟାକୁ ୮ ଡଲାର ବା ପାଖାପାଖି ୫୬୦ ଟଙ୍କା ଲାଗୁଥିବାରୁ ଏହା ସେମାନଙ୍କ ପାଇଁ ଶସ୍ତା ହୋଇଥାଏ ବୋଲି ସେମାନେ କୁହନ୍ତି। ବ୍ୟସ୍ତ ବହୁଳ ଜୀବନରେ ଟିକେ ରିଲାକ୍ସ କରିବାକୁ ଏମାନେ ଏଭଳି କରିଥିବା କୁହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ମାସ ମଧ୍ୟରେ ପ୍ରଥମଥର ଦକ୍ଷିଣ କୋରିଆରେ ୨୦ ତଳକୁ ଖସିଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ସିଓଲ,୧୮।୪: ଗତ ୨ ମାସ ମଧ୍ୟରେ ଦକ୍ଷିଣ କୋରିଆରେ କାୟା ବିସ୍ତାର କରି ଚାଲିଛି କରୋନା ଭାଇରସ। ଏଠାରେ ପ୍ରତିଦିନ ୩୦ରୁ ଅଧିକ କରୋନା ସଂକ୍ରମିତଙ୍କୁ...

ବିଦେଶରେ ଭାରତୀୟ ବଂଶୋଦ୍ଭବ ଶାସକ

ଆଣ୍ଟୋନିଓ କୋଷ୍ଟା,୨୭।୧୦: ଦିନ ଥିଲା ବ୍ରିଟିଶ୍‌ ଶାସକ ଭାରତକୁ ଶାସନ କରୁଥିଲେ। ସେ ସମୟରେ ବ୍ରିଟିଶ୍‌ମାନେ ଭାରତୀୟଙ୍କ ପ୍ରତି ଅକଥନୀୟ ଅତ୍ୟାଚାର ମଧ୍ୟ କରୁଥିଲେ। ଲୋକଙ୍କୁ...

କରୋନା ଟିକା ପାଇଁ ମୋଦିଙ୍କୁ ପତ୍ର ଲେଖିଲେ ବ୍ରାଜିଲ ରାଷ୍ଟ୍ରପତି

ବ୍ରାସିଲିୟା,୯ ।୧: ଭାରତରେ ପ୍ରସ୍ତୁତ ସ୍ୱଦେଶୀ କରୋନା ଭ୍ୟାକ୍ସିନକୁ ଜରୁରୀକାଳିନ ସ୍ଥିତିରେ ବ୍ୟବହାର ପାଇଁ ମଞ୍ଜୁରୀ ମିଳିଯିବା ପରେ ଏବେ ଖୁବଶୀଘ୍ର କରୋନା ଟିକାକରଣ ଆରମ୍ଭ...

ଖୁସି ଖବର, ମିଶ୍ରିତ ଭାକ୍ସିନ୍‌ ଯୋଗୁ ୬ ଗୁଣା ଅଧିକ ଆଣ୍ଟିବଡ଼ି ହେଉଛି ସୃଷ୍ଟି…

ସିଓଲ୍‌,୨୭।୭: ଦକ୍ଷିଣ କୋରିଆର ବୈଜ୍ଞାନିକମାନେ କରୋନା ଟିକାର ମିଶ୍ରିତ ବ୍ୟବହାର ବିଷୟରେ ଖୁସି ଖବର ଦେଇଛନ୍ତି। । ଦୁଇ ଭିନ୍ନ ଡୋଜ୍‌ ନେବା ଦ୍ୱାରା ଶରୀରରେ...

ଜନ କେରି କରୋନା ସଂକ୍ରମିତ, ଅନୁଭବ କରୁଛନ୍ତି ସାମାନ୍ୟ ଲକ୍ଷଣ

ମିଶ୍ର.୧୯ ।୧୧: ଆମେରିକାର ଜଳବାୟୁ ଦୂତ ଜନ କେରି ଶର୍ମ ଅଲ-ଶେଖ, ମିଶ୍ରରେ ଆୟୋଜିତ ସଂଯୁକ୍ତ ରାଷ୍ଟ୍ରର କପ-୨୭ ଜଳବାୟୁ ପରିବର୍ତ୍ତନ ଶିଖର ସମ୍ମିଳନୀରେ ଯୋଗ...

ମହିଳାଙ୍କ ଉପରେ ସିରିଞ୍ଜ୍‌ ଆକ୍ରମଣ, ସତର୍କ ସୂଚନା ଜାରି…

ବାର୍ସିଲୋନା, ୩।୮ : ସ୍ପେନରେ, ସମ୍ପ୍ରତିି ମହିଳାଙ୍କ ଉପରେ ସିରିଞ୍ଜ୍‌ ଆକ୍ରମଣ ବୃଦ୍ଧି ପାଇଛି। ଫଳରେ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି। ଏହି ପ୍ରକାର ଆକ୍ରମଣ...

ଚାଇନାକୁ ମିଳିଲା ଆଉ ଏକ ଦେଶର ସମର୍ଥନ

କଲମ୍ବୋ,୫।୮: ତାଇୱାନ ପ୍ରସଙ୍ଗରେ ଚାଇନା ଆଉ ଏକ ଦେଶର ସମର୍ଥନ ମିଳିଛି। ରୁଷିଆ ଏବଂ ପାକିସ୍ତାନର ସମର୍ଥନ ପରେ ବର୍ତ୍ତମାନ ଶ୍ରୀଲଙ୍କା ଚାଇନାକୁ ସମର୍ଥନ କରିଛି।...

ଏଲ୍‌ପିଜି ନିଆଁରେ କାଜାଖସ୍ତାନ

ନୂର୍‌ ସୁଲତାନ, ୭ା୧:୧୯୯୧ରେ ସୋଭିଏଟ୍‌ ସଂଘରୁ ଅଲଗା ହୋଇଥିବା କାଜାଖସ୍ତାନ ବିଶ୍ୱର ନବମ ବୃହତ୍ତମ ଦେଶ। ଏହାର ଉତ୍ତରରେ ରୁଷିଆ ଓ ପୂର୍ବରେ ରହିଛି ଚାଇନା...

Advertisement
Archives

Model This Week