Posted inଜାତୀୟ

ଶୋପିଆନ୍‌ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ନିହତ

ଶ୍ରୀନଗର, ୧୦।୬: ଜମ୍ମୁ-କଶ୍ମୀର ଶୋପିଆନ୍‌ ଜିଲାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ବୁଧବାର ଭାରତୀୟ ସେନା ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ସ୍ଥାନୀୟ ସୁଗୋ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ କରାଯାଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା। ତେବେ ସେମାନେ ପ୍ରଥମେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ଚାଳନା କରିଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମସଭାରେ ଯୋଗଦେଇଥିବା ୧୦ ମୃତ

ନୂଆଦିଲ୍ଲୀ,୧ା୪(ପି.ଟି.): ଦିଲ୍ଲୀର ନିଜାମୁଦ୍ଦିନ ଓ୍ବେଷ୍ଟରେ ଥିବା ତବଲିଘି ଜମାତ୍‌ ମୁଖ୍ୟାଳୟ କରୋନା ସଂକ୍ରମଣର ହଟ୍‌ସ୍ପଟ ପାଲଟିଥିବାବେଳେ ସ୍ବାସ୍ଥ୍ୟସେବା କର୍ତ୍ତୃପକ୍ଷଙ୍କ ପାଇଁ ଚିନ୍ତାର କାରଣ ହୋଇଛି। ଲକ୍‌ଡାଉନ...

କଶ୍ମୀରରୁ ବୋହୂ ଆଣିବାକୁ କହିଲେ ମନୋହର ଲାଲ୍‌ ଖଟ୍ଟର

ଚଣ୍ଡିଗଡ଼,୧୦।୮: ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟର ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସ୍ଥାନୀୟ ଫତେହବାଦ୍‌ରେ ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମରେ ସେ ଯୋଗଦେଇ...

ସେଲ୍‌ସ ଗର୍ଲରୁ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୮।୮: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମଣ ମଙ୍ଗଳବାର ୬୧ ବର୍ଷରେ ପଦାର୍ପଣ କରିଛନ୍ତି। ୧୮ ଅଗଷ୍ଟ, ୧୯୫୯ରେ ତାମିଲନାଡୁର ଚେନ୍ନାଇ ନିକଟ ମଦୁରାଇର ଏକ ଗାଁରେ...

ଅସହ୍ୟ ଗରମ ଯୋଗୁ ଶୀଘ୍ର ବ୍ୟାପୁଛି କରୋନା: ଭାରତୀୟ ବୈଜ୍ଞାନିକଙ୍କ ଚାଞ୍ଚଲ୍ୟକର ତଥ୍ୟ…

ନୂଆଦିଲ୍ଲୀ,୧୯।୪: ଭାରତରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ଦିନକୁ ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଖରା ଦିନରେ...

ଗଣତନ୍ତ୍ର ଦୁର୍ବଳ ହେଉଛି

ନୂଆଦିଲ୍ଲୀ,୨ା୧୧: ବର୍ତ୍ତମାନ ଯାଏ ଗଣତନ୍ତ୍ର ସୂଚକାଙ୍କରେ ଭାରତର ସ୍ଥାନ ତଳକୁ ଖସୁଥବା ନେଇ ରିପୋର୍ଟ ଆସୁଥିଲା। କିନ୍ତୁ ଏବେ ଭାରତ ଏକ ଗଣତନ୍ତ୍ର ଭାବେ ନିଜ...

ଆସାମରେ କୋହଳ କରାଗଲା କର୍ଫ୍ୟୁ

ଗୁଆହାଟୀ,୧୩।୧୨: ନାଗରିକତ୍ୱ ସଂଶୋଧନ ବିଲା ପାର୍ଲାମେଣ୍ଟରେ ଗୃହୀତ ହେବା ପରେ ଉତ୍ତର-ପୂର୍ବ ଭାରତରେ ସ୍ଥିତି ଏମିତି ହୋଇଥିଲା ଯେ ସେଠାରେ କୁର୍ଫ୍ୟୁ ଜାରି କରାଯାଇଥିଲା। ଗୁରୁବାର...

ଜି-୨୦ ଜରୁରୀ ସମ୍ମିଳନୀରେ ଅର୍ଥ ଚିନ୍ତା

ରିୟାଦ/ନୂଆଦିଲ୍ଲୀ,୨୭ା୩: ମହାମାରୀ କରୋନା ଭୂତାଣୁ ସଂକ୍ରମଣ ସାରା ବିଶ୍ୱକୁ କବଳିତ କରିଛି। ଏହି ପରିପ୍ରେକ୍ଷୀରେ ଜି-୨୦ ରାଷ୍ଟ୍ର ସମୂହର ଜରୁରୀ ସମ୍ମିଳନୀ ଗୁରୁବାର ସୌଦି ଆରବର...

ପରଲୋକରେ ଶଶାଙ୍କ ଘୋଷ

କୋଲକାତା,୨୨ା୪: ବିଶିଷ୍ଟ ବଙ୍ଗଳା କବି ପଦ୍ମଭୂଷଣ ଶଶାଙ୍କ ଘୋଷଙ୍କ ବୁଧବାର ପରଲୋକ ହୋଇଛି। ତାଙ୍କୁ ୮୯ ବର୍ଷ ହେଉଥିଲା। ୧୯୩୨ ଫେବୃୟାରୀ ୫ରେ ବାଂଲାଦେଶର ଚାନ୍ଦପୁର...

Advertisement
Archives

Model This Week