ଶୋଭାରାମପୁର ବ୍ରିଜ୍‌ ଗାର୍ଡ଼ର ଭାଙ୍ଗିବା ଘଟଣା: ସୋମବାର ଚାଲିଲା ସ୍ପେଶାଲ ଟ୍ରେନ୍‌

ଭୁବନେଶ୍ୱର, ୩୧।୧୨(ବ୍ୟୁରୋ): ବାଲେଶ୍ୱର ଶୋଭାରାମପୁରଠାରେ ରେଳ ଟ୍ରାକ୍‌ ଉପରେ ବ୍ରିଜ୍‌ ଗାର୍ଡ଼ର ଭାଙ୍ଗିବାରୁ ରବିବାର ହାଓଡ଼ା-ଚେନ୍ନାଇ ମୁଖ୍ୟ ଲାଇନ୍‌ରେ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ଅଧିକାଂଶ ଟ୍ରେନ୍‌ ବାତିଲ୍‌ ଓ ବିଳମ୍ବ ହେତୁ ବିଭିନ୍ନ ଷ୍ଟେଶନରେ ଯାତ୍ରୀ ଭିଡ଼ ଜମିଥିଲା। ସୋମବାର ପୁରୀ-ହାଓଡ଼ା ଶତାବ୍ଦୀ ଏକ୍ସପ୍ରେସର ସଂଲଗ୍ନ ଟ୍ରେନ୍‌ ବିଳମ୍ବରେ ଆସିବାରୁ ପୁରୀ ଓ ସାନ୍ତ୍ରାଗଛି (ହାଓଡ଼ା) ମଧ୍ୟରେ ଏକ ସ୍ପେଶାଲ ଟ୍ରେନ୍‌ ଚଳାଚଳ କରିଛି। ପୁରୀଠାରୁ ଏହି ଟ୍ରେନ୍‌ଟି ମଧ୍ୟାହ୍ନ ୧୨ଟା ୩୦ରେ ବାହାରି ରାତି ୧୦ଟାରେ ସାନ୍ତ୍ରାଗଛିରେ ପହଞ୍ଚତ୍ଥିଲା। ସେହିପରି ସାନ୍ତ୍ରାଗଛିଠାରୁ ରାତି ୧୧ଟାରେ ବାହାରି ପୁରୀରେ ମଙ୍ଗଳବାର ସକାଳେ ପହଞ୍ଚତ୍ବ। ଯାତ୍ରୀ ଭିଡ଼କୁ ଲକ୍ଷ୍ୟ କରି ସମୟସୂଚୀ ପରିବର୍ତ୍ତନ କରାଯାଇ ହାଓଡ଼ାରୁ ୩ଟି ଟ୍ରେନ୍‌ ଚଳାଚଳ କରାଯାଇଥିଲା। ହାଓଡ଼ା-ପୁରୀ ଶତାବ୍ଦୀ ଏକ୍ସପ୍ରେସ ସୋମବାର ସକାଳ ୬ଟାରେ ଛାଡ଼ିଥିବାବେଳେ ହାଓଡ଼ା-ଚେନ୍ନାଇ ମେଲ୍‌ ମଧ୍ୟାହ୍ନ ୧୨ଟା ୧୫ ଓ ହାଓଡ଼ା-ସିକନ୍ଦରାବାଦ ଫଲକ୍‌ନମା ଏକ୍ସପ୍ରେସ ଅପରାହ୍ନ ୧ଟା ୧୫ରେ ଛାଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରେଣୀଗୃହରେ ମଦ ବୋତଲ, ଗଛମୂଳେ ପଢ଼ିଲେ ପିଲା

ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ସ୍କୁଲ ପାଲଟିଛି ଅସାମାଜିକଙ୍କ ଆଡ୍ଡାସ୍ଥଳ। ଅସୁରକ୍ଷିତ ହୋଇପଡୁଛନ୍ତି ଛାତ୍ରୀଛାତ୍ର। ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)ର ୫୨ ନମ୍ବର ୱାର୍ଡ ଅନ୍ତର୍ଗତ ବରମୁଣ୍ଡା ଉଚ୍ଚ...

୨୮ରୁ ଆରମ୍ଭ ଯୁକ୍ତଦୁଇ ପରୀକ୍ଷା, ଆଜିଠୁ ହବ୍‌କୁ ପଠାଗଲା ପ୍ରଶ୍ନପତ୍ର

ଭୁବନେଶ୍ୱର,୨୨।୪(ବ୍ୟୁରୋ): ଯୁକ୍ତଦୁଇ ପରୀକ୍ଷା ଆସନ୍ତା ୨୮ରୁ ଅଫଲାଇନରେ ଆରମ୍ଭ ହେବ। ସେଥିପାଇଁ ଆଜିଠୁ ହବ୍‌କୁ ପ୍ରଶ୍ନପତ୍ର ପଠାଯିବା ପ୍ରକ୍ରିୟା ଆରମ୍ଭ ହୋଇଛି। ସମୁଦାୟ ୨୦୧ ହବ୍‌କୁ...

ଉତ୍ତରାଧିକାରୀ ପ୍ରମାଣପତ୍ର ଖାରଜ ଘଟଣା: କାଗଜପତ୍ର ଯାଞ୍ଚ କଲା ଭିଜିଲାନ୍ସ ଟିମ୍‌

ଖଇରା, ୨୬।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଆଳଦା ମୌଜାରେ ଜମି କିଣାବିକାକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଅଡୁଆସୂତା ଭଳି ଛନ୍ଦି ହେବାରେ ଲାଗିଛି...

ଭାଜପା ନେତ୍ରୀଙ୍କୁ ଅପମାନିତ କରୁଛି ବିଜେଡି: ଭାଜପା

ଭୁବନେଶ୍ୱର, ୮।୭(ବ୍ୟୁରୋ): ବିଜେଡି ଶାସନରେ ରାଜ୍ୟର ମହିଳାମାନେ ଆଦୌ ସୁରକ୍ଷିତ ନୁହନ୍ତି। ସୋସିଆଲ ମିଡିଆର ଅପବ୍ୟବହାର କରି ବର୍ତ୍ତମାନ ନୂତନ କୌଶଳ ଆପଣାଇ ନାରୀମାନଙ୍କୁ ଅସମ୍ମାନ...

ରାଇସୁଆଁ, ଟଣ୍ଟୋ ଏୟାରଷ୍ଟ୍ରିପ୍‌କୁ ଅଣଦେଖା

କେନ୍ଦୁଝର,୧୨।୧୦(ସ୍ବ.ପ୍ର.)-ଖଣିଖାଦାନ ସମୃଦ୍ଧ କେନ୍ଦୁଝର ଜିଲାରେ ଥିବା ବହୁ ପୁରୁଣା ଦୁଇ ଏୟାରଷ୍ଟ୍ରିପ୍‌ ରକ୍ଷଣାବେକ୍ଷଣ ଅଭାବରୁ ଅବହେଳିତ ହୋଇରହିଛି। କେନ୍ଦ୍ର ସରକାର ଉଡାନ ଯୋଜନାରେ ରାଜ୍ୟର ବିଭିନ୍ନ...

ରାଜଧାନୀରେ ଏନ୍‌ଆଇଏର ଖୋଳତାଡ଼

ଭୁବନେଶ୍ୱର, ୨୨।୧୦(ବ୍ୟୁରୋ):କୌଣସି ଏକ ସୁରକ୍ଷା ପ୍ରସଙ୍ଗକୁ ନେଇ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ବୁଧବାର ଭୁବନେଶ୍ୱରରେ ପହଞ୍ଚତ୍ ଖୋଳତାଡ଼ ଆରମ୍ଭ କରିଛି। ଖଣ୍ଡଗିରି ଥାନାଞ୍ଚଳରେ ରହୁଥିବା...

ଆଜି ପ୍ରକାଶ ପାଇବ ପିଜି ଚତୁର୍ଥ ରାଉଣ୍ଡ ମେଧା ତାଲିକା

ଭୁବନେଶ୍ୱର, ୩୧।୮(ଅସମାପିକା ସାହୁ)୨୦୨୩-୨୪ ଶିକ୍ଷା ବର୍ଷ ପାଇଁ ରାଜ୍ୟରେ ଥିବା ବିଶ୍ୱବିଦ୍ୟାଳୟରେ ପିଜି ନାମଲେଖା ନିମନ୍ତେ ଗୁରୁବାର ଅପରାହ୍ନ ୨ଟାରେ ଚତୁର୍ଥ ରାଉଣ୍ଡ୍‌ ମେଧା ତାଲିକା...

ପଞ୍ଚାୟତ ନିର୍ବାଚନର ପ୍ରଥମ ଫଳାଫଳ: ସୋରଡ଼ାର ୬୩ ନଂ ଜୋନ୍‌ରେ ବାଜି ମାରିଲା ବିଜେଡି

ସୋରଡ଼ା,୨୬ା୨(ଡି.ଏନ୍‌.ଏ.): ପଞ୍ଚାୟତ ନିର୍ବାଚନ ଗଣତିର ପ୍ରଥମ ଦିନରେ ଫଳାଫଳ ଆସିଛି। ଗଞ୍ଜାମ ଜିଲା ସୋରଡ଼ାର ୬୩ ନମ୍ବର ଜୋନ୍‌ର ବିଜେଡି ପ୍ରାର୍ଥୀ ସମରେନ୍ଦ୍ର କୁମାର ସାହୁ...

Advertisement
Archives

Model This Week