ଶୌଚ ହେବାକୁ ଯାଇ ହାତୀ ହାବୁଡ଼ରେ ପଡ଼ିଲେ, ବୃଦ୍ଧ ଗୁରୁତର

ଲୋଇସିଂହା, ୧୪।୭(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ଆଗଲପୁର ବ୍ଲକ ଭରସୁଜା ପଞ୍ଚାୟତ ଗାଣ୍ଡପଲି ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ସେ ହେଲେ ଗୋକୁଳ ବାଗ(୬୫)। ତାଙ୍କୁ ପରିବାର ଏବଂ ଗ୍ରାମବାସୀ ଉଦ୍ଧାର କରି ବଲାଙ୍ଗୀର ଭୀମଭୋଇ ମେଡିକାଲରେ ଭର୍ତ୍ତି କରିଛନ୍ତି।

ଗୋକୁଳ ସକାଳ ସାଢ଼େ ୬ଟା ସମୟରେ ଗ୍ରାମ ନିକଟରେ ଯାଇଥିବା କୁଲାରୀ ନାଳକୁ ଶୌଚ ହୋଇଯାଇଥିଲେ। ସେଠାରେ ଥିବା ହାତୀପଲ ହାବୁଡ଼ରେ ପଡ଼ିଯାଇଥିଲେ। ଏବେ ମଧ୍ୟ ସେଠାରେ ୪ଟି ହାତୀ ରହି ଥିବାରୁ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଦ୍ଦାନ୍ତ ଅପରାଧୀ ଟିମା ଝାଙ୍କରଙ୍କୁ ଏନକାଉଣ୍ଟର: ତିନି ସହଯୋଗୀଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର, ୧୮।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ନାକଟିଦେଉଳ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବୁଧବାର ସକାଳୁ ପୋଲିସ ଓ ଅପରାଧୀଙ୍କ ମଧ୍ୟରେ ହୋଇଥିବା ଗୁଳି…

କାର ଧକ୍କାରେ ଜଣେ ମୃତ, ୭ ଗୁରୁତର : କ୍ଷତିପୂରଣ ଦାବିରେ

କୁଚିଣ୍ଡା,୧୪।୩(ବିରଞ୍ଚି ଦର୍କା):ସମ୍ବଲପୁର ଜିଲା ମହୁଲପାଲି ଥାନା ଅନ୍ତର୍ଗତ ଟାଇଁସର କଦୋପଡାଠାରେଶୁକ୍ରବାର ରାତିରେ ଯାତ୍ରା ଦେଖି ଘରକୁ ଫେରୁଥିବା ୮ଜଣଙ୍କୁ ଏକ ଦ୍ରୁତଗାମୀ କାର ଧକ୍କା ଦେଇଥିଲା। ସ୍ଥାନୀୟ…

ବନ୍ଧା ହେଲେ ଜନସେବା କେନ୍ଦ୍ର ମାଲିକ, ଲୋକ ଅଦାଲତ ନାଁରେ କରୁଥିଲେ…

ସମ୍ବଲପୁର,୧୪ା୩(ପ୍ରମୋଦ ବହିଦାର): ଜାତୀୟ ଲୋକ ଅଦାଲତରେ ବିଭିନ୍ନ ସମସ୍ୟାର ସମାଧାନ କରିଦେବାକୁ କହି ଶତାଧିକ ଲୋକଙ୍କୁ ଠକିବା ଅଭିଯୋଗରେ ସମ୍ବଲପୁର ଟାଉନ ଥାନା ପୋଲିସ ଜଣେ ଜନସେବା…

ବିବାହ ପ୍ରୋସେସନ ବେଳେ ବାଣ ଫୁଟି ୪ ଛାତ୍ରୀ ଆହତ

ସମ୍ବଲପୁର,୯।୩: ସମ୍ବଲପୁର ସହରରେ ସୋମବାର ରାତିରେ ଏକ ବିବାହ ପ୍ରୋସେସନ ବେଳେ ଅଘଟଣ ଘଟିଛି। ପ୍ରୋସେସନ ବେଳେ ହଷ୍ଟେଲ ପରିସରରେ ବାଣ ଫୁଟି ୪ଜଣ ଛାତ୍ରୀ ଆହତ…

ବାଇକ୍-କଣ୍ଟେନର ମୁହାଁମୁହିଁ ଧକ୍କା: ୩ ମୃତ, ନିଆଁରେ ପୋଡିଗଲା….

ଜମନକିରା,୯ା୩(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ବଡରମା ପଞ୍ଚାୟତ ଡିମିରିମୁଣ୍ଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଏନଏଚ୍ ୫୩ରେ ଦୁର୍ଘଟଣାରେ ୩ ଜଣଙ୍କ…

ନିଜର ସେବା ଜରିଆରେ ନିଆରା ଉଦାହରଣ ସୃଷ୍ଟି କରିଥିଲେ ଡା. ନାରାୟଣୀ ପଣ୍ଡା: ମହିଳା ଦିବସରେ ବୁଜିଲେ ଆଖି

ସମ୍ବଲପୁର,୮।୩(ପ୍ରମୋଦ ବହିଦାର): ସମ୍ବଲପୁରର ବିଶିଷ୍ଟ ସ୍ତ୍ରୀ ରୋଗ ବିଶେଷଜ୍ଞ ତଥା ଜଣାଶୁଣା ସମାଜସେବୀ ଡା. ନାରାୟଣୀ ପଣ୍ଡାଙ୍କର ରବିବାର ପୂର୍ବାହ୍ନରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ମା’ ସମଲେଶ୍ୱରୀଙ୍କ ପୀଠରେ ଅପବିତ୍ର କାର୍ଯ୍ୟ: ଦୀପଘର ପଛପଟେ ଜମୁଥିଲା…

ସମ୍ବଲପୁର,୭ା୩(ପ୍ରମୋଦ ବହିଦାର):ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିର ପରିସର ଅସାମାଜିକ କାର୍ଯ୍ୟର ପେଣ୍ଠସ୍ଥଳୀ ପାଲଟିଥିବା ଅଭିଯୋଗ ହୋଇଛି। ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ଭକ୍ତି ଓ ବିଶ୍ୱାସର ପ୍ରତୀକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri