ଶୌଚ ପାଇଁ ଯାଇଥିବାବେଳେ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ, ପରେ ଛୁରାମାଡ଼ କଲେ ଯୌନ ପିପାସୁ

କୋରାପୁଟ,୯ା୧: କୋରାପୁଟ ଜିଲା ନନ୍ଦପୁର ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏହି ଥାନା ଅଞ୍ଚଳର ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ କରାଯିବା ପରେ ଏଥିରେ ବିଫଳ ହେବାରୁ ଛୁରାମାଡ଼ କରିଛନ୍ତି ଯୌନ ପିପାସୁ ଜଣକ।

ବିବରଣୀରୁ ପ୍ରକାଶ ଯେ, ଛାତ୍ରୀ ଜଣକ ଶୌଚ ପାଇଁ ଯାଇଥିଲାବେଳେ ତାଙ୍କୁ ବଳାତ୍କାର ଉଦ୍ୟମ କରିଥିଲେ ଅଭିଯୁକ୍ତ। ପରେ ଛାତ୍ରୀଙ୍କୁ ଛୁରାମାଡ଼ କରିଛନ୍ତି। ନାବାଳିକା ଛାତ୍ରୀଙ୍କୁ ପ୍ରଥମେ କୁନ୍ଦୁଲି ଓ ପରେ କୋରାପୁଟ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଏନେଇ ପୀଡ଼ିତାଙ୍କ ପରିବାର ପକ୍ଷରୁ ନନ୍ଦପୁର ଥାନାରେ ଏତଲା ଦିଆଯାଇଥିବାବେଳେ ଅଭିଯୁକ୍ତ ଜଣକ ଫେରାର ହୋଇଯାଇଛନ୍ତି। ପୋଲିସ ଏନେଇ ଅଧିକ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ହାତୀଦାନ୍ତ ଜବତ, ୪ ଅଭିଯୁକ୍ତ ଅଟକ

ବାରିପଦା,୨୨ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଜଙ୍ଗଲରେ ହାତୀମାନେ ଅସୁରକ୍ଷିତ ହୋଇପଡ଼ିଲେଣି। ଶିକାରୀମାନେ ଜଙ୍ଗଲ ଭିତରେ ପଶି ହାତୀଙ୍କୁ ମାରି ସେମାନଙ୍କ ଦାନ୍ତ ଚୋରାଚାଲାଣ କରୁଛନ୍ତି। ବୁଧବାର ଧରାପଡ଼ିଛନ୍ତି...

ବିଦ୍ୟାଳୟରେ ତାଲା ପକାଇଲେ ଅଭିଭାବକ

ବଣାଇଁ,୨୨ା୧(ପ୍ରଦୀପ ତ୍ରିପାଠୀ): ବିଗତ ୧୯୧୩ ଅର୍ଥାତ୍‌ ସ୍ବାଧୀନତାର ୩୫ ବର୍ଷ ପୂର୍ବରୁ ସ୍ଥାପିତ ଝିର୍ଡ଼ାପାଲୀ ପ୍ରାଥମିକ ବିଦ୍ୟାଳୟରେ ଅଚଳାବସ୍ଥା ନେଇ ବୁଧବାର ଗ୍ରାମବାସୀ ଓ ଅଭିଭାବକ...

ଡିଜିଟାଲ ସ୍କିଲିଂ ଉପରେ ସଚେତନତା କାର୍ଯ୍ୟକ୍ରମ: ଯୋଗଦେଲେ ୪୫୦ ଛାତ୍ରୀଛାତ୍ର

ଅନୁଗୋଳ,୨୨।୧(ମାନସ ବିଶ୍ୱାଳ): ଅନୁଗୋଳର ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟରେ ଡିଜିଟାଲ ସ୍କିଲିଂ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। କାର୍ଯ୍ୟକ୍ରମରେ ୪୫୦ରୁ ଅଧିକ ୟୁଜି ଓ...

ସାଇଧାରା-ଚନ୍ଦନଧାରା ଜଳପ୍ରପାତର ହେବ ପର୍ଯ୍ୟଟନ ବିକାଶ

ଝରିଗାଁ,୨୨।୧(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ରହିଛି ଚାରି ଗୋଟି ଜଳପ୍ରପାତ। ସେଗୁଡିକ ହେଲା ଝରିଗାଁ ପଞ୍ଚାୟତ ଅନ୍ତର୍ଗତ ଗୋସେଇଁ ଧାରା ଜଳପ୍ରପାତ,...

ଶିଶୁଙ୍କୁ ଅପହରଣ ପରେ ହତ୍ୟା ମାମଲା: ଅଭିଯୁକ୍ତ ମହିଳାଙ୍କୁ ବାନ୍ଧିଲା ପୋଲିସ

ବଣାଇଁ,୨୨।୧(ପ୍ରଦୀପ ତ୍ରିପାଠୀ): ୭ ଦିନ ତଳେ ଗୁରୁଣ୍ଡିଆ ଥାନା ଅନ୍ତର୍ଗତ ଜଡା ଗ୍ରାମର ଚାରିବର୍ଷ ଶିଶୁକୁ ଅପହରଣ ଓ ହତ୍ୟା ମାମଲାରେ ନୂଆ ମେଡ ଆସିଛି।...

୧୨ଘଣ୍ଟିଆ ସୁନ୍ଦରଗଡ଼ ବନ୍ଦ:ଗାଡ଼ି ଚଳାଚଳ ପ୍ରଭାବିତ

ସୁନ୍ଦରଗଡ଼,୨୨।୧ (ଜୟନାରାୟଣ ମେଣ୍ଡୁଳି):ତାଲିମ ନାଁରେ ତାମିଲନାଡୁ ପଠା ଯାଇଥିବା ସୁନ୍ଦରଗଡର ଝିଅମାନଙ୍କୁ ଫେରାଇ ଆଣିବାରେ ପ୍ରଶାସନର ବିଫଳତା ଓ ସୁନ୍ଦରଗଡ ଝିଅଙ୍କ ସୁରକ୍ଷା, ସ୍ବାଭିମାନ ରକ୍ଷା...

ପାଇପ୍‌ଲାଇନ ପାଇଁ ପକ୍କାରାସ୍ତା ଖୋଳିଦେଲା ଠିକା କମ୍ପାନୀ

ଦାରିଙ୍ଗବାଡି,୨୨/୧(ଅରୁଣ ସାହୁ):ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହା ଠାରୁ ପର୍ତ୍ତମାହା ପଞ୍ଚାୟତକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ପକ୍କା ରାସ୍ତାକୁ ପାଇପ ବିଛାଇବା ପାଇଁ...

ଗନ୍ଧମାର୍ଦ୍ଦନ ସୁରକ୍ଷା ପ୍ରସଙ୍ଗ:ପ୍ରମୁଖ ରାଜନୈତିକ ଦଳଙ୍କ ବଢ଼ୁଛି ଅଡୁଆ

ବଲାଙ୍ଗୀର,୨୨ା୧(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଓ ବରଗଡ଼ ମଧ୍ୟରେ ଅବସ୍ଥିତ ଗନ୍ଧମାର୍ଦ୍ଦନ ପାହାଡ଼ ଜୈବବିବିଧତାରେ ପରିପୂର୍ଣ୍ଣ। ହେଲେ ଶିଳ୍ପସଂସ୍ଥାଗୁଡ଼ିକର ଦୃଷ୍ଟି ସେଠାରେ ଥିବା ପ୍ରାକୃତିକ ସମ୍ବଳ ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri