ଶୋଇବା ପୂର୍ବରୁ ପିଅନ୍ତୁ ଉଷୁମ ପାଣି, ମିଳିବ ଏହି ଫାଇଦା

ଗରମଦିନରେ ଥଣ୍ଡାପାଣି ସମସ୍ତଙ୍କର ପ୍ରିୟ ହୋଇଥାଏ। କିନ୍ତୁ ଉଷୁମ ପାଣି ଦେହକୁ ସୁସ୍ଥ ରଖିଥାଏ। ଉଷୁମ ପାଣି ପିଇଲେ ଶରୀରରୁ ବ୍ୟାକ୍ଟେରିଆ ମରି ଯାଇଥାନ୍ତି। ଅଧିକାଂଶ ଲୋକ ସୁସ୍ଥ ରହିବାକୁ ସକାଳେ ଉଷୁମ ପାଣି ପିଇଥାନ୍ତି। କିନ୍ତୁ ସକାଳ ଅପେକ୍ଷା ରାତିରେ ଶୋଇବା ପୂର୍ବରୁ ଉଷୁମ ପାଣି ପିଇଲେ ଅନେକ ଫାଇଦା ମିଳିଥାଏ। ଆସନ୍ତୁ ଜାଣିବା…

କୋଷ୍ଠକାଠିନ୍ୟ ଦୂର ହୁଏ : ରାତିରେ ଶୋଇବା ପୂର୍ବରୁ ଉଷୁମ ପାଣି ନିୟମିତ ଭାବେ ପିଇଲେ ହଜମ ପ୍ରକ୍ରିୟା ଠିକ୍‌ରେ ହୋଇଥାଏ। ଫଳରେ କୋଷ୍ଠ୍ୟ କାଠିନ୍ୟ ସହଜରେ ଦୂର ହୋଇଥାଏ।

ହୃଦୟକୁ ସୁସ୍ଥ ରଖେ : ହୃଦରୋଗୀ ସବୁଦିନ ଉଷୁମପାଣି ପିଇବା ଉଚିତ୍‌। ଏପରି କଲେ ରକ୍ତଚାପ ନିୟନ୍ତ୍ରଣରେ ରହିବା ସହିତ ହୃଦଘାତ ଆଶଙ୍କା କମ୍‌ ରହିଥାଏ।

ମେଦବହୁଳତା ଦୂର କରେ: ପ୍ରତିଦିନ ରାତିରେ ଉଷୁମ ପାଣି ପିଇବା ଦ୍ୱାରା ଚର୍ବି କମିଥାଏ।

କିଡ୍‌ନୀ ସମସ୍ୟା ଦୂର ହୁଏ : ପ୍ରତିଦିନ ରାତିରେ ଖାଇ ସାରିବା ପରେ ଅର୍ଥାତ ଶୋଇବା ପୂର୍ବରୁ ଗୋଟିଏ ଗ୍ଲାସ ଉଷୁମ ପାଣି ପିଇଲେ କିଡ୍‌ନୀ ସମସ୍ୟା ଦୂରେଇ ଯାଏ।

ଥଣ୍ଡା ଦୂର ହୁଏ : ଥଣ୍ଡା ହୋଇଥିଲେ ପ୍ରତିଦିନ ରାତିରେ ଉଷୁମ ପାଣି ପିଇଲେ ଆରାମ ଲାଗେ।

ଗଣ୍ଠିଦରଜ ଦୂର ହୁଏ: ନିୟମିତ ଉଷୁମ ପାଣିରେ ଗାଧୋଇଲେ ଗଣ୍ଠିଦରଜ କମିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଉପକାରୀ ସ୍ନେକ୍‌ ପ୍ଲାଣ୍ଟ

ସ୍ନେକ୍‌ ପ୍ଲାଣ୍ଟ, ବହୁଳ ବ୍ୟବହୃତ ଇନ୍‌ଡୋର ପ୍ଲାଣ୍ଟ। ଏହା ଏୟାର ପ୍ୟୁରିଫାୟର୍‌ ପ୍ଲାଣ୍ଟ ହେବା ସହ ଘର ଭିତରେ ଖୁବ୍‌ କମ୍‌ ଯତ୍ନରେ ଦୀର୍ଘଦିନ ଧରି...

ଅଂଶୁଘାତ ସତର୍କତା

ଧରାପୃଷ୍ଠରେ ମନୁଷ୍ୟ ସମାଜ, ବୃକ୍ଷଲତା, କୀଟପତଙ୍ଗ ଆଦି ସମଗ୍ର ପ୍ରାଣୀଜଗତ ତିଷ୍ଠି ରହିବା ନିମନ୍ତେ ଯେତେ ଶକ୍ତି ରହିଛି, ତନ୍ମଧ୍ୟରୁ ସୌରଶକ୍ତି ହିଁ ସର୍ବଶ୍ରେଷ୍ଠ ଶକ୍ତି...

ବ୍ୟାକ୍ଟେରିଆକୁ ରୋକିବ ଲାଳ

ସାଧାରଣତଃ ବ୍ୟାକ୍ଟେରିଆ ଯୋଗୁ ଆମେ କେତେକ ରୋଗର ସମ୍ମୁଖୀନ ହୋଇଥାଉ। ତେବେ ଏହାକୁ ପ୍ରତିହତ କରିବାରେ ଲାଳର ଭୂମିକା ରହିଛି ବୋଲି କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ...

ଘରୋଇ ରୂପଚର୍ଯ୍ୟା

ସବୁଦିନ ଏମିତି କିଛି ସମସ୍ୟାର ସାମ୍ନା କରିବାକୁ ପଡ଼ିଥାଏ, ଯାହାର ସହଜ ସମାଧାନ ହୋଇପାରିବ। କିନ୍ତୁ ଏହା ଆମକୁ ଜଣା ନ ଥାଏ। ଏ ନେଇ...

ବିବାହରେ ହେଉଛି କି ବିଳମ୍ବ, ଏମିତି କଲେ ମିଳିବ ଉତ୍ତମ ଜୀବନସାଥୀ

ଜୀବନରେ ଅନେକ କିଛି ସମସ୍ୟା ଲାଗି ରହିଥାାଏ। ତେବେ ଯଦି କାହାର ବିବାହରେ ବିଳମ୍ବ ହେଉଥାଏ ଏଥିପାଇଁ ଘରର ବାସ୍ତୁ ଦୋଷ କେତେକାଂଶରେ ଦାୟୀ ବୋଲି...

ଦାନ୍ତରୋଗ ଦୂରକରେ ପିଜୁଳି ପତ୍ର

ବେଳେ ବେଳେ ମିଠା ଖାଇଲେ ଅବା କୌଣସି ଖାଦ୍ୟ ପଦାର୍ଥ ଦାନ୍ତ ସନ୍ଧିରେ ରହିଗଲେ ଦରଜ ହୋଇଥାଏ। ଅନେକ ସମୟରେ ଏହାର ଯନ୍ତ୍ରଣା ସହି ନ...

କରୋନାରେ ଆକ୍ରାନ୍ତ ହୋଇଛନ୍ତି କି ନାହିଁ, ଏକ ମିନିଟ୍‌ରେ ଏପରି ଜାଣିପାରିବେ…

ସିଙ୍ଗାପୁର,୨୫।୫:  ଜଣେ କରୋନାରେ ଆକ୍ରାନ୍ତ ହୋଇଛନ୍ତି କି ନାହିଁ ଏବେ ତାହା ମାତ୍ର ଏକ ମିନିଟ୍‌ ମଧ୍ୟରେ ସହଜରେ ଜଣାପଡ଼ିଯିବ। ସିଙ୍ଗାପୁର ବିଶ୍ୱବିଦ୍ୟାଳୟର ୩ ଜଣ...

ଏହି ମାସରେ ବିବାହ କଲେ ଦମ୍ପତି ହୋଇଥାନ୍ତି ସବୁଠୁ ସୁଖୀ

କୁହାଯାଏ ଯୋଡି ଉପରୁ ତିଆରି ହୋଇଥାନ୍ତି। ଭାଗ୍ୟ ଅନୁସାରେ ଆମକୁ ସେହି ବ୍ୟକ୍ତି ମିଳିଥାଏ ଯିଏ ଆମପାଇଁ ଉପଯୁକ୍ତ। ତେବେ କେଉଁ ମାସରେ ବିବାହ କଲେ...

Advertisement
Archives

Model This Week