Posted inଜାତୀୟ

ଶୋପିଆନ୍‌ରେ ଏନ୍‌କାଉଣ୍ଟର: ୨ ଆତଙ୍କବାଦୀ ନିହତ

ଶ୍ରୀନଗର,୩।୬: ଦକ୍ଷିଣ କଶ୍ମୀରର ଶୋପିଆନ୍‌ରେ ଅପରେଶନ୍‌ ଅଲଆଉଟ୍‌ ଅନ୍ତର୍ଗତ ମିଳିତ ସୁରକ୍ଷାକର୍ମୀଙ୍କୁ ସୋମବାର ବଡ଼ ସଫଳତା ମିଳିଛି। ଏଠାରେ ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ମୌଲା-ଚିତ୍ରାଗ୍ରାମ୍‌ରେ କିଛି ଆତଙ୍କବାଦୀ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳିଚାଳନା କରିବା ସହିତ ସେନାର ୪୪ ଆର୍‌ଆର୍‌ ଯବାନଙ୍କ ଏକ ଗାଡ଼ିକୁ ଗୁଳିମାଡ଼ କରିଥିଲେ। ଏହାର ଜବାବ୍‌ରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା। ଏଠାରେ ସର୍ଚ୍ଚ ଅପରେଶନ ଜାରି ରହିଛି। ସୁରକ୍ଷା ଦୃଷ୍ଟିରୁ ସ୍ଥାନୀୟ ଅଞ୍ଚଳରେ ମୋବାଇଲ୍‌ ଓ ଇଣ୍ଟରନେଟ୍‌ ସେବା ସାମୟିକ ଭାବେ ବନ୍ଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ଖବର, ଜୁଲାଇରେ ସିଙ୍ଗଲ୍‌ ଡୋଜ୍‌ ଭାକ୍ସିନ୍‌ …

ନୂଆଦିଲ୍ଲୀ,୨୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ସର୍ବାଜନୀକ ଟିକାକରଣ ଅନ୍ତର୍ଗତ କୋଭାକ୍ସିନ୍‌ ଏବଂ...

ଆରୋଗ୍ୟରେ ଆମେରିକାଠୁ ଭାରତ ଆଗରେ

ନୂଆଦିଲ୍ଲୀ,୨୦।୯(ପି.ଟି.): କୋଭିଡ୍‌-୧୯ ଆରୋଗ୍ୟ ହାର ଦୃଷ୍ଟିରୁ ଭାରତ ଆମେରିକାକୁ ପଛରେ ପକାଇ ଏକ ନମ୍ବର ସ୍ଥାନରେ ପହଞ୍ଚତ୍ଛି। ଗତ ୨୪ଘଣ୍ଟାରେ ଦେଶରେ ରେକର୍ଡ ସଂଖ୍ୟକ ୯୫ହଜାର...

ଅନୁପ୍ରବେଶ ବେଳେ କୁପଓ୍ବାଡାରେ ଜଣେ ଆତଙ୍କବାଦୀ ନିହତ

କୁପଓ୍ବାଡା,୨୦।୫: ଉତ୍ତର କଶ୍ମୀରର କୁପୱାଡା ଜିଲାର ତଙ୍ଗଧାର ସେକ୍ଟରରେ ଅନୁପ୍ରବେଶ ସମୟରେ ଜଣେ ଆତଙ୍କବାଦୀଙ୍କୁ ସୁରକ୍ଷାକର୍ମୀ ଏନ୍‌କାଉଣ୍ଟର କରିଛନ୍ତି। ଶୁକ୍ରବାର ସକାଳେ କୁପୱାଡାରେ ବର୍ଷା ହେଉଥିବା...

ପଶ୍ଚିମବଙ୍ଗରେ ଟିଏମସି କର୍ମୀଙ୍କୁ ହତ୍ୟା

କୋଲକାତା,୨୪ ।୩: ପଶ୍ଚିମବଙ୍ଗର ବୀରଭୂମରେ ହିଂସା ଥମି ନ ଥିବା ବେଳେ ଏବେ ଆଉ ଜଣେ ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି) ନେତାଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି...

ତ୍ରିରଙ୍ଗା ଲଗାଇବା ସମୟରେ ଦୁର୍ଘଟଣା: ୩ ମୃତ

ଗ୍ୱାଲିୟର,୧୪ ।୮: ଆଉ କିଛି ଘଣ୍ଟା ପରେ ପାଳନ କରାଯିବ ଦେଶରେ ସ୍ୱାଧିନତା ଦିବସ । ସ୍ୱାଧିନତା ଦିବସ ପୂର୍ବରୁ ମଧ୍ୟପ୍ରଦେଶର ଗ୍ୱାଲିୟରରେ ଏକ ଦୁଃଖଦ...

ବଜାରରେ ମିଳୁଛି କରୋନା ବରା, କରୋନା ପରଟା: ଭାଇରାଲ ହେଉଛି ଫଟୋ

ମଦୁରାଇ,୯।୭: ତାମିଲନାଡୁର ମଦୁରାଇ ସହର ପରଟା ପାଇଁ ପ୍ରସିଦ୍ଧ ହୋଇଥିବା ବେଳେ ଏବେ ଏଠାକାର ଏକ ରେସ୍ତୋରାଁ କରୋନା ସମ୍ପର୍କିତ ସଚେତନା ସୃଷ୍ଟି କରିବାକୁ ପ୍ରୟାସ...

ଭଙ୍ଗା ଛାତରେ ସଡ଼କରେ ବସ, ସୋସିଆଲ ମିଡ଼ିଆରେ ଭାଇରାଲ…

ମୁମ୍ବାଇ,୨୭।୭ : ଚରମ ଅବହେଳାର ଏକ ଭିଡିଓ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଭଡ଼ିଓଟି ମହାରାଷ୍ଟ୍ରର ବୋଲି କୁହାଯାଉଛି। ଭିଡ଼ିଓରେ ମହାରାଷ୍ଟ୍ର ରାଜ୍ୟ...

ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜରିଓ୍ବାଲଙ୍କୁ ଘରେ ନଜରବନ୍ଦୀ: ଖଣ୍ଡନ କଲା ପୋଲିସ

ନୂଆଦିଲ୍ଲୀ,୮।୧୨- ଆନ୍ଦୋଳନରତ କୃଷକଙ୍କୁ ଭେଟିବାର ପର ଦିନ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ଘରେ ନଜରବନ୍ଦୀ ରଖାଯାଇଥିବା ମଙ୍ଗଳବାର ସକାଳେ ଅଭିଯୋଗ ଆଣିଥିଲା ଆମ ଆଦମି...

Advertisement
Archives

Model This Week