Posted inଜାତୀୟ

ଶୌଚାଳୟରେ ମହାତ୍ମା ଗାନ୍ଧୀଙ୍କ ଫଟୋ ଓ ଅଶୋକ ଚକ୍ର ଚିହ୍ନଥିବା ଟାଇଲ୍ଦ୍‌: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଲକ୍ଷ୍ନୌ,୪।୬: ଉତ୍ତରପ୍ରଦେଶରେ ଘଟିଛି ଏକ ଅଭାବନୀୟ ଘଟଣା। ସ୍ଥାନୀୟ ବୁଲନ୍ଦସହରରେ ଥିବା ଏକ ସରକାରୀ ଶୌଚାଳୟରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଫଟୋ ଏବଂ ରାଷ୍ଟ୍ରୀୟ ଚିହ୍ନ ଅଶୋକ ଚକ୍ର ଚିତ୍ର ଥିବା ଟାଇଲ୍ସର ବ୍ୟବହାର କରାଯାଇଛି। ଏହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବା ସହିତ ଏହାର ଫଟୋ ଓ ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଅପଲୋଡ୍‌ କରାଯାଇଛି। ସ୍ଥାନୀୟ ପ୍ରଶାସନ ପକ୍ଷରୁ ଟାଇଲ୍ସ ଭାଙ୍ଗିବାକୁ ନିର୍ଦ୍ଦେଶ ଦିଆଯିବା ସହିତ ଏହାର ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଆଁକୁ ଆୟତ୍ତ କରିବାକୁ ଯାଇ ପୋଡି ହୋଇଗଲେ ୭ ପୋଲିସ କର୍ମଚାରୀ

ପାଟନା,୨୯।୧୦: ବିହାରର ଔରଙ୍ଗାବାଦ୍‌ରେ ଶୁକ୍ରବାର ରାତିରେ ବଡ ଧରଣର ଅଗ୍ନିକାଣ୍ଡ ଘଟିଛି। ଫଳରେ ଦୁଇ ମହଲା କୋଠାରେ ନିଆଁ ଲାଗିଯିବା ପରେ ୩୦ରୁ ଅଧିକ ଲୋକ...

ମଣିପୁରରେ ଭୂକମ୍ପ ଝଟକା

ଇମ୍ପାଲ,୧୮।୧୦: ମଣିପୁରର ବିଷ୍ଣୁପୁର ଅଞ୍ଚଳରେ ମଙ୍ଗଳବାର ୯.୧୯ ମିନିଟ୍‌ରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତିବ୍ରତା ୩.୫ ରେକର୍ଡ କରାଯାଇଛି। ଏହାର ଗଭୀରତା...

୪୮ଘଣ୍ଟା ପ୍ରଚାର କରିପାରିବେନି କପିଲ ମିଶ୍ରା: ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭାଜପା ପ୍ରାର୍ଥୀ କପିଲ ମିଶ୍ରା ୪୮ ଘଣ୍ଟା ପାଇଁ ପ୍ରଚାର କରିପାରିବେନି। ଏନେଇ ନିର୍ବାଚନ କମିଶନଙ୍କ ପକ୍ଷରୁ ନିର୍ଦ୍ଦେଶ...

ଏୟାର ଲିଫ୍ଟ, ୩ ଦିନରେ ୨୬ ଉଡାଣ ପାଇଁ ଯୋଜନା…

ନୂଆଦିଲ୍ଲୀ,୧।୩ : ୟୁକ୍ରେନ୍‌ରେ ଫଶି ରହିଥିବା ଛାତ୍ରୀଛାତ୍ର ତଥା ଭାରତୀୟଙ୍କୁ ଅପରେଶନ୍‌ ଗଙ୍ଗା ଅନ୍ତର୍ଗତ ସୁରକ୍ଷିତ ସ୍ବଦେଶ ଫେରାଇ ଅଣାଯିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ...

ମହିଳାଙ୍କୁ ଗଣବଳାତ୍କାର, ସିଗାରେଟ ଚେଙ୍କ

ମୁମ୍ବାଇ,୫।୧୨ : ମୁମ୍ବାଇରେ ଜଣେ ୪୨ ବର୍ଷୀୟ ମହିଳାଙ୍କୁ ୩ ଜଣ ଦୁର୍ବୃତ୍ତ ତାଙ୍କ ଘରେ ପଶି ଗଣବଳାତ୍କାର କରିଛନ୍ତି। ସେମାନେ ପୀଡ଼ିତାଙ୍କୁ ଧାରୁଆ ଅସ୍ତ୍ରରେ...

ପୃଥିବୀ ଉପରେ ଆକ୍ରମଣ କରିପାରନ୍ତି ଏଲିଏନ୍‌

ନୂଆଦିଲ୍ଲୀ,୨୦।୮: ଏପର୍ଯ୍ୟନ୍ତ ସମସ୍ତେ କେବଳ ଏଲିଏନ୍‌ ଓ ୟୁଏଫ୍‌ଓର ନାଁ ଶୁଣିଛନ୍ତି। ହେଲେ ଏହାର ଉପସ୍ଥିତି ସମ୍ପର୍କରେ ଏଯାବତ୍‌ କୌଣସି ସଠିକ୍‌ ସୂଚନା ମିଳିପାରି ନାହିଁ।...

କ୍ଷମତା ପାଇଁ ଅର୍ଥ-ବାହୁବଳର ପ୍ରୟୋଗ କରୁଛି ଭାଜପା, କଂଗ୍ରେସର ଅଭିଯୋଗ…

ନୂଆଦିଲ୍ଲୀ, ୧।୭ : କଂଗ୍ରେସର ସାଧାରଣ ସମ୍ପାଦକ ତଥା ରାଜ୍ୟସଭା ଏମ୍‌ପି ଜୟରାମ ରମେଶ ଭାଜପାକୁ ଟାର୍ଗେଟ କରିଛନ୍ତି। ମହାରାଷ୍ଟ୍ରରେ ଭାଜପା ଅଯଥାରେ କ୍ଷମତା ଦଖଲ...

ମୋଦିଙ୍କ ଯୋଜନା ଗୁଜରାଟରେ ପ୍ରତ୍ୟାଖ୍ୟାତ

ଅହମ୍ମଦାବାଦ/ନୂଆଦିଲ୍ଲୀ,୧୨ା୮ : ଭାଜପା ଶାସିତ ଗୁଜରାଟରେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା(ପିଏମ୍‌ଏଫ୍‌ବିଓ୍ବାଇ)କୁ ଶକ୍ତ ଝଟ୍‌କା ଲାଗିଛି। ଗୁଜରାଟ ଏହି ମହତ୍ତ୍ୱାକାଂକ୍ଷୀ ଶସ୍ୟ ବୀମା ଯୋଜନାକୁ ଅତ୍ୟଧିକ...

Advertisement
Archives

Model This Week