ଶୌଚ ହେବାକୁ ଯାଇ ହାତୀ ହାବୁଡ଼ରେ ପଡ଼ିଲେ, ବୃଦ୍ଧ ଗୁରୁତର

ଲୋଇସିଂହା, ୧୪।୭(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ଆଗଲପୁର ବ୍ଲକ ଭରସୁଜା ପଞ୍ଚାୟତ ଗାଣ୍ଡପଲି ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ସେ ହେଲେ ଗୋକୁଳ ବାଗ(୬୫)। ତାଙ୍କୁ ପରିବାର ଏବଂ ଗ୍ରାମବାସୀ ଉଦ୍ଧାର କରି ବଲାଙ୍ଗୀର ଭୀମଭୋଇ ମେଡିକାଲରେ ଭର୍ତ୍ତି କରିଛନ୍ତି।

ଗୋକୁଳ ସକାଳ ସାଢ଼େ ୬ଟା ସମୟରେ ଗ୍ରାମ ନିକଟରେ ଯାଇଥିବା କୁଲାରୀ ନାଳକୁ ଶୌଚ ହୋଇଯାଇଥିଲେ। ସେଠାରେ ଥିବା ହାତୀପଲ ହାବୁଡ଼ରେ ପଡ଼ିଯାଇଥିଲେ। ଏବେ ମଧ୍ୟ ସେଠାରେ ୪ଟି ହାତୀ ରହି ଥିବାରୁ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଟି ଅତଡ଼ା ଖସି ଜଣେ ଶ୍ରମିକଙ୍କ ଜୀବନ ଗଲା

କୁଚିଣ୍ଡା,୨୧ା୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ମହୁଲପାଲି ଥାନା ମହୁଲପାଲି ନଦୀପଠାରେ ମାଟି ଅତଡ଼ା ଖସି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତ ଶ୍ରମିକ ହେଲେ ମହୁଲପାଲି...

ପଶ୍ଚିମ ଓଡ଼ିଶା ଲୋକଙ୍କ ପାଇଁ ଖୁସିଖବର: ଆସ୍ଥା ସ୍ବତନ୍ତ୍ର ଟ୍ରେନର ଶୁଭାରମ୍ଭ କଲେ ଧର୍ମେନ୍ଦ୍ର, ଅଯୋଧ୍ୟାକୁ….

ସମ୍ବଲପୁର,୨୦।୨: କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ସମ୍ବଲପୁର ଗସ୍ତରେ ଯାଇଛନ୍ତି। ସକାଳେ ପ୍ରଥମେ ସେ ସମ୍ବଲପୁର ରେଳ ଷ୍ଟେଶନରେ ସମ୍ବଲପୁର-ଦର୍ଶନ ନଗର-ସମ୍ବଲପୁର ଆସ୍ଥା ସ୍ବତନ୍ତ୍ର...

ଝିଅମାନେ ଅନ୍ୟ ଜାତିରେ ବିବାହ କରିଥିବାରୁ କାନ୍ଧ ଦେବାକୁ ଆସିଲେନି

କୁଚିଣ୍ଡା,୨୦ା୨(ବିରଞ୍ଚତ୍ ଦର୍କା)- ସ୍ବାଧୀନତାର ୭୭ବର୍ଷ ପରେ ବି ମଣିଷ ଅନ୍ଧବିଶ୍ୱାସରୁ ନିଜକୁ ମୁକଳାଇପାରି ନାହିଁ। ଝିଅମାନେ ଅନ୍ୟ ଜାତିରେ ବିବାହ କରିଥିବାରୁ ମା’ଙ୍କ ମୃତଦେହକୁ ଜାତିଭାଇ...

ଝିଅମାନେ ଅନ୍ୟ ଜାତିରେ ବିବାହ କରିଥିବାରୁ କାନ୍ଧ ମିଳିଲାନି

କୁଚିଣ୍ଡା,୨୦ା୨(ବିରଞ୍ଚତ୍ ଦର୍କା):ସ୍ବାଧୀନତାର ୭୭ବର୍ଷ ପରେ ବି ମଣିଷ ଅନ୍ଧବିଶ୍ୱାସରୁ ନିଜକୁ ମୁକଳାଇପାରି ନାହିଁ। ଝିଅମାନେ ଅନ୍ୟ ଜାତିରେ ବିବାହ କରିଥିବାରୁ ମା’ଙ୍କ ମୃତଦେହକୁ ଜାତିଭାଇ ଛୁଇଁଲେ...

ବିଧାୟକ ପ୍ରାର୍ଥୀ ହେଲେ ବିରୋଧ ଥୟ

କୁଚିଣ୍ଡା,୨୦ା୨(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବିଧାନସଭା ନିର୍ବାଚନମଣ୍ଡଳୀକୁ ଦେଖିଲେ ୨୦୦୯ରେ ସୀମା ପୁନର୍ନିଦ୍ଧାରଣ ହେବାଠାରୁ ଏଠାରେ କୌଣସି ନେତା ଦ୍ୱିତୀୟ ଥର ଜିତିପାରି ନାହାନ୍ତି।...

ଜିଲା ମୁଖ୍ୟ ଚିକିତ୍ସାଳୟରେ ସୁଇପର କଲେ ଚିକିତ୍ସା

ସମ୍ବଲପୁର,୧୯ା୨(ଭବାନୀ ଶଙ୍କର ଭୋଇ):ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ରେ ସୁଇପର ରୋଗୀଚିକିତ୍ସା କରୁଥିବା ଅଭିଯୋଗ ହୋଇଛି। ଅଭିଯୋଗକ୍ରମେ ଶନିବାର ଯୁଯୁମୁରା ହାତୀବାରିରେ ସଡ଼କ ଦୁର୍ଘଟଣାରେ ପ୍ରାୟ...

ବାପା-ଝିଅଙ୍କୁ ଛୁରାମାଡ଼

ବ୍ରଜରାଜନଗର,୧୮ା୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅଞ୍ଚଳରେ ରବିବାର ସାମାନ୍ୟ ଘଟଣାକୁ କେନ୍ଦ୍ରକରି ଛୁରାମାଡ଼ ହୋଇଛି। ଏଥିରେ ବାପାଝିଅ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି...

ଶ୍ରମିକଙ୍କୁ ଧରି ଯାଉଥିଲା ପିକଅପ୍‌ ଭ୍ୟାନ: ବାଟରେ ଓଲଟି ପଡ଼ିଲା

ସମ୍ବଲପୁର,୧୭।୨: ସମ୍ବଲପୁର-ରେଢାଖୋଲ ୫୫ ନମ୍ବର ଜାତୀୟ ରାଜପଥର ଯୁଜୁମୁରା ଥାନା ଅଧୀନ ହାତୀବାରୀ ନିକଟରେ ଶନିବାର ଏକ ଦୁର୍ଘଟଣା ଘଟିଛି। ଏକ ପିକ୍‌ଅପ୍‌ ଭ୍ୟାନ୍‌ ଓଲଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri